Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପିସିସି ପକ୍ଷରୁ ୧୪୦ ତମ କଂଗ୍ରେସ ପ୍ରତିଷ୍ଠା ଦିବସ ପାଳିତ, ସଭାପତି ଭକ୍ତ ଦାସ କହିଲେ
ବିଶେଷ ଖବର

ପିସିସି ପକ୍ଷରୁ ୧୪୦ ତମ କଂଗ୍ରେସ ପ୍ରତିଷ୍ଠା ଦିବସ ପାଳିତ, ସଭାପତି ଭକ୍ତ ଦାସ କହିଲେ

December 28, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପିସିସି ପକ୍ଷରୁ ୧୪୦ ତମ କଂଗ୍ରେସ ପ୍ରତିଷ୍ଠା ଦିବସ
ପିସିସି ପକ୍ଷରୁ ୧୪୦ ତମ କଂଗ୍ରେସ ପ୍ରତିଷ୍ଠା ଦିବସ ପାଳିତ, ସଭାପତି ଭକ୍ତ ଦାସ କହିଲେ

ଭୁବନେଶ୍ୱର: ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୧୪୦ ତମ କଂଗ୍ରେସ ପ୍ରତିଷ୍ଠା ଦିବସ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଦଳୀୟ ପତାକା ଉତ୍ତୋଳନ କରି ଉପସ୍ଥିତ କଂଗ୍ରେସ ନେତୃବୃନ୍ଦ ଓ କର୍ମୀମାନଙ୍କୁ ଉଦ୍‌ବୋଧନ ଦେଇ କହିଲେ ଯେ, ଭାରତୀୟ ଜାତୀୟ କଂଗ୍ରେସ ପ୍ରତିଷ୍ଠା ଓ ଦେଶକୁ ସ୍ୱାଧୀନ କରିବାରେ ଆମ ପୂର୍ବସୂରୀମାନଙ୍କ ଅସୀମ ତ୍ୟାଗ ଓ ସେବା ପାଇଁ ଆମେ ଆଜି ଗର୍ବ କରୁଛୁ ।

ବହୁ ପୂର୍ବତନ ପ୍ରଧାନମନ୍ତ୍ରୀମାନେ ମହାତ୍ମା ଗାନ୍ଧୀଙ୍କ ଆଦର୍ଶ ଓ ନାମକୁ ଟେକ ରଖିଥିବାବେଳେ ବର୍ତ୍ତମାନ ସମ୍ବିଧାନ ପ୍ରତି ବିପଦ ସୃଷ୍ଟି ହୋଇଛି ଓ ମହାତ୍ମା ଗାନ୍ଧୀଙ୍କ ନାମକୁ ପ୍ରତ୍ୟେକ ସ୍ଥାନରୁ ହଟେଇବା ପାଇଁ ଚକ୍ରାନ୍ତ ଚାଲିଛି । କିନ୍ତୁ କଂଗ୍ରେସ ଦଳ ଏହାକୁ କଦାପି ବରଦାସ୍ତ କରିପାରିବ ନାହିଁ ଓ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସ ଦେଶବାସୀଙ୍କ ପାଇଁ ତା’ର କାର୍ଯ୍ୟ ଜାରି ରଖିବ ବୋଲି ଶ୍ରୀ ଦାସ କହିଥିଲେ । ଏହି ଅବସରରେ ସମସ୍ତ କଂଗ୍ରେସ ନେତୃବୃନ୍ଦ ଓ କର୍ମୀ ଏକଜୁଟ ହୋଇ ଦଳକୁ ସଶକ୍ତ କରିବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ ।

ଏହି କାର୍ଯ୍ୟକ୍ରମକୁ ପ୍ରଦେଶ କଂଗ୍ରେସ ସେବାଦଳ ଅଧ୍ୟକ୍ଷ ଶ୍ରୀ ଶୁଭେନ୍ଦୁ ମହାନ୍ତି, ଜ୍ୟୋତିଷ କୁମାର ସାହୁ, ଏମ୍‌.ଡି. ସାହାଦୁଲ୍ଲା ପରିଚାଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ବିଧାୟକ ନେତା ରାମଚନ୍ଦ୍ର କାଡାମ୍‌, କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ଡ. ରାମଚନ୍ଦ୍ର ଖୁଣ୍ଟିଆ, ଶ୍ରୀକାନ୍ତ ଜେନା, ପଞ୍ଚାନନ କାନୁନ୍‌ଗୋ, ଜଗନ୍ନାଥ ପଟ୍ଟନାୟକ, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ସମୀର କୁମାର ରାଉତରାୟ, ସଶ୍ମିତା ବେହେରା, ପ୍ରକାଶ ଜେନା,ମିନାକ୍ଷୀ ବାହିନିପତି, ଲଲାଟେନ୍ଦୁ ମହାପାତ୍ର, ମନୋରଞ୍ଜନ ଦାସ, ସିଦ୍ଧାର୍ଥସ୍ୱରୂପ ଦାସ, ମାନସ ଆଚାର୍ଯ୍ୟ, ଅମୀୟ କୁମାର ପଟ୍ଟନାୟକ, ଚିନ୍ମୟ ସୁନ୍ଦର ଦାସ, ଅଭୟ ସାହୁ, ରାଜକିଶୋର ବାରିକ, ମାନସ ମଲ୍ଲିକ ଯୋଗଦେଇଥିଲେ।

ସେହିପରି ବାଙ୍କନିଧି ବେହେରା, ଜିଆ-ଉଲ୍‌-ହକ୍‌, କୃଷ୍ଣଚନ୍ଦ୍ର ସଗରିଆ, ବିରେନ ମୋହନ ପଟ୍ଟନାୟକ, ରଞ୍ଜିତ ପାତ୍ର, ପ୍ରକାଶ ମିଶ୍ର, ଲିଙ୍ଗରାଜ ସାହୁ, ମନୋରଞ୍ଜନ ରାଉତରାୟ, ତରୁଣ ମିଶ୍ର, ହଳଧର ସେଠୀ, ମିଲନ ପଟ୍ଟନାୟକ, ଅନିମା ମିଞ୍ଜ, ସଶ୍ମିତା ପଣ୍ଡା, ବିଶ୍ୱକଲ୍ୟାଣୀ କର, ଶ୍ରୀୟାସ୍ମିତା ପଣ୍ଡା, ରାଜୀବ ପଟ୍ଟନାୟକ, ଦେବାଶିଷ ମହାପାତ୍ର, ଦେଓ ପ୍ରସାଦ, ରୂପକ ତୁରୁକ, ବିଶ୍ୱରଞ୍ଜନ ଜେଠୀ, ସୁଧାଂସୁ ମହାନ୍ତି, ଆଲୋକ ନନ୍ଦ, ସନ୍ତୋଷ ଜେନା, ନଳୀନି ନାୟକ, ଶଶିଭୁଷଣ ପଣ୍ଡା, ପୃଥିବୀବଲ୍ଲଭ ପଟ୍ଟନାୟକ, ଲିପୁ ରାଉତ, ମିହିର ଆଚାର୍ଯ୍ୟ, ପ୍ରଶାନ୍ତ ଚମ୍ପତି, ଜୟନ୍ତ ଭୋଇ, ପ୍ରଭାସ କର ମହାପାତ୍ର, ଉମେଶ ସ୍ୱାଇଁ, ଆଲୋକ ମହାନ୍ତି, ହିମାଂସୁ ଲେଙ୍କା, ସଜୟ କୁମାର ମଣ୍ଡଳ, ତାପସ ସେଠୀ, ମୋହନ ଜେନା, ନଳିନି ବେହେରା, ମୋଟରାଜ ଡୁଙ୍ଗ୍‌ଡୁଙ୍ଗ୍‌, ପ୍ରହଲ୍ଲାଦ ପୁର୍ତି,ଆଶିଷ ମଲ୍ଲିକ, ଶିବ ପ୍ରସାଦ ଦାସ ଓ ସିତିକଣ୍ଠ ମହାନ୍ତି ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।

Congress କଂଗ୍ରେସ ପ୍ରତିଷ୍ଠା ଦିବସ ଜାତୀୟ କଂଗ୍ରେସ ପ୍ରତିଷ୍ଠା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ଶିକ୍ଷା ବର୍ଷରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ପୁସ୍ତକ, ଶିଶୁ ମନ୍ଦିର ଉତ୍ସବରେ କହିଲେ ମୁଖ୍ୟମନ୍ତ୍ରୀ

December 28, 2025

ମା ଭଗବତୀ ବିକାଶ ପରିଷଦ ର ଷୋଡଶତମ ବାର୍ଷିକ ଉତ୍ସବ, ଯୋଗ ଦେଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ 

December 28, 2025

ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ସିରିଗିଡାର ସୁବର୍ଣ୍ଣ ଜୟନ୍ତୀ ସମାରୋହ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

December 28, 2025

Maan Ki Baat 129: ଚଳିତ ବର୍ଷର ସଫଳତାର ହିସାବ ଦେଲେ ପ୍ରଧାନମନ୍ତ୍ରୀ ମୋଦି

December 28, 2025
Latest News

ପିସିସି ପକ୍ଷରୁ ୧୪୦ ତମ କଂଗ୍ରେସ ପ୍ରତିଷ୍ଠା ଦିବସ ପାଳିତ, ସଭାପତି ଭକ୍ତ ଦାସ କହିଲେ

December 28, 2025

ଆସନ୍ତା ଶିକ୍ଷା ବର୍ଷରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ପୁସ୍ତକ, ଶିଶୁ ମନ୍ଦିର ଉତ୍ସବରେ କହିଲେ ମୁଖ୍ୟମନ୍ତ୍ରୀ

December 28, 2025

ମା ଭଗବତୀ ବିକାଶ ପରିଷଦ ର ଷୋଡଶତମ ବାର୍ଷିକ ଉତ୍ସବ, ଯୋଗ ଦେଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ 

December 28, 2025

ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ସିରିଗିଡାର ସୁବର୍ଣ୍ଣ ଜୟନ୍ତୀ ସମାରୋହ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

December 28, 2025

India’s Electronic Export: ଇଲେକ୍ଟ୍ରୋନିକ୍ସ ରପ୍ତାନୀରେ ଭାରତର ବଡ ସଫଳତା, ବିଶ୍ବରେ ତୃତୀୟ ସ୍ଥାନ

December 28, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.