Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»IND-SA Barabati Match: ମୁଖ୍ୟମନ୍ତ୍ରୀଙ୍କୁ ବାରବାଟୀ ମ୍ୟାଚ ଟିକେଟ ପ୍ରଦାନ କଲା ଓସିଏ
ବିଶେଷ ଖବର

IND-SA Barabati Match: ମୁଖ୍ୟମନ୍ତ୍ରୀଙ୍କୁ ବାରବାଟୀ ମ୍ୟାଚ ଟିକେଟ ପ୍ରଦାନ କଲା ଓସିଏ

December 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
IND-SA Barabati Match
IND-SA Barabati Match: ମୁଖ୍ୟମନ୍ତ୍ରୀଙ୍କୁ ବାରବାଟୀ ମ୍ୟାଚ ଟିକେଟ ପ୍ରଦାନ କଲା ଓସିଏ
IND-SA Barabati Match: ଓଡ଼ିଶା କ୍ରିକେଟ ଆସୋସିଏସନ (OCA)ର ସଭାପତି ଶ୍ରୀ ପଙ୍କଜ ଲୋଚନ ମହାନ୍ତି ଏବଂ ସମ୍ପାଦକ ଶ୍ରୀ ସଞ୍ଜୟ ବେହେରା ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତକରି ଆସନ୍ତା ଡିସେମ୍ବର ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ ମ୍ୟାଚର ଟିକେଟ ପ୍ରଦାନ କରିଛନ୍ତି।
ଟିକେଟ ପାଇବା ପରେ ମୁଖ୍ୟମନ୍ତ୍ରୀ ତାଙ୍କ ସାମାଜିକ ଗଣମାଧ୍ୟମରେ କହିଛନ୍ତି ଯେ, ଓଡ଼ିଶା ମାଟିରେ ଏପରି ଏକ ବଡ଼ ଆନ୍ତର୍ଜାତୀୟ ଖେଳ ଆୟୋଜନ ହେବା ରାଜ୍ୟ ପାଇଁ ଗର୍ବର ବିଷୟ। ମୁଁ ଏହି ମ୍ୟାଚର ସଫଳ ଆୟୋଜନ ପାଇଁ OCA କର୍ତ୍ତୃପକ୍ଷଙ୍କୁ ଅଭିନନ୍ଦନ ଜଣାଉଛି। କ୍ରୀଡ଼ା ଭିତ୍ତିଭୂମିର ବିକାଶ ତଥା ରାଜ୍ୟରେ କ୍ରୀଡ଼ା ପ୍ରତିଭାକୁ ପ୍ରୋତ୍ସାହିତ କରିବା ପାଇଁ ଆମ ସରକାର ସମ୍ପୂର୍ଣ୍ଣ ପ୍ରତିବଦ୍ଧ।
Barabati IND-SA Match IND-SA Barabati Match: OCA ଓଡ଼ିଶା କ୍ରିକେଟ ଆସୋସିଏସନ ବାରବାଟୀ ଷ୍ଟାଡିୟମ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026
Latest News

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.