Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାରରେ ସମ୍ମାନିତ ହେଲେ ଓଡ଼ିଶାର ଜ୍ୟୋତ୍ସ୍ନା ଶବର
ବିଶେଷ ଖବର

ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାରରେ ସମ୍ମାନିତ ହେଲେ ଓଡ଼ିଶାର ଜ୍ୟୋତ୍ସ୍ନା ଶବର

December 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାରରେ ସମ୍ମାନିତ ହେଲେ ଓଡ଼ିଶାର ଜ୍ୟୋତ୍ସ୍ନା ଶବର
ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାରରେ ସମ୍ମାନିତ ହେଲେ ଓଡ଼ିଶାର ଜ୍ୟୋତ୍ସ୍ନା ଶବର

ନୂଆଦିଲ୍ଲୀ: ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ପିଲାମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପ୍ରଦାନ କରିଛନ୍ତି। ଓଡ଼ିଶାର କିଶୋରୀ ଜନଜାତୀୟ କ୍ରୀଡ଼ାବିତ୍‌ ଜ୍ୟୋତ୍ସ୍ନା ଶବର ଏହି ପୁରସ୍କାର ପାଇ ରାଜ୍ୟର ଗୌରବ ବଢ଼ାଇଛନ୍ତି। ଜ୍ୟୋତ୍ସ୍ନା ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ଅନେକ ସଫଳତା ହାସଲ କରିଛନ୍ତି।

ଦୋହାରେ ଆୟୋଜିତ ଏସୀୟ ଯୁବ ଭାରୋତ୍ତୋଳନ ଚାମ୍ପିଅନସିପରେ ୧୬ ବର୍ଷୀୟ ଜନଜାତୀୟ ଭାରୋତ୍ତୋଳନ ପ୍ରତିଯୋଗୀ ଜ୍ୟୋତ୍ସ୍ନା ଶବର ୪୦ କିଲୋଗ୍ରାମ ଓଜନ ବର୍ଗରେ ମୋଟ୍‌ ୧୩୫ କିଲୋଗ୍ରାମ (ସ୍ନାଚ୍‌ ୬୦ କିଲୋଗ୍ରାମ+ କ୍ଲିନ୍‌ ଆଣ୍ଡ ଜର୍କ ୭୫ କିଲୋଗ୍ରାମ) ଭାରୋତ୍ତୋଳନ କରି ଯୁବ ଏସୀୟ ରେକର୍ଡ କରିଥିଲେ। ସେ ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ, ଅନ୍ତର୍ଜାତୀୟ ଭାରୋତ୍ତୋଳନ ମହାସଂଘ (ଆଇଡବ୍ଲୁଏଫ) ବିଶ୍ୱ ଯୁବ ଏବଂ କନିଷ୍ଠ ଚାମ୍ପିଅନସିପରେ ରୌପ୍ୟ ଏବଂ କାଂସ୍ୟ ପଦକ ସମେତ ଅନେକ ସଫଳତା ମଧ୍ୟ ପାଇଛନ୍ତି। ତାଙ୍କର ଉପଲବ୍ଧି ତାଙ୍କୁ ଯୁବ ଭାରୋତ୍ତୋଳନ କ୍ଷେତ୍ରରେ ଭାରତର ଉଦୀୟମାନ ତାରକା ମଧ୍ୟରୁ ଅନ୍ୟତମ କରିପାରିଛି।

କ୍ରୀଡ଼ା କ୍ଷେତ୍ରରେ ତାଙ୍କର ଉତ୍କର୍ଷତା ଲାଗି ଜ୍ୟୋତ୍ସ୍ନା ଶବରଙ୍କୁ ମର୍ଯ୍ୟାଦାଜନକ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାରରେ ସମ୍ମାନିତ କରାଯାଇଛି।

ଓଡିଶା ଜ୍ୟୋତ୍ସ୍ନା ଶବର ଦ୍ରୌପଦୀ ମୁର୍ମୁ ଭାରୋତ୍ତୋଳନ ରାଷ୍ଟ୍ରୀୟ ବାଲ ପୁରସ୍କାର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026
Latest News

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.