Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»PMO Name Changed: ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ନାମ, ଏଣିକି ନୂଆ ନାମ ହେଲା…
ବିଶେଷ ଖବର

PMO Name Changed: ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ନାମ, ଏଣିକି ନୂଆ ନାମ ହେଲା…

December 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ନାମ,
ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ନାମ, ଏଣିକି ନୂଆ ନାମ ହେଲା...

PMO Name Changed: ରାଜଭବନ ନାମ ବଦଳି ଲୋକଭବନ ହେବା ପରେ ପୁଣି କେନ୍ଦ୍ର ସରକାର ଆଉ ଏକ ପଦକ୍ଷେପ ଗ୍ରହଣ କରିଛନ୍ତି। ତାହା ହେଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ବା ପିଏମଓ ର ନାମ ମଧ୍ୟ ପରିବର୍ତ୍ତନ କରାଯାଇଛି। ନୂଆନାମ ହେଲା ସେବାତୀର୍ଥ। ଏହା ପୁରୁଣା ନାମକୁ ପରିବର୍ତ୍ତନ କରି ଲୋକଙ୍କ ସେବା କାର୍ଯ୍ୟରେ ଏହି କାର୍ଯ୍ୟାଳୟ ନିୟୋଜିତ ହେଉଥିବାରୁ ଏପରି କରାଯାଇଛି।

ଗତକାଲି ସେହିପରି ରାଜଭବନ ର ନାମ କରଣକୁ ପରିବର୍ତ୍ତନ କରି ଲୋକଭବନ କରାଯାଇଛି। ଏହା ପୁରୁଣା ରାଜରାଜୁଡା ସମୟରୁ ନାମ ପ୍ରଚଳିତ ଥିଲା। ସେଥିପାଇଁ ଏହାର ନାମ କରଣ ଏପରି ପରିବର୍ତ୍ତନ କରାଯାଇଛି।

pmo ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ରାଜଭଭନ
Share. Facebook Twitter LinkedIn Email WhatsApp Copy Link

Related Posts

ପର୍ଯ୍ୟାପ୍ତ ପିଆଜ ଉପଲବ୍ଧତା ଏବଂ ଋତୁକାଳୀନ ଦରବୃଦ୍ଧି ନିୟନ୍ତ୍ରଣ ଲାଗି ସରକାରଙ୍କ ସକ୍ରିୟ ପଦକ୍ଷେପ

August 27, 2026

ନେପାଳରେ ଆକସ୍ମିକ ବନ୍ୟା ପରିସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 27, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ବାତିଲ ହେଲା ଏହି ଟ୍ରେନ୍

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026
Latest News

ପର୍ଯ୍ୟାପ୍ତ ପିଆଜ ଉପଲବ୍ଧତା ଏବଂ ଋତୁକାଳୀନ ଦରବୃଦ୍ଧି ନିୟନ୍ତ୍ରଣ ଲାଗି ସରକାରଙ୍କ ସକ୍ରିୟ ପଦକ୍ଷେପ

August 27, 2026

ନେପାଳରେ ଆକସ୍ମିକ ବନ୍ୟା ପରିସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 27, 2026

ଦୁର୍ଘଟଣାରେ ଜୀବନ ହାରିଲେ ପୂର୍ବତନ ସରପଞ୍ଚ ତଥା ପିଇଓ ମୁନେସ ପ୍ରଧାନ

August 27, 2026

ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ବାଚସ୍ପତିଙ୍କ ଗଭୀର ଶୋକବ୍ୟକ୍ତ

August 27, 2026

ଆଜି ଅଗଷ୍ଟ ୨୭ରେ ଏହି ସାତୋଟି ରାଶିର ବ୍ୟକ୍ତିଙ୍କ ବଢିବ ଧନ, ଜାଣନ୍ତୁ ରାଶିଫଳ

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.