Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଟକ ବାଲିଯାତ୍ରା ଆଉ ଗୋଟିଏ ଦିନ ପାଇଁ ବଢିଲା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ବିଶେଷ ଖବର

କଟକ ବାଲିଯାତ୍ରା ଆଉ ଗୋଟିଏ ଦିନ ପାଇଁ ବଢିଲା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା

November 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କଟକ ବାଲିଯାତ୍ରା
କଟକ ବାଲିଯାତ୍ରା ଆଉ ଗୋଟିଏ ଦିନ ବୃଦ୍ଧି ପାଇଲା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି ହେଲା। ଏ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହାଦ୍ବାରା ବାଲିଯାତ୍ରା ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତା କାଲି ୧୩ ତାରିଖ ଦିନ ଉଦ୍‌ଯାପିତ ହେବ।

ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀ ମାନଙ୍କ କାରବାରକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ଏହାର ଅବଧି ବୃଦ୍ଧି କରିଛନ୍ତି।

କଟକ ବାଲିଯାତ୍ରା ଶ୍ରୀ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଡାକ୍ତରମାନଙ୍କ ସହ ରାଜ୍ୟ ସରକାରଙ୍କ ଆଲୋଚନା ବିଫଳ!: ଆଜିଠୁ ଏକ ଘଣ୍ଟା ବନ୍ଦ ରହିବ ବହିର୍ବିଭାଗ

December 26, 2025

ଦିନେ ନାହିଁ, କାଳେ ନାହିଁ …..

December 26, 2025

ଆଜି ବିଜେଡିର ପ୍ରତିଷ୍ଠା ଦିବସ, ନବୀନ ପଟ୍ଟନାୟକ କଣ କହିବେ ସେ ନେଇ ସମସ୍ତଙ୍କ ନଜର

December 26, 2025

ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: ହାତୀ ପିଠିରେ ବସି ନଗର ଭ୍ରମଣ କଲେ ମହାରାଜ କଂସ

December 26, 2025
Latest News

ବାଂଲାଦେଶ ନିର୍ବାଚନ: ଏକାଠି ହେଲେ ଦୁଇ ଭାରତ ବିରୋଧୀ ଦଳ, ଜାଣନ୍ତୁ ରାଜନୈତିକ ସମୀକରଣ

December 26, 2025

ବ୍ରାହ୍ମଣ ବିଧାୟକଙ୍କ ବୈଠକକୁ ନେଇ ବିଜେପି କ୍ଷୁବ୍ଧ: ନକାରାତ୍ମକ ରାଜନୀତିରୁ ଦୂରେଇ ରହିବାକୁ ପରାମର୍ଶ

December 26, 2025

ପୁଣି ଥରେ କଂଗ୍ରେସ ଦଳକୁ କଡା ଟାର୍ଗେଟ: “ନକଲି ଗାନ୍ଧୀ” କହି ଆକ୍ରମଣ କଲେ କୁମାର ବିଶ୍ୱାସ

December 26, 2025

ଡାକ୍ତରମାନଙ୍କ ସହ ରାଜ୍ୟ ସରକାରଙ୍କ ଆଲୋଚନା ବିଫଳ!: ଆଜିଠୁ ଏକ ଘଣ୍ଟା ବନ୍ଦ ରହିବ ବହିର୍ବିଭାଗ

December 26, 2025

କାନାଡାରେ ଆଉ ଜଣେ ଭାରତୀୟକୁ ଗୁଳି କରି ହତ୍ୟା, ଅଭିଯୁକ୍ତ ଫେରାର

December 26, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.