Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଥମରୁ ଦ୍ବାଦଶ ଶ୍ରେଣୀର ସମସ୍ତ ବହି ପରିବର୍ତ୍ତନ ହେବ, ବିଧାନସଭାରେ ମନ୍ତ୍ରୀଙ୍କ ସୂଚନା, ଜାଣନ୍ତୁ କେବେ…
ବିଶେଷ ଖବର

ପ୍ରଥମରୁ ଦ୍ବାଦଶ ଶ୍ରେଣୀର ସମସ୍ତ ବହି ପରିବର୍ତ୍ତନ ହେବ, ବିଧାନସଭାରେ ମନ୍ତ୍ରୀଙ୍କ ସୂଚନା, ଜାଣନ୍ତୁ କେବେ…

December 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଥମରୁ ଦ୍ବାଦଶ ଶ୍ରେଣୀର
ପ୍ରଥମରୁ ଦ୍ବାଦଶ ଶ୍ରେଣୀର ସମସ୍ତ ବହି ପରିବର୍ତ୍ତନ ହେବ, ବିଧାନସଭାରେ ମନ୍ତ୍ରୀଙ୍କ ସୂଚନା, ଜାଣନ୍ତୁ କେବେ...

ଭୁବନେଶ୍ବର: ପ୍ରଥମରୁ ଦ୍ବାଦଶ ଶ୍ରେଣୀର ସମସ୍ତ ପୁସ୍ତକ ପରିବର୍ତ୍ତନ ହେବ। ଏ ନେଇ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପ୍ରସ୍ତୁତି କରିଛି। ଆଜି ଗଣଶିକ୍ଷା ବିଭାଗର ପ୍ରଶ୍ନଉତ୍ତରରେ ଏହି ସୂଚନା ଦେଇଛନ୍ତି ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଏକ ପ୍ରଶ୍ନର ଉତ୍ତରେ ମନ୍ତ୍ରୀ କହିଛନ୍ତି ଏହାର ଚୁଡାନ୍ତ ରୂପ ଦିଆଯାଉଛି। ତେବେ କି ପ୍ରକାରର ପାଠ୍ୟ ପୁସ୍ତକ ପ୍ରଚଳନ ହେବ ସେ ନେଇ ମନ୍ତ୍ରୀ କୌଣସି ସୂଚନା ଦେଇ ନ ଥିଲେ।

ସେ କହିଛନ୍ତି ଯେ, ଆଗାମୀ ଦିନରେ ଛାତ୍ରଛାତ୍ରୀ ଆଉ ପୁରୁଣା ବହି ପଢିବେ ନାହିଁ। ନୂଆ ସିଲାବସରେ ନୂଆ ବହି ପଢିବେ। ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ସମସ୍ତ ସ୍କୁଲରେ ଏହି ନୂତନ ପାଠ୍ୟ ପୁସ୍ତକ ପ୍ରଚଳନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ସ୍କୁଲ ଶିକ୍ଷାରେ ସମୟ ଉପଯୋଗୀ ପାଠ୍ୟକ୍ରମ ଏବଂ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ ପାଇଁ ସରକାର ଏହି ନିଷ୍ପତି ଗ୍ରହଣ କରିଛନ୍ତି। ତେବେ ଏହା ବର୍ତ୍ତମାନ ଲାଗୁ ହେବ ନାହିଁ। ପର୍ଯ୍ୟାୟ କ୍ରମେ ଏହି ନୂତନ ପାଠ୍ୟ ପୁସ୍ତକ ପ୍ରଚଳନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

School Book Change ନିତ୍ୟାନନ୍ଦ ଗଣ୍ଡ ପାଠ୍ୟ ପୁସ୍ତକର ପରିବର୍ତ୍ତନ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶିକ୍ଷା ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜିଠାରୁ ଦଶମ ବୋର୍ଡ ପରୀକ୍ଷା: ୫ ଲକ୍ଷରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

February 19, 2026

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ପଶ୍ଚିମ ଓଡ଼ିଶା ଯୋଗାଯୋଗକୁ ବୃଦ୍ଧି କରିବ ହାଓଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ

February 18, 2026
Latest News

ଫିନ୍‌ଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ପେଟେରୀ ଓରପୋଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

February 19, 2026

ସ୍ପେନ୍ ରାଷ୍ଟ୍ରପତି ପେଡ୍ରୋ ସାଞ୍ଚେଜଙ୍କ ଭାରତ ଗସ୍ତ

February 19, 2026

ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସମବାୟ ମନ୍ତ୍ରୀମାନଙ୍କ ସହ ଅମିତ ଶାହଙ୍କ ଉଚ୍ଚସ୍ତରୀୟ ବୈଠକ

February 19, 2026

ଆଜିଠାରୁ ଦଶମ ବୋର୍ଡ ପରୀକ୍ଷା: ୫ ଲକ୍ଷରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

February 19, 2026

ଆଜି ୧୯ ତାରିଖରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.