Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବାହାର ରାଜ୍ୟର ଧାନ ଗାଡି ଉପରେ ନଜର ରଖିବା ପାଇଁ ବିଭିନ୍ନ ଜିଲ୍ଲାରେ ଏନଫୋର୍ସମେଣ୍ଟ ଟିମ ନିଯୁକ୍ତ
ବିଶେଷ ଖବର

ବାହାର ରାଜ୍ୟର ଧାନ ଗାଡି ଉପରେ ନଜର ରଖିବା ପାଇଁ ବିଭିନ୍ନ ଜିଲ୍ଲାରେ ଏନଫୋର୍ସମେଣ୍ଟ ଟିମ ନିଯୁକ୍ତ

December 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Paddy Procurement
Odisha Government Tightens Monitoring to Ensure Transparent Paddy Procurement from Farmers

ଭୁବନେଶ୍ଵର: ରାଜ୍ୟରେ କୃଷକ ମାନଙ୍କ ଠାରୁ ଧାନ କିଣା ପ୍ରକ୍ରିୟାରେ ସ୍ୱଚ୍ଛତା ଆଣିବାକୁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଯୋଗ୍ୟ ଚାଷୀ ସେମାନଙ୍କ ଧାନକୁ ସରକାରୀ ସ୍ତରରେ ବିକ୍ରୟ କରିପାରିବେ ଏଥିନିମନ୍ତେ ବ୍ୟାପକ ସଚେତନତା ସୃଷ୍ଟି କରାଯାଉଛି। ବାହାର ରାଜ୍ୟରୁ ଯେଭଳି ଧାନ ଆସି ରାଜ୍ୟରେ ବିକ୍ରୟ ନହୁଏ ଏହା ଉପରେ ତୀକ୍ଷ୍ଣ ନଜର ରଖାଇଯାଇଛି। ବିଶେଷକରି ରାଜ୍ୟର ସୀମାନ୍ତ ଅଞ୍ଚଳରେ ଏହି ବ୍ୟବସ୍ଥାକୁ କଡାକଡି କରାଯାଇଛି।

ଏହି ଉଦ୍ଦେଶ୍ୟରେ ନୂଆପଡା, ବରଗଡ଼, ଝାରସୁଗୁଡା ଓ ସୁନ୍ଦରଗଡ ଭଳି ଅନ୍ୟାନ୍ୟ ସୀମାନ୍ତ ଜିଲ୍ଲା ଗୁଡିକରେ ଜିଲ୍ଲାରେ ସ୍କ୍ୱାଡ଼ ସମେତ ବିଭିନ୍ନ ଜିଲ୍ଲାରେ ଏନଫୋର୍ସମେଣ୍ଟ ଟିମକୁ ନିଯୁକ୍ତ କରାଯାଇଛି । ବିଶେଷ କରି ନୂଆପଡା ଜିଲ୍ଲାରେ କ୍ୟାମେରା ଖଞ୍ଜିତ ଏନଫୋର୍ସମେଣ୍ଟ ଗାଡି ଗୁଡିକ ଖଡିଆଳ ରୋଡ଼ ଏବଂ ସିନାପାଲି ଠାରେ ମୁତୟନ ରହି ବାହାର ରାଜ୍ୟ ଧାନ ଗାଡି ଗୁଡିକ ଉପରେ ତୀକ୍ଷଣ ନଜର ରଖିଛନ୍ତି। ପଡୋଶୀ ଛତିଶଗଡରୁ ଓଡିଶା କିମ୍ବା ଆମ ରାଜ୍ୟରୁ ଛତିଶଗଡକୁ ଧାନ ନେଇ ଯାଉଥିବା ଗାଡି ଉପରେ ନଜର ରଖାଯାଉଛି। ସେହିଭଳି ସମ୍ପୃକ୍ତ ଥାନା ଆଇଆଇସି ମାନେ ମଧ୍ୟ ଟିମ ମୁତୟନ କରି ୨୪ ଘଣ୍ଟିଆ ନଜର ରଖୁଛନ୍ତି। କୌଣସି ଅନିୟମିତତାର ଅଭିଯୋଗ ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ସେହି ଗାଡିକୁ ଜବତ କରିବାକୁ ସେମାନଙ୍କୁ କ୍ଷମତା ପ୍ରଦାନ କରାଯାଇଛି। ସମ୍ପୃକ୍ତ ଜିଲ୍ଲାର ଯୋଗାଣ ଅଧିକାରୀ ମାନେ ଏଥି ପାଇଁ ବିହିତ ପଦକ୍ଷେପ ଗ୍ରହଣ କରିବେ। ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳ ମାନେ ମଧ୍ୟ ଏହି ବ୍ୟବସ୍ଥାର ସମୀକ୍ଷା କରୁଛନ୍ତି।

ଟୋକନ ପ୍ରାପ୍ତ ଚାଷୀମାନେ ମଣ୍ଡିକୁ ଆସି ସେମାନଙ୍କ ଧାନ ବିକ୍ରୟ କରି ଉତ୍ତମ ଅନୁଭୂତି ନେଇ ଫେରିବେ ଏଥିପ୍ରତି ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଇଛି। ବିଭିନ୍ନ ମଣ୍ଡିରେ ଆନୁସଙ୍ଗିକ ବ୍ୟବସ୍ଥା କରିଵା ପାଇଁ ପୂର୍ବରୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ଏନଫୋର୍ସମେଣ୍ଟ ଟିମ ନିଯୁକ୍ତ ଧାନ କିଣା ପ୍ରକ୍ରିୟା ସ୍ୱଚ୍ଛତା ଆଣିବା
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

April 1, 2026

ରାଧାକୃଷ୍ଣ ମଠ ପରିସରରେ ବ୍ରହ୍ମଚାରୀଙ୍କ ଆତ୍ମହତ୍ୟା

April 1, 2026

ପଥର ବୋଝେଇ ଟ୍ରାକ୍ଟର ଧକ୍କାରେ ଦୁଇ ଯୁବକଙ୍କ ପ୍ରାଣହାନୀ

April 1, 2026

କଟକରେ ୯୧ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

April 1, 2026
Latest News

ଭିଡ଼ିଓ ବାର୍ତ୍ତା ଜରିଆରେ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

April 1, 2026

ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

April 1, 2026

ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

April 1, 2026

ପୁଣି ବଢିଲା ଏଲପିଜି ମୂଲ୍ୟ: ଜାଣନ୍ତୁ କେତେ?

April 1, 2026

ରାସାୟନିକ ପଦାର୍ଥରେ ତିଆରି ଆଇସକ୍ରିମ ଏବଂ ଲସି କାରଖାନା ଠାବ: ମାଲିକ ଗିରଫ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.