Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»Fake Job Advt: ସାବଧାନ.. ପଞ୍ଚାୟତିରାଜ ବିଭାଗର ପିଅନ ନିଯୁକ୍ତି ପ୍ରଚାର ପତ୍ର ଜାଲିଆତି
ବିଶେଷ ଖବର

Fake Job Advt: ସାବଧାନ.. ପଞ୍ଚାୟତିରାଜ ବିଭାଗର ପିଅନ ନିଯୁକ୍ତି ପ୍ରଚାର ପତ୍ର ଜାଲିଆତି

December 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

Fake Job Advt: ଗତ ନ‌ଭେମ୍ବର ୨୪ ତାରିଖରେ PR-PADM-OM-PG-064-2025/4232 ପତ୍ର ସଂଖ୍ୟା ଥାଇ ଏକ ଜାଲିଆତି ପତ୍ରର ପ୍ରଚାର ହେଉଥିବା ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର ନଜରକୁ ଆସିଛି। ସରକାର ଗ୍ରାମ ପଞ୍ଚାୟତ ପିଅନ ନାମରେ ଏକ ପଦବୀ ସୃଷ୍ଟି କରିଛନ୍ତି ଏବଂ ପ୍ରତିମାସ ଦରମା ଭାବେ ୧୩,୧୬୦ ଟଙ୍କା ଦିଆଯିବ ବୋଲି ଏହି ପତ୍ରରେ ଭ୍ରମାତ୍ମକ ଦାବି କରାଯାଇଛି।

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଏହି ପତ୍ର ଜାରି ହୋଇ‌ନାହିଁ ଏବଂ ଏହା ସମ୍ପୁର୍ଣ୍ଣ ଭାବେ ଜାଲିଆତି ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ନକଲି ପତ୍ରଟି ସାମାଜିକ ଗଣମାଧ୍ୟମ ଗଣମାଧ୍ଯମ ଏବଂ ପ୍ରମୁଖ ଗଣମାଧ୍ୟମ ମାନଙ୍କରେ ବିସ୍ତୃତ ଭାବରେ ପ୍ରଚାର ହୋଇ ଜନସାଧାରଣଙ୍କ ମଧ୍ୟରେ ଭ୍ରମ ସୃଷ୍ଟି କରିଛି। ବିଭାଗ ପକ୍ଷରୁ ଏନେଇ ସାଇବର୍ କ୍ରାଇମ୍ ସେଲ୍‌ରେ ମାମଲା ରୁଜୁ ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି।

ଜାଲିଆତି ପତ୍ରର ସୃଷ୍ଟିକର୍ତ୍ତା, ଉତ୍ସ ଓ ପ୍ରଚାରକମାନଙ୍କ ଠିକଣା ଚିହ୍ନଟ କରି ତଦନ୍ତ କରିବାକୁ ଉଲ୍ଲେଖ କରାଯାଇଛି। ସମସ୍ତ ଜିଲ୍ଲାପାଳ, ଗୋଷ୍ଠୀ ଉନ୍ନୟନ ଅଧୁକାରୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଏବଂ ଗ୍ରାମ ପଞ୍ଚାୟତ କର୍ମଚାରୀମାନଙ୍କୁ ଏହି ପତ୍ରକୁ ଗୁରୁତ୍ୱ ନଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଧିକାରିକ ଭାବେ କେବଳ ସରକାରୀ ମାଧ୍ୟମରେ ଜାରି ହୋଇଥିବା ସୂଚନାକୁ ବିଶ୍ଵାସ କରିବା ଏବଂ ସନ୍ଦେହଜନକ ପତ୍ର ବା ଦଲିଲକୁ ସଙ୍ଗେ ସଙ୍ଗେ ଅଧିକାରୀଙ୍କ ନଜରକୁ ଆଣିବାକୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Fake Job Advt Job Alert ନିଯୁକ୍ତି ସୂଚନା ପଞ୍ଚାୟତିରାଜ ଏବଂ ପାନୀୟ ଜଳ
Share. Facebook Twitter LinkedIn Email WhatsApp Copy Link

Related Posts

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026

ବୌଦ୍ଧରେ ଗଞ୍ଜେଇ କାରବାର ନେଇ ଭାଇରାଲ୍ ଅଡିଓ: ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

August 24, 2026

ପ୍ରେମିକର ଛୁରାମାଡ଼ରେ ପ୍ରେମିକା ମୃତ: ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

August 24, 2026
Latest News

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026

ଗିନିରେ ଭୂସ୍ଖଳନ : ଅଳିଆ ପାହାଡ଼ ଧସି ୩୦ ମୃତ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.