Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏଏନଏମ ପରୀକ୍ଷା ବାତିଲ ନେଇ ରାଗିଲେ ନବୀନ ପଟ୍ଟନାୟକ, କହିଲେ….
ବିଶେଷ ଖବର

ଏଏନଏମ ପରୀକ୍ଷା ବାତିଲ ନେଇ ରାଗିଲେ ନବୀନ ପଟ୍ଟନାୟକ, କହିଲେ….

December 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏଏନଏମ ପରୀକ୍ଷା ବାତିଲ
ଏଏନଏମ ପରୀକ୍ଷା ବାତିଲ ନେଇ ରାଗିଲେ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ, କହିଲେ....

ଭୁବନେଶ୍ବର: ନିକଟରେ ସ୍ବାସ୍ଥ୍ୟ ବିଭାଗ ତରଫରୁ ଆୟୋଜିତ ଏଏନଏମ ପରୀକ୍ଷା ବାତିଲ କରାଯାଇଛି। ପ୍ରଶ୍ନପତ୍ର ଲିକ ଯୋଗୁଁ ଏହି ପରୀକ୍ଷା ବାତିଲ କରାଯାଇଛି ବୋଲି ଘୋଷଣା କରାଯାଇଛି। ଏପରିକି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାନସଭାରେ ମଧ୍ୟ ଏ ନେଇ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ବିଭିନ୍ନ ମହଲରେ ସରକାରଙ୍କ ଅପରାଗତାକୁ ନେଇ ଚର୍ଚ୍ଚା ଚାଲିଛି।

ଏହି ପରିସ୍ଥିତିରେ ବିରୋଧୀ ଦଳର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, “ପରୀକ୍ଷା ବାତିଲ ପରେ ବାତିଲ ହେବା ଲକ୍ଷ ଲକ୍ଷ ପିଲାଙ୍କ ସ୍ୱପ୍ନକୁ ଧୂଳିସାତ କରୁଛି। ଏଏନଏମ ପରୀକ୍ଷା ବାତିଲ କରି ରାଜ୍ୟ ବିଜେପି ସରକାର ପୁଣି ହଜାର ହଜାର ଆଶାୟୀଙ୍କ ଭବିଷ୍ୟତ ଅନ୍ଧାରକୁ ଠେଲି ଦେଇଛନ୍ତି। ପିଲାଙ୍କ ସ୍ୱପ୍ନ କେତେ ଆଉ ଭାଙ୍ଗିବ, କେତେ ଆଉ ପିଲାଙ୍କ ଭବିଷ୍ୟତ ସହ ଖେଳାଯିବ?

ପରୀକ୍ଷା ପରେ ପରୀକ୍ଷା ବାତିଲ ହେବା, ସ୍ଥଗିତ ହେବା ବିଜେପି ସରକାରର ଅପାରଗତାକୁ ଦର୍ଶାଉଛି। ୧୮ ମାସର ସରକାରରେ ପାଖାପାଖି ୧୮ଟି ନିଯୁକ୍ତି ପରୀକ୍ଷା ବାତିଲ ହେଲାଣି। ସରକାର କ’ଣ ଦର୍ଶାଇବାକୁ ଚାହୁଁଛନ୍ତି? ରାଜ୍ୟର ପିଲାମାନଙ୍କ ଆଶା, ସ୍ୱପ୍ନ ଏପରି ଧୂଳିସାତ ହେଉଥିବ? ସରକାର ସଜାଗ ହୁଅନ୍ତୁ, ସମସ୍ତ ପରୀକ୍ଷା ଯେପରି ନିୟମିତ ଏବଂ ସ୍ୱଚ୍ଛତାର ସହ ହେବ ତାହା ସୁନିଶ୍ଚିତ କରନ୍ତୁ।”

Naveen Patnaik ଏଏନଏମ ପରୀକ୍ଷା ବାତିଲ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲାପାଳ ଅମ୍ରିତ୍ ଋତୁରାଜାଙ୍କ ରାଧାଗୋବିନ୍ଦ ଶେଫାଳି ସଂଗ୍ରହଶାଳା ପରିଦର୍ଶନ

February 13, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ମହାପ୍ରଭୁଙ୍କ ଦର୍ଶନ କରିବେ ୧ ଲକ୍ଷରୁ ଉର୍ଦ୍ଧ୍ୱ ଭକ୍ତ

February 13, 2026

ଟି-୨୦ ବିଶ୍ଵକପର ବଡ ବିପର୍ଯ୍ୟୟ: ଜିମ୍ବାୱେ ଠାରୁ ଅଷ୍ଟ୍ରେଲିଆ ପରାସ୍ତ

February 13, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

February 13, 2026
Latest News

ଜିଲ୍ଲାପାଳ ଅମ୍ରିତ୍ ଋତୁରାଜାଙ୍କ ରାଧାଗୋବିନ୍ଦ ଶେଫାଳି ସଂଗ୍ରହଶାଳା ପରିଦର୍ଶନ

February 13, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ମହାପ୍ରଭୁଙ୍କ ଦର୍ଶନ କରିବେ ୧ ଲକ୍ଷରୁ ଉର୍ଦ୍ଧ୍ୱ ଭକ୍ତ

February 13, 2026

ବର୍ଷା ଯୋଗୁଁ ଧୋଇଯିବ କି ଭାରତ-ପାକିସ୍ତାନ ମ୍ୟାଚ୍?: ଜାଣନ୍ତୁ ପାଣିପାଗ ଅପଡେଟ୍

February 13, 2026

BNP ର ବିଜୟ ପରେ ନିର୍ବାସିତ ଲେଖିକାଙ୍କ ପ୍ରଥମ ପ୍ରତିକ୍ରିୟା: ତାରିକ ରହମାନଙ୍କୁ ଦେଲେ ଏହି ପରାମର୍ଶ

February 13, 2026

ଦୁଇଟି ବନ୍ଦେ ଭାରତ ଟ୍ରେନ୍ ବନ୍ଦ କଲା ରେଳବାଇ: ଜାଣନ୍ତୁ ରୁଟ ଏବଂ କାରଣ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.