Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭୁବନେଶ୍ବର ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ, OBCC ହେବ ପେପର ଲେସ: ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ
ବିଶେଷ ଖବର

ଭୁବନେଶ୍ବର ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ, OBCC ହେବ ପେପର ଲେସ: ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

November 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୃଥୀରାଜ ହରିଚନ୍ଦନ
ଭୁବନେଶ୍ବର ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ, OBCC ହେବ ପେପର ଲେସ: ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

ଭୁବନେଶ୍ବର: ଭୁବନେଶ୍ବର ପ୍ରମୁଖ ଟ୍ରାଫିକ ପୋଷ୍ଟ ହେଉଛି ଏଜି ଛକ। ଏହି ଛକ ରାଜ୍ୟର ସମସ୍ତ ଭିଭିଆଇପିଙ୍କ ଯାତାୟତ ରୋଡ। କାରଣ ଏହି ଛକ ନିକଟରେ ରହିଲା ଲୋକସେବା ଭବନ, ଏଜି ଅଫିସ, ବିଧାନସଭା, ଏକନମ୍ବର ହାଟ, ରାଜଭବନ ପ୍ରମୁଖ ସ୍ଥାନ। ଫଳରେ ଏହି ଛକ ସବୁବେଳେ ଭିଡ ପରିଲକ୍ଷିତ ହୋଇଥାଏ।

ତେବେ ଏହି ଛକକୁ ଖୁବ ଶିଘ୍ର ନୂଆରୂପ ପ୍ରଦାନ କରାଯିବ। ଏ ନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି ଯେ ଏ ନେଇ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଉଛି। ଏହି ଛକରେ ମାଟି ତଳେ ଓ ଉପରେ ଦୁଇ ଥାକିଆ ରାସ୍ତା ନିର୍ମାଣ ହେବ। ରାଜଭବନ ଆଡୁ ଯେଉଁମାନେ ଆସିବେ ସେମାନେ ଅଣ୍ଡର ଗ୍ରାଉଣ୍ଡ ରାସ୍ତାରେ ସିଧା କଳ୍ପନା ଆଡକୁ ବାହାରିବେ। ସେହିପରି କ୍ୟାପିଟାଲ ହସପିଟାଲରୁ ଯେଉଁମାନେ ଆସିବେ ସେମାନେ ଉପର ରାସ୍ତାରେ ଲୋକସେବା ଭବନ ଆଡକୁ ଯାଇପାରିବେ।

ତେ ଏ ନେଇ ଚୁଡାନ୍ତ ରୂପରେଖ ପ୍ରସ୍ତୁତ ହୋଇ ନାହିଁ। ବିଭିନ୍ନ ଦିଗକୁ ପର୍ଯ୍ୟାଲୋଚନା କରାଯାଇ ଏହାର ନିଷ୍ପତି ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି କଳ୍ପନା, ଖଣ୍ଡଗିରି ଓ ଜୟଦେବ ବିହାରରୁ ନାଲ୍‌କୋ ପର୍ଯ୍ୟନ୍ତ ଏଲିଭେଟେଡ୍‌ କରିଡର୍‌ ନିର୍ମାଣ କରାଯିବ। ପ୍ରାରମ୍ଭିକ ଡିପିଆର ପ୍ରସ୍ତୁତ ହୋଇଥିବା କହିଛନ୍ତି ମନ୍ତ୍ରୀ ଶ୍ରୀ ପୃଥୀରାଜ ହରିଚନ୍ଦନ।

ଏସବୁ କାର୍ଯ୍ୟ OBCC ବା ଓଡିଶା ବ୍ରିଜ ଓ କନଷ୍ଟ୍ରକସନ କର୍ରପୋରେସନ ତଦାରଖ କରୁଛି। ତେବେ ଏହି OBCC କୁ ଖୁବ ଶିଘ୍ର ପେପର ଲେସ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

Read More- Rail Trade Connectivity: India and Nepal Ink Trade Boost Agreement (Click Here)

bhubaneswar ପୂର୍ତ୍ତମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଭୁବନେଶ୍ବର ଏଜି ଛକ
Share. Facebook Twitter LinkedIn Email WhatsApp Copy Link

Related Posts

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026

କୃଷକର ଖଡ଼ିଛୁଆଁ ପର୍ବ ଅକ୍ଷୟ ତୃତୀୟା

April 20, 2026

ଓଡିଶାରେ ୯୦,୦୦୦ କୋଟିର ରେଳ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି: ଅଶ୍ୱିନୀ ବୈଷ୍ଣବ

April 20, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.