Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପୂର୍ବତଟ ରେଳପଥରେ ନିର୍ଦ୍ଧିଷ୍ଟ ଟ୍ରେନ୍‌ଗୁଡ଼ିକର ସମୟସୂଚୀରେ ପରିବର୍ତ୍ତନ
ବିଶେଷ ଖବର

ପୂର୍ବତଟ ରେଳପଥରେ ନିର୍ଦ୍ଧିଷ୍ଟ ଟ୍ରେନ୍‌ଗୁଡ଼ିକର ସମୟସୂଚୀରେ ପରିବର୍ତ୍ତନ

January 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Train Passanger
ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୂର୍ବ ତଟ ରେଳପଥରେ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ, ଦେଖନ୍ତୁ ତାଲିକା

ଭୁବନେଶ୍ୱର: ପୂର୍ବତଟ ରେଳପଥ ତୁରନ୍ତ ପ୍ରଭାବରେ ଖୋର୍ଦ୍ଧା ରୋଡ୍ ଏବଂ ଭଦ୍ରକ ଷ୍ଟେସନ୍‌ରେ ତିନୋଟି ଟ୍ରେନ୍‌ର ସମୟସୂଚୀରେ ସଂଶୋଧନ କରିଛି, ଯାହା ଦ୍ୱାରା ଟ୍ରେନ୍‌ ପରିଚାଳନା ସୁଗମ ଏବଂ ସମୟାନୁବର୍ତ୍ତିତା ହୋଇପାରିବ।

ପୂର୍ବତଟ ରେଳପଥ ଟ୍ରେନ୍ ପରିଚାଳନାକୁ ସୁବ୍ୟବସ୍ଥିତ କରିବା ଏବଂ ସମୟାନୁବର୍ତ୍ତୀତାରେ ଉନ୍ନତି ଆଣିବା ଉଦ୍ଦେଶ୍ୟରେ ତୁରନ୍ତ ପ୍ରଭାବ ସହିତ ଖୋର୍ଦ୍ଧା ରୋଡ୍ ଏବଂ ଭଦ୍ରକ ଷ୍ଟେସନରେ ତିନୋଟି ଟ୍ରେନର ଚଳାଚଳ ସମୟରେ ସଂଶୋଧନ କରିଛି।

ସଂଶୋଧିତ ସମୟସୂଚୀ ନିମ୍ନରେ ଦିଆଗଲା:

୧. ଟ୍ରେନ୍‌ ନମ୍ବର ୧୮୧୧୮ ଗୁଣୁପୁର-ରାଉରକେଲା ରାଜ୍ୟରାଣୀ ଏକ୍ସପ୍ରେସ୍‌ ଖୋର୍ଦ୍ଧା ରୋଡ୍ ଷ୍ଟେସନ୍‌ରେ:
* ବିଦ୍ୟମାନ ସମୟ: ଆଗମନ ୨୦:୫୮ ଘଣ୍ଟା / ପ୍ରସ୍ଥାନ ୨୧:୦୦ ଘଣ୍ଟା
* ସଂଶୋଧିତ ସମୟ: ଆଗମନ ୨୧:୨୦ ଘଣ୍ଟା / ପ୍ରସ୍ଥାନ ୨୧:୪୦ ଘଣ୍ଟା

୨. ଟ୍ରେନ୍‌ ନମ୍ବର ୧୨୨୫୩ ଏସ୍. ଏମ୍. ଭି. ଟି. ବେଙ୍ଗାଲୁରୁ-ଭାଗଲପୁର ସାପ୍ତାହିକ ଏକ୍ସପ୍ରେସ୍‌କୁ ଭଦ୍ରକ ଷ୍ଟେସନ୍‌ରେ ଏକ ନୂତନ ଷ୍ଟପେଜ୍ ପ୍ରଦାନ କରାଯାଇଛି, ଯାହା ୧୮:୧୬ ଘଣ୍ଟାରେ ଆଗମନ ଏବଂ ୧୮:୧୮ ଘଣ୍ଟାରେ ପ୍ରସ୍ଥାନ କରିବ।

୩. ଟ୍ରେନ ନମ୍ବର ୨୨୮୫୬ ତିରୁପତି-ସାନ୍ତ୍ରାଗାଛି ସାପ୍ତାହିକ ଏକ୍ସପ୍ରେସ ଭଦ୍ରକ ଷ୍ଟେସନରେ:
* ବିଦ୍ୟମାନ ସମୟ: ଆଗମନ ୧୮:୨୬ ଘଣ୍ଟା / ପ୍ରସ୍ଥାନ ୧୮:୨୮ ଘଣ୍ଟା
* ସଂଶୋଧିତ ସମୟ: ଆଗମନ ୧୮:୧୬ ଘଣ୍ଟା / ପ୍ରସ୍ଥାନ ୧୮:୧୮ ଘଣ୍ଟା

ଏହି ଟ୍ରେନଗୁଡିକର ଅନ୍ୟ ସମସ୍ତ ଷ୍ଟେସନ ଗୁଡିକରେ ଚଳାଚଳ ସମୟ ଅପରିବର୍ତ୍ତିତ ରହିବ। ଯାତ୍ରୀମାନଙ୍କୁ ସଂଶୋଧିତ ସମୟ ଉପରେ ଧ୍ୟାନ ଦେବାକୁ ଏବଂ ସେହି ଅନୁଯାୟୀ ସେମାନଙ୍କ ଯାତ୍ରା ଯୋଜନା କରିବାକୁ ପରାମର୍ଶ ଦିଆଯାଇଛି।

ଖୋର୍ଦ୍ଧା ରୋଡ୍ ପୂର୍ବତଟ ରେଳପଥ ଭଦ୍ରକ ଷ୍ଟେସନ୍‌ ସମୟସୂଚୀରେ ପରିବର୍ତ୍ତନ
Share. Facebook Twitter LinkedIn Email WhatsApp Copy Link

Related Posts

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ଏମଏଲସି ପଦରୁ ନୀତିଶ କୁମାରଙ୍କ ଇସ୍ତଫା ପରେ କିଏ ହେବ ବିହାରର ମୁଖ୍ୟମନ୍ତ୍ରୀ?: ଚର୍ଚ୍ଚାରେ ଏହି ସବୁ ନାମ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026
Latest News

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ଏମଏଲସି ପଦରୁ ନୀତିଶ କୁମାରଙ୍କ ଇସ୍ତଫା ପରେ କିଏ ହେବ ବିହାରର ମୁଖ୍ୟମନ୍ତ୍ରୀ?: ଚର୍ଚ୍ଚାରେ ଏହି ସବୁ ନାମ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026

ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.