Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେବେ ମିଳିବ ପରବର୍ତ୍ତୀ ସୁଭଦ୍ରା ଟଙ୍କା?: ଉପ-ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ବିଶେଷ ଖବର

କେବେ ମିଳିବ ପରବର୍ତ୍ତୀ ସୁଭଦ୍ରା ଟଙ୍କା?: ଉପ-ମୁଖ୍ୟମନ୍ତ୍ରୀ କଲେ ଘୋଷଣା

January 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁଭଦ୍ରା ଯୋଜନା
Pravati Parida's reaction on next SUBHADRA instalment.

ଭୁବନେଶ୍ଵର: ଚଳିତ ସପ୍ତାହରେ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୪ ଲକ୍ଷ ୫୭ ହଜାର ୬୮୧ମହିଳାଙ୍କୁ ଚଳିତ ଥର ଏହି କିସ୍ତି ପ୍ରଦାନ କରାଯିବ। ନୂତନ ଭାବେ ହିତାଧିକାରୀ ତାଲିକାରେ ଯୋଡ଼ି ହୋଇଥିବା ୧ ଲକ୍ଷ ୭୮ ହଜାର ୩୯୮ ଜଣ ମଧ୍ୟ ପାଇବେ ପ୍ରଥମ କିସ୍ତି। ଏଥିସହିତ ପ୍ରଥମ ଓ ଦିତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣ ହିତାଧିକାରୀ ଏକା ବେଳକେ ଦୁଇଟି କିସ୍ତି ପାଇବେ।

ସେହିପରି ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଥିବା ବେଳେ ସେମାନଙ୍କୁ ମଧ୍ୟ କିସ୍ତି ମିଳିବ। ୨୫୦ କୋଟି ଟଙ୍କାର ସହାୟତା ରାଶି ହିତାଧିକାରୀଙ୍କ ଖାତାକୁ ଯିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତି ପରିଡ଼ା ସୂଚନା ଦେଇଛନ୍ତି।

Pravati Parida SUBHADRA instalment
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୯ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

January 9, 2026

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

‘ପଙ୍ଖୁଡ଼ି ପୋର୍ଟାଲ୍’ ଶୁଭାରମ୍ଭ: ମହିଳା ଓ ଶିଶୁ ବିକାଶ ପାଇଁ ଡିଜିଟାଲ୍ ମାଇଲଷ୍ଟୋନ

January 8, 2026

ଭାରତୀୟ ଏଆଇ ଷ୍ଟାର୍ଟଅପ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ

January 8, 2026
Latest News

କେବେ ମିଳିବ ପରବର୍ତ୍ତୀ ସୁଭଦ୍ରା ଟଙ୍କା?: ଉପ-ମୁଖ୍ୟମନ୍ତ୍ରୀ କଲେ ଘୋଷଣା

January 9, 2026

ଆଜି ୯ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

January 9, 2026

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

‘ପଙ୍ଖୁଡ଼ି ପୋର୍ଟାଲ୍’ ଶୁଭାରମ୍ଭ: ମହିଳା ଓ ଶିଶୁ ବିକାଶ ପାଇଁ ଡିଜିଟାଲ୍ ମାଇଲଷ୍ଟୋନ

January 8, 2026

ଭାରତୀୟ ଏଆଇ ଷ୍ଟାର୍ଟଅପ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.