Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବଣଭୋଜି ଋତୁରେ ହେଉଥିବା ଦୁର୍ଘଟଣାକୁ ହ୍ରାସ କରିବା ପାଇଁ ମାର୍ଗଦର୍ଶିକା ଜାରି
ବିଶେଷ ଖବର

ବଣଭୋଜି ଋତୁରେ ହେଉଥିବା ଦୁର୍ଘଟଣାକୁ ହ୍ରାସ କରିବା ପାଇଁ ମାର୍ଗଦର୍ଶିକା ଜାରି

December 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶାରେ ସଚିବ ସ୍ତରରେ ବଡ଼ ଅଦଳବଦଳ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଅତିରିକ୍ତ ଦାୟିତ୍ଵ
ଓଡ଼ିଶାରେ ସଚିବ ସ୍ତରରେ ବଡ଼ ଅଦଳବଦଳ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଅତିରିକ୍ତ ଦାୟିତ୍ଵ

ଭୁବନେଶ୍ଵର: ବଣଭୋଜି ଋତୁରେ ହେଉଥିବା ଦୁର୍ଘଟଣାକୁ ହ୍ରାସ କରିବା ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ମାର୍ଗଦର୍ଶିକାର କଠୋର ଅନୁପାଳନ କରିବା ଲାଗି ସମସ୍ତ RTO ଓ ARTO ଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମଦପିଇ ଦ୍ରୁତଗତିରେ ଗାଡ଼ି ଚଳାଇବା ଯୋଗୁଁ ବଣଭୋଜି କରୁଥିବା ସ୍ଥାନରେ ଅନେକ ସମୟରେ ଦୁର୍ଘଟଣା ଘଟୁଥିବାରୁ, ପର୍ଯ୍ୟଟକ ଗାଡ଼ି ଡ୍ରାଇଭରଙ୍କ ବ୍ରେଥ୍ ଆନାଲାଇଜର ଟେଷ୍ଟ କରାଯିବ।

ଜିଲ୍ଲାପାଳଙ୍କ ତତ୍ତ୍ୱାବଧାନରେ ଏ ସମସ୍ତ କାର୍ଯ୍ୟ ହେବ ଏବଂ ସେଥିରେ ASP, ARTO, CDMO ମାନେ ସାମିଲ ରହିବେ। ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ କଲେ ମୋଟର ଯାନ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପ୍ରମୁଖ ବଣଭୋଜି ସ୍ଥଳକୁ ଚିହ୍ନଟ କରାଯାଇ ସେଠାରେ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଦଳ ମୁତୟନ କରାଯିବା ସହ ପ୍ରବେଶ ଓ ପ୍ରସ୍ଥାନ ପଥରେ ମଧ୍ୟ ଯାଞ୍ଚ କରାଯିବ।

odisha govt picnic season safety guidelines ବାଣିଜ୍ୟ ଓ ପରିବହନ ବିଭାଗ ମାର୍ଗଦର୍ଶିକା ଜାରି
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026
Latest News

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.