Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଗାୟକ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଆସୁନି ଉନ୍ନତି, ଏବେ ବି ଗୁରୁତର
ବିଶେଷ ଖବର

ଗାୟକ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଆସୁନି ଉନ୍ନତି, ଏବେ ବି ଗୁରୁତର

November 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗାୟକ ହ୍ୟୁମାନ ସାଗର
ଗାୟକ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଆସୁନି ଉନ୍ନତି, ଏବେ ବି ଗୁରୁତର

ଭୁବନେଶ୍ବର: ଓଡିଆ ଗାୟକ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ କିଛି ଉନ୍ନତି ଆସୁ ନାହିଁ। ତାଙ୍କର ବହୁ ଅଙ୍ଗ ଫେଲ ହୋଇପଡିଥିବାରୁ ତାହା ସୁଧାରିବାରେ ସମୟ ଲାଗୁଛି। ଫଳରେ ସେ ପୂର୍ବପରି କୋମା ଅବସ୍ଥାରେ ଅଛନ୍ତି ବୋଲି ତାଙ୍କ ନିକଟତମ ମହଲରୁ ଜଣାପଡିଛି। ସେ ବର୍ତ୍ତମାନ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଛନ୍ତି।

ଗାୟକ ହ୍ୟୁମାନ ସାଗର ଗୁରୁତର ଅସୁସ୍ଥ ହୋଇ କଟକର ଏକଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ। ହେଲେ ସେଠାରେ ତାଙ୍କର ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବରୁ ତାଙ୍କୁ ଏମ୍ସ ଭୁବନେଶ୍ବରରେ ଭର୍ତ୍ତି କରାଯାଇଛି। ସେ ବର୍ତ୍ତମାନ ଆଇସିୟୁ ରେ ରହି ଚିକିତ୍ସିତ ହେଉଛନ୍ତି। ସେଠାରେ ଅନ୍ୟତମ ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଦୀର୍ଘଦିନ ଧରି ଚିକିତ୍ସିତ ହେଉଛନ୍ତି।

ଗାୟକ ହ୍ୟୁମାନ ସାଗର ହ୍ୟୁମାନ ସାଗର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର ବିପର୍ଯ୍ୟୟ ପ୍ରଶମନ କ୍ଷମତାକୁ ପ୍ରଶଂସା କଲେ କେରଳ, ରାଜସ୍ଥାନ ଓ ପଞ୍ଜାବ ଗଣମାଧ୍ୟମ ପ୍ରତିନିଧି

September 18, 2026

କୁକୁଡାଖଣ୍ଡି ହିଂସାକାଣ୍ଡ ମାମଲା: ମୁଖ୍ୟ ଅଭିଯୁକ୍ତ ସମେତ ଦୁଇ ବାଳ ଅପରାଧୀ ଗିରଫ

September 18, 2026

ସୋଆ ଆଇଡିଏସ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

September 17, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ନିଜ ଗ୍ରାମରେ ଦୀପଦାନ କଲେ ଆଇନମନ୍ତ୍ରୀ

September 17, 2026
Latest News

ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 18, 2026

ଓଡ଼ିଶାର ବିପର୍ଯ୍ୟୟ ପ୍ରଶମନ କ୍ଷମତାକୁ ପ୍ରଶଂସା କଲେ କେରଳ, ରାଜସ୍ଥାନ ଓ ପଞ୍ଜାବ ଗଣମାଧ୍ୟମ ପ୍ରତିନିଧି

September 18, 2026

‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 18, 2026

କୁକୁଡାଖଣ୍ଡି ହିଂସାକାଣ୍ଡ ମାମଲା: ମୁଖ୍ୟ ଅଭିଯୁକ୍ତ ସମେତ ଦୁଇ ବାଳ ଅପରାଧୀ ଗିରଫ

September 18, 2026

ସେପ୍ଟେମ୍ବର ୧୮ ତାରିଖ ଶୁକ୍ରବାରରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର, ଜାଣନ୍ତୁ ରାଶିଫଳ

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.