Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଂଗ୍ରେସ ତରଫରୁ ଭୁବନେଶ୍ବରରେ କରାଗଲା ମଶାଲ ଶୋଭାଯାତ୍ରା, ଜାଣନ୍ତୁ କାରଣ
ବିଶେଷ ଖବର

କଂଗ୍ରେସ ତରଫରୁ ଭୁବନେଶ୍ବରରେ କରାଗଲା ମଶାଲ ଶୋଭାଯାତ୍ରା, ଜାଣନ୍ତୁ କାରଣ

December 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କଂଗ୍ରେସ ତରଫରୁ ରାଜଧାନୀରେ
କଂଗ୍ରେସ ତରଫରୁ ରାଜଧାନୀରେ କାହିଁକି କରାଗଲା ମଶାଲ ଶୋଭାଯାତ୍ରା

ଭୁବନେଶ୍ବର: ନ୍ୟାସନାଲ ହେରାଲଡ଼ ମାମଲାରେ ମିଥ୍ୟା ଟଙ୍କା କାରବାର ଭାରତୀୟ ଜାତୀୟ କଂଗ୍ରେସର ସର୍ବୋଚ୍ଚ ନେତ୍ରୀ ସୋନିଆ ଗାନ୍ଧି ଓ ସର୍ବମାନ୍ୟ ନେତା ରାହୁଲ ଗାନ୍ଧୀଙ୍କୁ ଫସାଇ ସରକାର ଇଡି ବିଭାଗକୁ ହାତବାରିସୀ କରି ଯେଭଳି ହଇରାଣ କଲା ତାହା ଭାରତ ରାଜନୀତିରେ ଏକ ବିରଳ ଘଟଣା । ବିଜେପି ସରକାରଙ୍କ ପ୍ରତିହିଂସା ପରାୟଣ ରାଜନୀତି ବିରୁଦ୍ଧରେ ରାଜ୍ୟ ସାରା ପ୍ରତି ଜିଲ୍ଲାରେ ମଶାଲ ପ୍ରତିବାଦ ଯାତ୍ରା ଅନୁଷ୍ଠିତ ହେଊଛି ।

ଏହି ପରିପେକ୍ଷୀରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ପ୍ରକାଶ ଜେନାଙ୍କ ନେତୃତ୍ୱ ଓ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ଉପସ୍ଥିତିରେ କଂଗ୍ରେସ ଭବନଠାରୁ ଏକ ମଶାଲ ପ୍ରତିବାଦ ଯାତ୍ରା ବାହାରି ବିଜେପି ଅଫିସ ସମ୍ମୁଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ଶାହାଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା।

ଏହି ମଶାଲ ଯାତ୍ରାରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ସୁରେଶ ରାଉତରାୟ, ଶିବାନନ୍ଦ ରାୟ, ନବଜ୍ୟୋତି ପଟ୍ଟନାୟକ, ମନୋରଞ୍ଜନ ଦାଶ, ବିଶ୍ୱଜିତ ଦାଶ, ଶୁଭେନ୍ଦୁ ମହାନ୍ତି, ରଞ୍ଜିତ ପାତ୍ର, ମାନସ ଆଚାର୍ଯ୍ୟ, ଜାନକୀ ବଲ୍ଲଭ ପଟ୍ଟନାୟକ, ଆଲୋକ ମହାନ୍ତି, ପ୍ରକାଶ ମିଶ୍ର, ଅମୀୟ ପଟ୍ଟନାୟକ, ଅଶୋକ ଦାସ, ମନୋରଞ୍ଜନ ଜେନା, ସୂର୍ଯ୍ୟକାନ୍ତ ଜେନା, ଜୟକୃଷ୍ଣ ମଲ୍ଲିଆ, ଜୟକୃଷ୍ଣ ସୁବୁଦ୍ଧି, ବ୍ରହ୍ମାନନ୍ଦ ସାହୁ, ରାଜକିଶୋର ବାରିକ, ତରୁଣ ମିଶ୍ର, ପ୍ରଭାତ ପ୍ରତାପ ସିଂ, ସତ୍ୟବ୍ରତ ନାୟକ, କୈଳାସ ସାହୁ, ଲୁଲୁ ଅହମ୍ମଦ, ଖଗେଶ୍ୱର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।

କଂଗ୍ରେସ ମଶାଲ ଶୋଭାଯାତ୍ରା ନ୍ୟାସନାଲ ହେରାଲଡ ପ୍ରଦେଶ କଂଗ୍ରେସ ମଶାଲ ଶୋଭାଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରାକ୍ଟର ଓଲଟି ଶ୍ରମିକଙ୍କ ମୃତ୍ୟୁ

January 31, 2026

କଂଗ୍ରେସ, ବାମପନ୍ଥୀ, ନା ବିଜେପି?: କେରଳରେ ଲୋକସଭା ନିର୍ବାଚନ ପୂର୍ବରୁ ଆସିଲା ଆଶ୍ଚର୍ଯ୍ୟଜନକ ସର୍ଭେ

January 31, 2026

ସମ୍ ନର୍ସିଂ କଲେଜ ପକ୍ଷରୁ ବିଏସ୍‌ସି ନର୍ସିଂ ଏବଂ ଜିଏନ୍‌ଏମ୍‌ର ନୂତନ ଛାତ୍ରଛାତ୍ରୀଙ୍କ ଶପଥ ପାଠ

January 31, 2026

ବଦଳିବ ସହରାଞ୍ଚଳ ପାର୍କର ରୂପରେଖ: ସମୀକ୍ଷା କଲେ ମନ୍ତ୍ରୀ

January 31, 2026
Latest News

ଆଜି ନ୍ୟୁଜିଲାଣ୍ଡ ବିପକ୍ଷରେ ୫ମ ଟି-୨୦: ରୋହିତ ଶର୍ମାଙ୍କ ଏହି ବଡ ରେକର୍ଡ ଭାଙ୍ଗିବେ ସୂର୍ଯ୍ୟକୁମାର ଯାଦବ!

January 31, 2026

ଟ୍ରାକ୍ଟର ଓଲଟି ଶ୍ରମିକଙ୍କ ମୃତ୍ୟୁ

January 31, 2026

କଂଗ୍ରେସ, ବାମପନ୍ଥୀ, ନା ବିଜେପି?: କେରଳରେ ଲୋକସଭା ନିର୍ବାଚନ ପୂର୍ବରୁ ଆସିଲା ଆଶ୍ଚର୍ଯ୍ୟଜନକ ସର୍ଭେ

January 31, 2026

ସମ୍ ନର୍ସିଂ କଲେଜ ପକ୍ଷରୁ ବିଏସ୍‌ସି ନର୍ସିଂ ଏବଂ ଜିଏନ୍‌ଏମ୍‌ର ନୂତନ ଛାତ୍ରଛାତ୍ରୀଙ୍କ ଶପଥ ପାଠ

January 31, 2026

ରାଜସ୍ଥାନରୁ ISI ଏଜେଣ୍ଟ ଗିରଫ: ପାକିସ୍ତାନକୁ ପଠାଉଥିଲେ ସାମରିକ ସୂଚନା 

January 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.