Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା
ବିଶେଷ ଖବର

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆମେରିକା ରାଷ୍ଟ୍ରପତି ଟ୍ରମ୍ପ
ଆମେରିକାର ତୈଳ ବିଶୋଧନାଗାରରେ ୨୫ ଲକ୍ଷ କୋଟି ନିବେଶ କରିବ ଭାରତ?: ଧନ୍ୟବାଦ ଦେଲେ ଟ୍ରମ୍ପ୍

ନୂଆଦିଲ୍ଲୀ: ଭାରତ ଉପରେ ଆମେରିକା ଶୁଳ୍କ ହ୍ରାସ କରିଛି। ୨୫% ରୁ ୧୮% କୁ ଆମେରିକା ଶୁଳ୍କ ହ୍ରାସ କରିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେବା ପରେ ଡୋନାଲ୍ଡ ଟ୍ରମ୍ପ ଟ୍ରୁଥ୍ ସୋସିଆଲରେ ଏକ ପୋଷ୍ଟରେ ଏହି ସୂଚନା ସେୟାର କରିଛନ୍ତି। ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କରି କହିଛନ୍ତି ଯେ, ଭାରତ ଆଉ ରୁଷରୁ ତେଲ କିଣିବ ନାହିଁ। ଆମେରିକା ରାଷ୍ଟ୍ରପତି ଆହୁରି କହିଛନ୍ତି ଯେ, ଭାରତ ଏବେ ଭେନେଜୁଏଲାରୁ ଅଧିକ ତେଲ କିଣିବ।

ଟ୍ରମ୍ପ କହିଛନ୍ତି ଯେ, “ଆଜି ସକାଳେ ଭାରତର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେବା ଏକ ସମ୍ମାନର କଥା। ସେ ମୋର ସବୁଠାରୁ ଘନିଷ୍ଠ ବନ୍ଧୁମାନଙ୍କ ମଧ୍ୟରୁ ଜଣେ ଏବଂ ତାଙ୍କ ଦେଶର ଜଣେ ଶକ୍ତିଶାଳୀ ଏବଂ ସମ୍ମାନିତ ନେତା। ଆମେ ବାଣିଜ୍ୟ ଏବଂ ରୁଷ-ୟୁକ୍ରେନ ଯୁଦ୍ଧ ସମାପ୍ତ କରିବା ସମେତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛୁ।”

donaldtrump narendramodi Tariff
Share. Facebook Twitter LinkedIn Email WhatsApp Copy Link

Related Posts

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026

କେରଳର ମନ୍ଦିର ଏବଂ ହାତୀ କଲ୍ୟାଣ ପାଇଁ ୧୮ କୋଟି ପ୍ରଦାନ କଲେ ଅନନ୍ତ ଅମ୍ବାନୀ

April 7, 2026

ଆଜି ରାଜସ୍ଥାନ ଏବଂ ମୁମ୍ବାଇ ମୁହାଁମୁହିଁ: ଜାଣନ୍ତୁ କାହାର ପଲ୍ଲା ଭାରି?

April 7, 2026

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026
Latest News

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ଏଣିକି ଗାଡ଼ି ନମ୍ବର ପ୍ଲେଟରେ ପୋଲିସ୍ ଲୋଗା ମନା

April 7, 2026

କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର

April 7, 2026

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଯୁବପିଢ଼ିଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ- ‘ଷ୍ଟ୍ରୋକ୍‌କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.