Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦିଲ୍ଲୀରୁ ସକାଳୁ ସକାଳୁ ଫେରି ସିଧା ଲୋକସେବା ଭବନରେ କାମ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 
ବିଶେଷ ଖବର

ଦିଲ୍ଲୀରୁ ସକାଳୁ ସକାଳୁ ଫେରି ସିଧା ଲୋକସେବା ଭବନରେ କାମ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

November 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦିଲ୍ଲୀରୁ ସକାଳୁ ସକାଳୁ ଫେରି
ଦିଲ୍ଲୀରୁ ସକାଳୁ ସକାଳୁ ଫେରି ସିଧା ଲୋକସେବା ଭବନରେ କାମ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଭୁବନେଶ୍ବର: ଗତ ଶୁକ୍ରବାର ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଅବସରରେ ଦୁଇଟି କାର୍ଯ୍ୟକ୍ରମ ଏବଂ ରାଜ୍ୟ କ୍ୟାବିନେଟ୍ ବୈଠକ ପରେ ରାତିରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିଥିଲେ। ଶନିବାର ଦିଲ୍ଲୀରେ ଭାରତ ଆନ୍ତର୍ଜାତୀକ ବାଣିଜ୍ୟ ମେଳାରେ ଯୋଗଦେବା ସହିତ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ଭେଟି ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ମଧ୍ୟ କରିଛନ୍ତି।

ଆଜି ସକାଳ ୭ଟା ବେଳେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ବାହାରି ବିନା ବିଶ୍ରାମରେ ଭୁବନେଶ୍ବର ବିମାନବନ୍ଦରରୁ ସିଧାସଳଖ ଲୋକସେବା ଭବନକୁ ଆସି ସରକାରୀ କାର୍ଯ୍ୟ କରିଛନ୍ତି। ଆଜି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କର କେନ୍ଦୁଝର ଜିଲ୍ଲାରେ ଅନେକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ରହିଛି। ଏହା ହେଉଛି ମୁଖ୍ୟମନ୍ତ୍ରୀଙ୍କ ଦୈନନ୍ଦିନ କାର୍ଯ୍ୟର ଏକ ଛବି।

ଓଡିଶା ପାଇଁ ଏବଂ ଓଡିଶା ବାସୀଙ୍କ ପାଇଁ ଦିନରାତି ଏକ କରି ମୁଖ୍ୟମନ୍ତ୍ରୀ କଠିନ ପରିଶ୍ରମ କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଭାଷାରେ ଲୋକଙ୍କ ସେବା କରିବା ପାଇଁ ଏବଂ ଏକ ସମୃଦ୍ଧ ଓଡିଶା ଗଠନ କରିବା ପାଇଁ ଆମକୁ ଆହୁରି ପରିଶ୍ରମ କରିବାକୁ ପଡିବ।

Mohan Majhi ଦିଲ୍ଲୀ ଗସ୍ତରୁ ଫେରିଲେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ସକାଳୁ ସକାଳୁ ଫେରି
Share. Facebook Twitter LinkedIn Email WhatsApp Copy Link

Related Posts

ସାରା ବିଶ୍ୱରେ ହ୍ରାସ ପାଉଛି ଏହି ଧର୍ମର ଜନସଂଖ୍ୟା: ହିନ୍ଦୁମାନଙ୍କର ସ୍ଥିତି କ’ଣ?

February 16, 2026

ଆସନ୍ତାକାଲି ବିଧାନସଭା, ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ

February 16, 2026

ମ୍ୟାଚ୍ କେହି “ଜିତାଇ” ନାହାଁନ୍ତି, ବରଂ….: ପାକିସ୍ତାନକୁ ପରାସ୍ତ କରିବା ପରେ ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ବିବୃତ୍ତି

February 16, 2026

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପରିବହନ ପ୍ରକଳ୍ପର ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

February 16, 2026
Latest News

ମୁମ୍ବାଇରେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନ‌ଙ୍କୁ ସାକ୍ଷାତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

February 16, 2026

ସାରା ବିଶ୍ୱରେ ହ୍ରାସ ପାଉଛି ଏହି ଧର୍ମର ଜନସଂଖ୍ୟା: ହିନ୍ଦୁମାନଙ୍କର ସ୍ଥିତି କ’ଣ?

February 16, 2026

କିଛି ଘଣ୍ଟା ପରେ ଇସ୍ତଫା ପ୍ରତ୍ୟାହାର କଲେ ଆସାମ କଂଗ୍ରେସର ପୂର୍ବତନ ସଭାପତି: କାହିଁକି ବଦଳାଇଲେ ନିଷ୍ପତ୍ତି?

February 16, 2026

ଆସନ୍ତାକାଲି ବିଧାନସଭା, ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ

February 16, 2026

ରୋହିତ ଶେଟ୍ଟୀଙ୍କ ଘରେ ଗୁଳି ଚଳାଇବା ମାମଲା: ଅଭିଯୁକ୍ତଙ୍କୁ ରାଜସ୍ଥାନରୁ ଗିରଫ କଲା ମୁମ୍ବାଇ ପୋଲିସ

February 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.