Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନିତ ଚାରି ଓଡିଆଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ବିଶେଷ ଖବର

ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନିତ ଚାରି ଓଡିଆଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

January 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପଦ୍ମ ପୁରସ୍କାର
ପଦ୍ମ ପୁରସ୍କାର ପାଇଁ ମନୋନିତ ଚାରି ଓଡିଆଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଗଣତନ୍ତ୍ର ଦିବସ ପୂର୍ବରୁ ଆଜି ଘୋଷଣା ହୋଇଛି ରାଜ୍ୟର ସର୍ବୋଚ୍ଚ ବେସାମରିକ ପୁରସ୍କାର ପଦ୍ମଶ୍ରୀ। ଏଥିରେ ଓଡିଶାରୁ ଚାରି ଜଣ ଏହି ସମ୍ମାନ ପାଇବାକୁ ମନୋନିତ ହୋଇଛନ୍ତି। ସେମାନେ ହେଲେ ଶ୍ରୀ ଚରଣ ହେମ୍ବ୍ରମ, ସୀମାଞ୍ଚଳ ପାତ୍ର, ମହେନ୍ଦ୍ର କୁମାର ମିଶ୍ର ଏବଂ ଶରତ ପାତ୍ର। ଏହି ଚାରିଜଣଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଭିନନ୍ଦନ ଜଣାଇଛନ୍ତି।

ସେ କହିଛନ୍ତି ଯେ, ‘୨୦୨୬ ମସିହା ପାଇଁ ଓଡ଼ିଶାରୁ ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଶ୍ରୀ ଚରଣ ହେମ୍ବ୍ରମ ଓ ଶ୍ରୀ ମହେନ୍ଦ୍ର କୁମାର ମିଶ୍ର ଏବଂ କଳା କ୍ଷେତ୍ରରେ ଶ୍ରୀ ଶରତ କୁମାର ପାତ୍ର ଓ ଶ୍ରୀ ସୀମାଞ୍ଚଳ ପାତ୍ର ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନୀତ ହେବା ସମଗ୍ର ରାଜ୍ୟ ପାଇଁ ଅତ୍ୟନ୍ତ ଗର୍ବ ଓ ଗୌରବର ବିଷୟ। ଆପଣମାନଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ହାର୍ଦ୍ଦିକ ଅଭିନନ୍ଦନ। ଆପଣମାନଙ୍କର ଏହି ଉପଲବ୍ଧି ଓଡ଼ିଶାର କଳା ଓ ସଂସ୍କୃତିକୁ ଜାତୀୟ ସ୍ତରରେ ନୂତନ ପରିଚୟ ପ୍ରଦାନ କରିଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ଓ ଉତ୍ତରୋତ୍ତର ଉନ୍ନତି କାମନା କରୁଛି।’

Mohan Majhi ଓଡିଶାର ପଦ୍ମଶ୍ରୀ ପଦ୍ମ ପୁରସ୍କାର ପଦ୍ମଶ୍ରୀ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆନ୍ତର୍ଜାତୀୟ ମହିଳା ଦିବସ: ଏବେ ବି ଓଡିଶାରେ ମହିଳାମାନେ ସେହି ସ୍ଥାନକୁ ଛୁଇଁବାରେ ବାକି ଅଛି

March 8, 2026

ବିଶ୍ବ ଅସ୍ଥିରତା ସମୟରେ ଭାରତର ସୁଦୃଢ ତୈଳ ନିରାପତ୍ତା

March 8, 2026

ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ଅପମାନ ଏବଂ ସାନ୍ତାଳ ସଂସ୍କୃତିର ଅନାଦରକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ

March 8, 2026

ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ ଚଳାଚଳରେ ଅସ୍ଥାୟୀ ପରିବର୍ତ୍ତନ

March 7, 2026
Latest News

ଜେଡିୟୁରେ ଯୋଗ ଦେଲେ ନିଶାନ୍ତ କୁମାର: ଜାଣନ୍ତୁ ବାପା ନୀତିଶ କୁମାରଙ୍କ ବିଷୟରେ କ’ଣ କହିଲେ?

March 8, 2026

ନବମ ଦିନରେ ବକ୍ସ ଅଫିସରେ ଧମାକା କଲା ‘ଦ କେରଳା ଷ୍ଟୋରୀ-୨’

March 8, 2026

ଆନ୍ତର୍ଜାତୀୟ ମହିଳା ଦିବସ: ଏବେ ବି ଓଡିଶାରେ ମହିଳାମାନେ ସେହି ସ୍ଥାନକୁ ଛୁଇଁବାରେ ବାକି ଅଛି

March 8, 2026

ଶଙ୍କରାଚାର୍ଯ୍ୟଙ୍କ ବିରୋଧରେ ମାମଲା ଦାୟର କରିଥିବା ଆଶୁତୋଷ ବ୍ରହ୍ମଚାରୀଙ୍କ ଉପରେ ମରାଣାନ୍ତକ ଆକ୍ରମଣ

March 8, 2026

T20 World Cup: ଆଜି ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ

March 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.