Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ରାଜ୍ୟ କଂଗ୍ରେସର କର୍ମିମାନେ କାହିଁକି କଲେ ଘେରାଉ, ଜାଣନ୍ତୁ କାରଣ
ବିଶେଷ ଖବର

ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ରାଜ୍ୟ କଂଗ୍ରେସର କର୍ମିମାନେ କାହିଁକି କଲେ ଘେରାଉ, ଜାଣନ୍ତୁ କାରଣ

December 18, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେପି ରାଜ୍ୟ କାର୍ଯ୍ୟାଳୟ
ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ରାଜ୍ୟ କଂଗ୍ରେସର କର୍ମିମାନେ କାହିଁକି କଲେ ଘେରାଉ, ଜାଣନ୍ତୁ କାରଣ

ଭୁବନେଶ୍ୱର: ବିଜେପି ସରକାରର ସମ୍ବିଧାନ ଓ ଗଣତନ୍ତ୍ର ବିରୋଧି କାର୍ଯ୍ୟକଳାପ ବିରୋଧରେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ବିଜେପି ରାଜ୍ୟ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଗତକାଲି ଏକ ଶୋଭାଯାତ୍ରା କଂଗ୍ରେସ ଭବନ ଠାରୁ ବାହାରି ବିଜେପି ରାଜ୍ୟ ମୁଖ୍ୟାଳୟ ପର୍ଯ୍ୟନ୍ତ ଯାଇ ଏହି ଘେରାଉ କରାଯାଇଥିଲା । ଏହାର ମୁଖ୍ୟ କାରଣ ଥିଲା ସୁପ୍ରିମକୋର୍ଟ ନ୍ୟାସନାଲ ହେରାଲ୍ଡ ମାମଲାରେ ଶ୍ରୀମତୀ ସୋନିଆ ଗାନ୍ଧୀ ଓ ଶ୍ରୀ ରାହୁଳ ଗାନ୍ଧୀଙ୍କୁ ସଂପୂର୍ଣ୍ଣ ଦୋଷମୁକ୍ତ କରିଛି । ଫଳରେ କଂଗ୍ରେସ ଏହି ବିଜୟରେ କର୍ମି ଓ ନେତାମାନେ ବିଜେପି କାର୍ଯ୍ୟାଳୟ ଘେରାଉ କରିଛି।

କଂଗ୍ରେସ କହିଛି ଯେ, ବିଜେପିର ପ୍ରତିହିଂସା ପରାୟଣ ରାଜନୀତି ଦେଶ ଆଗରେ ଉଜାଗର ହୋଇଛି । ପୁଣି ସରକାର ମହାତ୍ମା ଗାନ୍ଧୀ କର୍ମନିଯୁକ୍ତି ଯୋଜନାର ନାମ ପରିବର୍ତ୍ତନ କରୁଛି । ଯାହା ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ତାଙ୍କ ଆଦର୍ଶରେ ଅନୁପ୍ରାଣିତ କୋଟି କୋଟି ଭାରତୀୟଙ୍କ ମନରେ ଆଘାତ ଦେଇଛି ।

ଏହି କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ରାମଚନ୍ଦ୍ର କାଡାମ, ଜଗନ୍ନାଥ ପଟ୍ଟନାୟକ, ଶିବାନନ୍ଦ ରାୟ, ସୁରେଶ କୁମାର ରାଉତରାୟ, ଲଲାଟେନ୍ଦୁ ମହାପାତ୍ର, ସିର୍ଦ୍ଧାଥ ସ୍ୱରୂପ ଦାଶ, ଅରବିନ୍ଦ ଦାସ, ଅମିୟ ପଟ୍ଟନାୟକ, ପ୍ରକାଶ ଜେନା, ମନୋରଞ୍ଜନ ଦାଶ, ମିନାକ୍ଷି ବାହିନୀପତି, ଚିନ୍ମୟ ପ୍ରସାଦ ବେହୁରା, ମାନସ ଆଚାର୍ଯ୍ୟ, ପ୍ରଦୀପ୍ତ ଦାସ, ମାନସ କର, ସତ୍ୟବ୍ରତ ନାୟକ, ଅଶୋକ ଦାସ, ଜୟଶ୍ରୀ ପଟ୍ଟନାୟକ, ପ୍ରଶାନ୍ତ ବିଶୋଇ, ନିରଞ୍ଜନ ଲେଙ୍କା, ଆଲୋକ ମହାନ୍ତି, ମଧୁସ୍ମିତା ଆଚାର୍ଯ୍ୟ, ଜୟଶ୍ରୀ ପାତ୍ର, ଜୟକୃଷ୍ଣ ସୁବୁଦ୍ଧି, ଜୟକୃଷ୍ଣ ମଲ୍ଲିଆ, ଦେବବ୍ରତ ଦାସ, ସୂର୍ଯ୍ୟକାନ୍ତ ଜେନା, ନିଶିକାନ୍ତ ମିଶ୍ର, ଅଶୋକ ସ୍ୱାଇଁ, ରଜନୀ ମହାନ୍ତି, ହିଂମାଶୁ ଲେଙ୍କା, ନିରଞ୍ଜନ ନାୟକ, ହରିଶଙ୍କର ରାଉତ, ମନୋଜ ନାୟକ, ମଂଟୁ ମଲ୍ଲିକ, ମିହିର ଆଚାର୍ଯ୍ୟ, ରାଜକିଶୋର ବାରିକ, ଶୁଭେନ୍ଦୁ ଦାସ, ଲିଙ୍ଗରାଜ ସାହୁ, ମନୋରଞ୍ଜନ ରାଉତରାୟ, ଆତ୍ମାରାମ ପତିଙ୍କ ସହ ହଜାର ହଜାର ସଂଖ୍ୟାରେ ଯୁବ ଓ ମହିଳା କଂଗ୍ରେସର କର୍ମକର୍ତ୍ତା ଯୋଗଦାନ କରିଥିଲେ ।

Congress କଂଗ୍ରେସ କର୍ମିଙ୍କ ବିଜେପି କାର୍ଯ୍ୟାଳୟ ଘେରାଉ କଂଗ୍ରେସ ଘେରାଉ ବିଜେପି କାର୍ଯ୍ୟାଳୟ ଘେରାଉ
Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026
Latest News

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବାଙ୍କିପୁର ସମେତ ଦୁଇ ଆସନରେ ପରାଜୟ ପରେ ଆସିଲା ବିଜେପିର ପ୍ରଥମ ପ୍ରତିକ୍ରିୟା

August 3, 2026

ପେଟ୍ରୋଲ ଓ ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ୍ ଟ୍ୟାକ୍ସ, ଘରୋଇ ଦର ଅପରିବର୍ତ୍ତିତ

August 3, 2026

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.