Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଚାଲିଗଲେ ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର, 54 ବର୍ଷ ବୟସରେ ପରଲୋକ
ବିଶେଷ ଖବର

ଚାଲିଗଲେ ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର, 54 ବର୍ଷ ବୟସରେ ପରଲୋକ

January 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚାଲିଗଲେ ସଂଗୀତ ନିର୍ଦ୍ଦେଶକ
ଚାଲିଗଲେ ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର, 54 ବୟସରେ ପରଲୋକ

ଭୁବନେଶ୍ବର: ଶେଷରେ ଚାଲିଗଲେ ବିଶିଷ୍ଠ ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର। ବଞ୍ଚିବା ପାଇଁ ଭୁବନେଶ୍ବର ଏମସରେ ବହୁ ସଂଘର୍ଷ କରିବା ପରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ଲିଭର ଜନିତ ରୋଗରେ ପିଡିତ ହୋଇ ସେ ଭୁବନେଶ୍ବର ଏମସରେ ଚିକିତ୍ସିତ ହେଉଥିଲେ। ସେ ସେଠାରେ ବହୁଦିନ ଧରି ଚିକିତ୍ସିତ ହେବ ପରେ କୋମା ଅବସ୍ଥାରେ ଘରକୁ ଫେରିଥିଲେ। ହେଲେ ପୁଣି ଥରେ ସେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଏମସରେ ଗତକାଲି ଭର୍ତ୍ତି କରାଯାଇଥିଲା। ହେଲେ ସେ ଶେଷରେ ଜୀବନ ହାରି ଦେଇଛନ୍ତି।

ଅଭିଜିତ ଗୁରୁତର ଅସୁସ୍ଥ ହୋଇ ଗତ ବର୍ଷ ସେପ୍ଟମ୍ବର ମାସରୁ ଚିକିତ୍ସିତ ହୋଇ ଆସୁଛନ୍ତି। ପ୍ରଥମେ ସେ କଟକର ଏକ ଘରୋଇ ହସପିଟାଲରେ ଭର୍ତ୍ତି ହୋଇଥିଲେ। ହେଲେ ସେଠାରେ ତାଙ୍କର ଅବସ୍ଥାରେ କୌଣସି ପରିବର୍ତ୍ତନ ନ ହେବାରୁ ତାଙ୍କୁ ଭୁବନେଶ୍ବର ଏମସ୍ କୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ସେ ବିଭିନ୍ନ ରୋଗରେ ପିଡିତ ହୋଇ ସଙ୍କଟାପର୍ଣ୍ଣ ଅବସ୍ଥାରେ ICU ରେ ଚିକିତ୍ସିତ ହେଉଥିଲେ। ପରବର୍ତ୍ତି ସମୟରେ ସ୍ବାସ୍ଥ୍ୟ ଅବସ୍ଥାରେ ଉନ୍ନତି ଆସିବାରୁ ତାଙ୍କୁ ସାଧାରଣ ବେଡକୁ ସ୍ଥାନାନ୍ତରିତ କରାଯାଇଥିଲା।

ଏହାପରେ ତାଙ୍କୁ ଘରକୁ ସ୍ଥାନାନ୍ତରିତ କରାଯାଇ ସେଠାରେ ଦେଖାରଖା କରାଯାଉଥିଲା। ଗତକାଲି ତାଙ୍କର ଦେହ ଗୁରୁତର ହୋଇପଡିବାରୁ ପୁଣି ଏମସରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ସେ ଶେଷ ନିଃସ୍ବାସ ତ୍ୟାଗ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ 54 ବୟସ ହୋଇଥିଲା। ତାଙ୍କ ବିୟୋଗରେ ଓଡିଆ ସଂଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି।

ଅଭିଜିତ ମଜୁମଦାର ଚାଲିଗଲେ ସଂଗୀତ ନିର୍ଦ୍ଦେଶକ
Share. Facebook Twitter LinkedIn Email WhatsApp Copy Link

Related Posts

ନବମ ଦିନରେ ବକ୍ସ ଅଫିସରେ ଧମାକା କଲା ‘ଦ କେରଳା ଷ୍ଟୋରୀ-୨’

March 8, 2026

ଆନ୍ତର୍ଜାତୀୟ ମହିଳା ଦିବସ: ଏବେ ବି ଓଡିଶାରେ ମହିଳାମାନେ ସେହି ସ୍ଥାନକୁ ଛୁଇଁବାରେ ବାକି ଅଛି

March 8, 2026

ବିଶ୍ବ ଅସ୍ଥିରତା ସମୟରେ ଭାରତର ସୁଦୃଢ ତୈଳ ନିରାପତ୍ତା

March 8, 2026

ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ଅପମାନ ଏବଂ ସାନ୍ତାଳ ସଂସ୍କୃତିର ଅନାଦରକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ

March 8, 2026
Latest News

ଜେଡିୟୁରେ ଯୋଗ ଦେଲେ ନିଶାନ୍ତ କୁମାର: ଜାଣନ୍ତୁ ବାପା ନୀତିଶ କୁମାରଙ୍କ ବିଷୟରେ କ’ଣ କହିଲେ?

March 8, 2026

ନବମ ଦିନରେ ବକ୍ସ ଅଫିସରେ ଧମାକା କଲା ‘ଦ କେରଳା ଷ୍ଟୋରୀ-୨’

March 8, 2026

ଆନ୍ତର୍ଜାତୀୟ ମହିଳା ଦିବସ: ଏବେ ବି ଓଡିଶାରେ ମହିଳାମାନେ ସେହି ସ୍ଥାନକୁ ଛୁଇଁବାରେ ବାକି ଅଛି

March 8, 2026

ଶଙ୍କରାଚାର୍ଯ୍ୟଙ୍କ ବିରୋଧରେ ମାମଲା ଦାୟର କରିଥିବା ଆଶୁତୋଷ ବ୍ରହ୍ମଚାରୀଙ୍କ ଉପରେ ମରାଣାନ୍ତକ ଆକ୍ରମଣ

March 8, 2026

T20 World Cup: ଆଜି ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ

March 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.