Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ବିଶେଷ ଖବର

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

February 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୂର୍ବତନ କେନ୍ଦ୍ରମନ୍ତ୍ରୀ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

ଭୁବନେଶ୍ବର: ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ 87 ବର୍ଷ ବୟସ ହୋଇଥିଲା। ସେ ବୟସାଧିକ ବ୍ୟାଧିରେ ପିଡିତ ଥାଇ ଚିକିତ୍ସିତ ହେଉଥିଲେ। ଆଜି ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ଭୁବନେଶ୍ବରସ୍ଥିତ ତାଙ୍କ ବାସ ଭବନରେ ଶେଷ ଦର୍ଶନ କରିବା ପାଇଁ ବହୁ ନେତା ଓ ସମର୍ଥକଙ୍କ ଭିଡ ଲାଗି ରହିଛି।

କାହ୍ନ ଚରଣ ଲେଙ୍କା କଂଗ୍ରେସର ଜଣେ ବରିଷ୍ଠ ନେତା। ସେ କେନ୍ଦ୍ରରେ ରେଳ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ୧୯୯୫ରୁ ୨୦୦୦ ମସିହା ପର୍ଯ୍ୟନ୍ତ  ସେ ଚୌଦ୍ୱାରର ବିଧାୟକ ଥିଲେ । ୧୯୮୮ରୁ ୧୯୯୪ ମସିହା ପର୍ଯ୍ୟନ୍ତ ରାଜ୍ୟସଭା ସାଂସଦ ଥିଲେ । ପି.ଭି ନରସିଂହ ରାଓଙ୍କ ସରକାରରେ ସେ ରେଳ ଏବଂ କୃଷି ରାଷ୍ଟ୍ରମନ୍ତ୍ରୀ ଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

କାହ୍ନୁଚରଣ ଲେଙ୍କା ପୂର୍ବତନ କେନ୍ଦ୍ରମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଦିଲ୍ଲୀରେ ବିଭିନ୍ନ ବିକାଶ ପ୍ରକଳ୍ପ ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

March 7, 2026

କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ୨ ଦିନିଆ “ଜାତୀୟ କଳା ସମ୍ମିଳନୀ-କ୍ୟାନଭାସ ଉଦଘାଟିତ

March 7, 2026

ମହିଳା ଆୟୋଗଙ୍କ ଦ୍ଵାରା ଜନ ଶୁଣାଣି କାର୍ଯ୍ୟକ୍ରମ

March 7, 2026

ପ୍ରତିଯୋଗିତା ନୁହେଁ, ସହଭାଗିତା ହିଁ ସନ୍ତୁଳିତ ସମାଜ ଗଠନର ଆଧାର: ଅଖିଳ କୁମାର ମିଶ୍ର

March 7, 2026
Latest News

ମାଲ ପରିବହନରେ ବୃଦ୍ଧି: ଫେବୃଆରୀରେ ରେଳବାଇର ରାଜସ୍ୱ ୧୪,୫୭୧ କୋଟି

March 7, 2026

ଆଜି ଦିଲ୍ଲୀରେ ବିଭିନ୍ନ ବିକାଶ ପ୍ରକଳ୍ପ ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

March 7, 2026

ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ୍ ସହିତ ଫିନଲ୍ୟାଣ୍ଡର ପ୍ରମୁଖ ଖାଦ୍ୟ କମ୍ପାନୀ ଫାଜେରର ଏମଓୟୁ ସ୍ୱାକ୍ଷର

March 7, 2026

କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ୨ ଦିନିଆ “ଜାତୀୟ କଳା ସମ୍ମିଳନୀ-କ୍ୟାନଭାସ ଉଦଘାଟିତ

March 7, 2026

ମହିଳା ଆୟୋଗଙ୍କ ଦ୍ଵାରା ଜନ ଶୁଣାଣି କାର୍ଯ୍ୟକ୍ରମ

March 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.