Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଇଏଏସ ସ୍ତରରେ ଅଦଳବଦଳ, ଦେଓରଂଜନ ସିଂ ହେଲେ ଉନ୍ନୟନ କମିଶନର, ହେମନ୍ତ ଶର୍ମାଙ୍କୁ ଅତିରିକ୍ତ ଦାୟିତ୍ବ
ବିଶେଷ ଖବର

ଆଇଏଏସ ସ୍ତରରେ ଅଦଳବଦଳ, ଦେଓରଂଜନ ସିଂ ହେଲେ ଉନ୍ନୟନ କମିଶନର, ହେମନ୍ତ ଶର୍ମାଙ୍କୁ ଅତିରିକ୍ତ ଦାୟିତ୍ବ

January 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଇଏଏସ ସ୍ତରରେ ଅଦଳବଦଳ
ଆଇଏଏସ ସ୍ତରରେ ଅଦଳବଦଳ, ଦେଓରଂଜନ ସିଂ ହେଲେ ଉନ୍ନୟନ କମିଶନର, ହେମନ୍ତ ଶର୍ମାଙ୍କୁ ଅତିରିକ୍ତ ଦାୟିତ୍ବ

ଭୁବନେଶ୍ବର: ନୂଆ ବର୍ଷରେ ରାଜ୍ୟ ସରକାର ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ କରିଛନ୍ତି। ଅନୁ ଗର୍ଗ ଆଜି ମୁଖ୍ୟ ଶାସନ ସଚିବ ଭାବେ ଯୋଗ ଦେବା ପରେ ଏହି ଅଦଳବଦଳ କରାଯାଇଛି। ଏଥିରେ ଯେଉଁ ଅଦଳବଦଳ ହୋଇଛି ତାହା ହେଲା

  • ସତ୍ୟବ୍ରତ ସାହୁ- ରାଜସ୍ବ ପର୍ଷଦ ର ସଦସ୍ୟ
  • ଦେଓରଂଜନ ସିଂହ- ଉନ୍ନୟନ କମିଶନର ସହିତ ଯୋଜନା ଓ ସମନ୍ବୟ ବିଭାଗ ଓ ରାଜସ୍ବ ବିପର୍ଯୟ ପରିଚାଳନା ବିଭାଗର ଅତିରିକ୍ତ ଶାସନସଚିବ
  • ହେମନ୍ତ ଶର୍ମା- ନିଜର ସମସ୍ତ ବିଭାଗ ସହିତ ଗୃହ ବିଭାଗର ଅତିରିକ୍ତ ଦାୟିତ୍ବ
  • ଶୋଭା ଶର୍ମା- ନିଜର ସମସ୍ତ ବିଭାଗ ସହିତ ଜଳସଂପଦ ବିଭାଗର ଅତିରିକ୍ତ ଦାୟିତ୍ବ
  • ଭାସ୍କର ଜ୍ୟୋତି ଶର୍ମା-  ନିଜର ସମସ୍ତ ବିଭାଗ ସହିତ ଜଙ୍ଗଲ ଓ ପରିବେଷ ବିଭାଗର ପ୍ରମୁଖ ଶାସନ ସଚିବ
  • ପ୍ରଭାକର ରାଜେଶ ପାଟିଲ- ନିଜର ସମସ୍ତ ବିଭାଗ ସହିତ ସ୍ବତନ୍ତ୍ର ରିଲିଫ କମିଶନର ଏବଂ ବିପର୍ଯ୍ୟୟ ପରିଚାଳନା କର୍ତ୍ତୁପକ୍ଷର ଏମଡି
  • ମଧୁମିତା ରଥ- ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବରୁ ନୟାଗଡ ଜିଲ୍ଲାପାଳ ଭାବେ ନିଯୁକ୍ତି
  • ଅକ୍ଷୟ ସୁନୀଲ ଅଗ୍ରୱାଲ- ନୟାଗଡ ଜିଲ୍ଲାପାଳରୁ ଗଜପତି ଜିଲ୍ଲାପାଳ ଭାବେ ନିଯୁକ୍ତି
ଆଇଏଏସ ସ୍ତରରେ ଅଦଳବଦଳ ସତ୍ୟବ୍ରତ ସାହୁୁ ହେମନ୍ତ ଶର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026
Latest News

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.