Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନୂଆବର୍ଷରେ ଭିଜିଲାନ୍ସ ଜାଲରେ ପଡିଗଲେ କଟକ ଥାନା ଅଧିକାରୀ, ଭାଗ୍ୟ ଖରାପ
ବିଶେଷ ଖବର

ନୂଆବର୍ଷରେ ଭିଜିଲାନ୍ସ ଜାଲରେ ପଡିଗଲେ କଟକ ଥାନା ଅଧିକାରୀ, ଭାଗ୍ୟ ଖରାପ

January 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆବର୍ଷରେ ଭିଜିଲାନ୍ସ ଜାଲରେ
ନୂଆବର୍ଷରେ ଭିଜିଲାନ୍ସ ଜାଲରେ ପଡିଗଲେ କଟକ ଥାନା ଅଧିକାରୀ, ଭାଗ୍ୟ ଖରାପ

ଭୁବନେଶ୍ବର: ଆଜି ନୂଆବର୍ଷ ଆରମ୍ଭରୁ Vigilance ଜାଲରେ ଧରାପଡିଛନ୍ତି ଜଣେ ଥାନା ଅଧିକାରୀ। ଜଣେ ମଦ ଦୋକାନୀଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ନୂଆବର୍ଷରେ ମଉଜମଜିଲିସ କରିବା ପରିବର୍ତ୍ତେ ବର୍ତ୍ତମାନ ଜେଲରେ ତାଙ୍କର କଟିବ ଦିନ। ଏହି ଥାନା ଅଧିକାରୀ ହେଉଛନ୍ତି କଟକ ସିଆରଆରଆଇ ଥାନାର ଆଇଆଇସି ବିଜୟ କେତନ ବାରିକ।

ବିଜୟ କେତନ ଆଜି ଭୁବନେଶ୍ବର ରାଜମହଲରେ ଜଣେ ଲାଇସେନ୍ସ ପ୍ରାପ୍ତ ମଦ ଦୋକାନୀଠାରୁ ଚାଲିଶ ହଜାର ଟଙ୍କା ଲାଞ୍ଚି ନେଉଥିବା ବେଳେ ଭିଜିଲାନ୍ସ ଧରିଛି। ତାଙ୍କ ପାଖରୁ ରଙ୍ଗବୋଳା ଟଙ୍କା ଜବତ କରାଯିବା ସହିତ ତାଙ୍କର ବିଭିନ୍ନ ସ୍ଥାନରେ ଚଢାଉ ଚାଲିଛି। ବର୍ତ୍ତମାନ ସୂଚନା ଅନୁସାରେ ତାଙ୍କର ଭୁବନେଶ୍ବର ବାସଭବନରୁ ପାଞ୍ଚ ଲକ୍ଷ ଟଙ୍କା ନଗଦ ମିଳିଛି। ତାଙ୍କୁ ଭିଜିଲାନ୍ସ ଗିରଫ କରିଛି।

ଭିଜିଲାନ୍ସ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟର ୧୮ ଜିଲ୍ଲାରେ ଚାଲିଛି ମ୍ୟାଙ୍ଗୋ ଫେଷ୍ଟିଭାଲ: ଆସନ୍ତା ୧୦ ଜୁନ ପର୍ଯ୍ୟନ୍ତ ଚାଲିବ ମେଳା

June 2, 2026

ରୋଗୀ-କେନ୍ଦ୍ରିକ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ ପାଇଁ ଇଏସ୍ଆଇସିର ଡିଜିଟାଲ୍ ପଦକ୍ଷେପ

June 2, 2026

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026
Latest News

୧୪୫ ନିୟୁତ ଟନ୍ ମାଲ ପରିବହନ ଲକ୍ଷ୍ୟ ହାସଲ କଲା ଭାରତୀୟ ରେଳବାଇ

June 2, 2026

ଚଳିତ ଆଇପିଏଲରେ କିଏ ରହିଲେ ଦମଦାର ଆଉ କିଏ ହେଲେ ଫ୍ଲପ?

June 2, 2026

ରାଜ୍ୟର ୧୮ ଜିଲ୍ଲାରେ ଚାଲିଛି ମ୍ୟାଙ୍ଗୋ ଫେଷ୍ଟିଭାଲ: ଆସନ୍ତା ୧୦ ଜୁନ ପର୍ଯ୍ୟନ୍ତ ଚାଲିବ ମେଳା

June 2, 2026

ରୋଗୀ-କେନ୍ଦ୍ରିକ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ ପାଇଁ ଇଏସ୍ଆଇସିର ଡିଜିଟାଲ୍ ପଦକ୍ଷେପ

June 2, 2026

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.