Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଂଗ୍ରେସ ତରଫରୁ ଭୁବନେଶ୍ବରରେ କରାଗଲା ମଶାଲ ଶୋଭାଯାତ୍ରା, ଜାଣନ୍ତୁ କାରଣ
ବିଶେଷ ଖବର

କଂଗ୍ରେସ ତରଫରୁ ଭୁବନେଶ୍ବରରେ କରାଗଲା ମଶାଲ ଶୋଭାଯାତ୍ରା, ଜାଣନ୍ତୁ କାରଣ

December 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କଂଗ୍ରେସ ତରଫରୁ ରାଜଧାନୀରେ
କଂଗ୍ରେସ ତରଫରୁ ରାଜଧାନୀରେ କାହିଁକି କରାଗଲା ମଶାଲ ଶୋଭାଯାତ୍ରା

ଭୁବନେଶ୍ବର: ନ୍ୟାସନାଲ ହେରାଲଡ଼ ମାମଲାରେ ମିଥ୍ୟା ଟଙ୍କା କାରବାର ଭାରତୀୟ ଜାତୀୟ କଂଗ୍ରେସର ସର୍ବୋଚ୍ଚ ନେତ୍ରୀ ସୋନିଆ ଗାନ୍ଧି ଓ ସର୍ବମାନ୍ୟ ନେତା ରାହୁଲ ଗାନ୍ଧୀଙ୍କୁ ଫସାଇ ସରକାର ଇଡି ବିଭାଗକୁ ହାତବାରିସୀ କରି ଯେଭଳି ହଇରାଣ କଲା ତାହା ଭାରତ ରାଜନୀତିରେ ଏକ ବିରଳ ଘଟଣା । ବିଜେପି ସରକାରଙ୍କ ପ୍ରତିହିଂସା ପରାୟଣ ରାଜନୀତି ବିରୁଦ୍ଧରେ ରାଜ୍ୟ ସାରା ପ୍ରତି ଜିଲ୍ଲାରେ ମଶାଲ ପ୍ରତିବାଦ ଯାତ୍ରା ଅନୁଷ୍ଠିତ ହେଊଛି ।

ଏହି ପରିପେକ୍ଷୀରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ପ୍ରକାଶ ଜେନାଙ୍କ ନେତୃତ୍ୱ ଓ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ଉପସ୍ଥିତିରେ କଂଗ୍ରେସ ଭବନଠାରୁ ଏକ ମଶାଲ ପ୍ରତିବାଦ ଯାତ୍ରା ବାହାରି ବିଜେପି ଅଫିସ ସମ୍ମୁଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ଶାହାଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା।

ଏହି ମଶାଲ ଯାତ୍ରାରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ସୁରେଶ ରାଉତରାୟ, ଶିବାନନ୍ଦ ରାୟ, ନବଜ୍ୟୋତି ପଟ୍ଟନାୟକ, ମନୋରଞ୍ଜନ ଦାଶ, ବିଶ୍ୱଜିତ ଦାଶ, ଶୁଭେନ୍ଦୁ ମହାନ୍ତି, ରଞ୍ଜିତ ପାତ୍ର, ମାନସ ଆଚାର୍ଯ୍ୟ, ଜାନକୀ ବଲ୍ଲଭ ପଟ୍ଟନାୟକ, ଆଲୋକ ମହାନ୍ତି, ପ୍ରକାଶ ମିଶ୍ର, ଅମୀୟ ପଟ୍ଟନାୟକ, ଅଶୋକ ଦାସ, ମନୋରଞ୍ଜନ ଜେନା, ସୂର୍ଯ୍ୟକାନ୍ତ ଜେନା, ଜୟକୃଷ୍ଣ ମଲ୍ଲିଆ, ଜୟକୃଷ୍ଣ ସୁବୁଦ୍ଧି, ବ୍ରହ୍ମାନନ୍ଦ ସାହୁ, ରାଜକିଶୋର ବାରିକ, ତରୁଣ ମିଶ୍ର, ପ୍ରଭାତ ପ୍ରତାପ ସିଂ, ସତ୍ୟବ୍ରତ ନାୟକ, କୈଳାସ ସାହୁ, ଲୁଲୁ ଅହମ୍ମଦ, ଖଗେଶ୍ୱର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।

କଂଗ୍ରେସ ମଶାଲ ଶୋଭାଯାତ୍ରା ନ୍ୟାସନାଲ ହେରାଲଡ ପ୍ରଦେଶ କଂଗ୍ରେସ ମଶାଲ ଶୋଭାଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ଦୀର୍ଘକାଳୀନ ଇନ୍ଧନ ରଣନୀତି: ସାମ୍ପ୍ରତିକ ସଂକଟ ମୁକାବିଲାରେ ହୋଇଛି ସହାୟକ

March 13, 2026

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ସଂସଦରେ ECE ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ନୋଟିସ: ଜାଣନ୍ତୁ ଏବେ କ’ଣ ହେବ?

March 13, 2026
Latest News

ଭାରତର ଦୀର୍ଘକାଳୀନ ଇନ୍ଧନ ରଣନୀତି: ସାମ୍ପ୍ରତିକ ସଂକଟ ମୁକାବିଲାରେ ହୋଇଛି ସହାୟକ

March 13, 2026

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ସଂସଦରେ ECE ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ନୋଟିସ: ଜାଣନ୍ତୁ ଏବେ କ’ଣ ହେବ?

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.