Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଉଲକେଲାରେ ଚାର୍ଟର୍ଡ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସମେତ ୬ ଜଣ ଗୁରୁତର
ବିଶେଷ ଖବର

ରାଉଲକେଲାରେ ଚାର୍ଟର୍ଡ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସମେତ ୬ ଜଣ ଗୁରୁତର

January 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଉଲକେଲାରେ ଚାର୍ଟର୍ଡ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସମେତ ୬ ଜଣ ଗୁରୁତର
ରାଉଲକେଲାରେ ଚାର୍ଟର୍ଡ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସମେତ ୬ ଜଣ ଗୁରୁତର

ଭୁବନେଶ୍ଵର: ଆଜି ଅପରାହ୍ନରେ ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ଇଣ୍ଡିଆ ୱାନ୍ ଏୟାରର ନଅ ସିଟ୍ ବିଶିଷ୍ଟ ବିମାନ ଅବତରଣ ସମୟରେ ହଠାତ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୬ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାଉରକେଲାର ରଘୁନାଥପଲି ଅଞ୍ଚଳର ଜଲଦା ଏ ବ୍ଲକ୍ ନିକଟରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି।

ପ୍ରାଥମିକ ରିପୋର୍ଟ ଅନୁସାରେ, ଦୁର୍ଘଟଣାରେ ୬ ଜଣ ଆହତ ହୋଇଛନ୍ତି। ଏଥିରେ ଥିବା ସମସ୍ତଙ୍କୁ ସୁରକ୍ଷିତ ଭାବରେ ଉଦ୍ଧାର କରାଯାଇଛି।

ସୂଚନା ଅନୁସାରେ, ଇଣ୍ଡିଆ ୱାନ୍ ଏୟାରଲାଇନ୍ସର ବିମାନଟି ଅପରାହ୍ନ ପ୍ରାୟ ୧:୩୦ ରେ ଜରୁରୀକାଳୀନ ଅବତରଣ କରିଥିଲା। ୪ ଜଣ ଯାତ୍ରୀ ଏବଂ ଦୁଇଜଣ ପାଇଲଟ୍ ଙ୍କୁ ନେଇ ଯାଉଥିବା ଏକକ ଇଞ୍ଜିନ୍ ବିମାନଟି ପ୍ରାୟ ଚାରିରୁ ପାଞ୍ଚ କିଲୋମିଟର ଉଡ଼ିବା ପରେ ଯାନ୍ତ୍ରିକ ତ୍ରୁଟିର ସମ୍ମୁଖୀନ ହୋଇଥିଲା, ଯାହା ଫଳରେ ପାଇଲଟ୍ ବିମାନକୁ କ୍ରାସ-ଲ୍ୟାଣ୍ଡ କରିବାକୁ ବାଧ୍ୟ ହୋଇଥିଲେ।

aviation BreakingNews HINDI NEWS Odisha Plane Crash rourkela
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

କିପରି ମନୋନୀତ ହେବେ ବିହାରର ନୂତନ ମୁଖ୍ୟମନ୍ତ୍ରୀ?: ପୂର୍ବତନ ସାଂସଦଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

April 3, 2026

‘ମୋର ନୀରବତାକୁ ପରାଜୟ ବୋଲି ଭାବନ୍ତୁ ନାହିଁ’: ଆଉ ଏକ ଭିଡିଓ ଜାରି କରି କହିଲେ ରାଘବ ଚଢା

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.