Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»Breaking News: ନୂଆ ବର୍ଷରେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ନେବେ ଅନୁ ଗର୍ଗ
ବିଶେଷ ଖବର

Breaking News: ନୂଆ ବର୍ଷରେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ନେବେ ଅନୁ ଗର୍ଗ

December 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅନୁ ଗର୍ଗ
Breaking News: ନୂଆ ବର୍ଷରେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ନେବେ ଅନୁ ଗର୍ଗ

ଭୁବନେଶ୍ଵର: ନୂଆ ବର୍ଷ ପୂର୍ବରୁ ଓଡିଶାବାସୀଙ୍କ ପାଇଁ ଏକ ବଡ ଖବର ଆସିଛି। ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଅନୁ ଗର୍ଗ ଦାୟିତ୍ଵ ସମ୍ଭାଳିବେ। ସେ ଓଡିଶା ଇତିହାସର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେବେ। ବର୍ତ୍ତମାନର ମୂଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟ କାଳ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ରହିଛି। ତେଣୁ ନୂଆ ବର୍ଷରେ ଓଡିଶାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଅନୁ ଗର୍ଗ ଦାୟିତ୍ଵ ନେବେ।

ଅନୁ ଗର୍ଗ ୧୯୯୧ ବ୍ୟାଚର ଓଡ଼ିଶା କ୍ୟାଡରର ଆଇଏଏସ୍। ସେ ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ୧୯୬୯ ମାର୍ଚ୍ଚ ୧ରେ ଜନ୍ମ ଗ୍ରହଣ କରିଥିଲେ। ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରୁ ସମାଜ ଶାସ୍ତ୍ରରେ ଏମ୍.ଏ ଏବଂ ଜନ୍ସ ହପକିନ୍ସ ବ୍ଲୁମବର୍ଗ ସ୍କୁଲ ଅଫ୍ ପବ୍ଲିକ୍ ହେଲଥରୁ ମାଷ୍ଟର ଅଫ୍ ପବ୍ଲିକ୍ ରୁ ଶିକ୍ଷା ଲାଭ କରିଛନ୍ତି। 

ଅନୁ ଗର୍ଗ ଏବେ ଉନ୍ନୟନ କମିଶନର ଥିବା ବେଳେ ତାଙ୍କ ଅଧିନରେ ଜଳ ସମ୍ପଦ, ଯୋଜନା ଓ ସମନ୍ଵୟ ଭଳି ଗୁରୁତ୍ଵ ପୂର୍ଣ୍ଣ ବିଭାଗ ରହିଛି।

Anu GArg Breaking News ମୁଖ୍ୟ ଶାସନ ସଚିବ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026

କେନ୍ଦ୍ର ବଜେଟ 2026-27: ପୂର୍ବ ବର୍ଷ ତୁଳନାରେ ଓଡ଼ିଶା ପାଇଁ ଅନୁଦାନ ବଢିଛି ନା କମିଛି?, ଜାଣନ୍ତୁ

February 2, 2026
Latest News

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.