Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବିଧାନସଭାର ବଜେଟ ଅଧିବେସନ
ବିଶେଷ ଖବର

ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବିଧାନସଭାର ବଜେଟ ଅଧିବେସନ

February 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟପାଳଙ୍କ ଅଭିଭାଷଣରୁ
ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବିଧାନସଭାର ବଜେଟ ଅଧିବେସନ

ଭୁବନେଶ୍ବର: ଆରମ୍ଭ ହେଲା ବିଧାନସଭାର ବଜେଟ ଅଧିବେସନ। ପରଂପରା ଅନୁସାରେ ଏହି ଅଧିବେସନ ଆରମ୍ଭ ଦିନ ରାଜ୍ୟପାଳ ଅଭିଭାଷଣ ରଖିବେ। ସେହି ଅନୁସାରେ ରାଜ୍ୟପାଳ ଡ ହରିବାବୁ କୁମ୍ଭମପାଟି ବିଧାନସଭାରେ ନିଜର ଅଭିଭାଷଣ ରଖୁଛନ୍ତି। ସେ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ କରିଛନ୍ତି। ଏହାପରେ ସେ ଗୃହର ଦିବ୍ୟଗଂତ ପୂର୍ବତନ ବିଧାୟକ ଏବଂ ସିପାହୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।

ରାଜ୍ୟପାଳ ବିଧାନସଭାରେ ପ୍ରବେଶ କରିବା ପରେ ତାଙ୍କୁ ବାଚସ୍ପତି,ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀଗଣ ସ୍ବାଗତ କରିଥିଲେ। ଏହାପରେ ବିଧାନସଭା ତରଫରୁ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ଆସନ୍ତା 20 ତାରିଖରେ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟ ବଜେଟ ଉପସ୍ଥାପନା କରିବେ।

ଡ ହରିବାବୁ କୁମ୍ଭମପାଟି ବଜେଟ ଅଧିବେସନ ବିଧାନସଭା ବିଧାନସଭା ବଜେଟ ଅଧିବେସନ ରାଜ୍ୟପାଳଙ୍କ ଅଭିଭାଷଣ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026

ପୂର୍ବତଟ ରେଳପଥ ମଧ୍ୟଦେଇ ଚଳାଚଳ କରିବ ଦୁଇଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ

March 9, 2026

ଗୁଣି ସନ୍ଦେହର ବୃଦ୍ଧଙ୍କୁ ବାନ୍ଧି ନିସ୍ତୁକ ମାଡ଼: ୧୦ ଗିରଫ

March 9, 2026

ପଶ୍ଚିମ ଏସିଆ ସ୍ଥିତିକୁ ନେଇ ରାଜ୍ୟସଭାରେ ବୈଦେଶିକ ମନ୍ତ୍ରୀଙ୍କ ସ୍ୱତଃପ୍ରବୃତ୍ତ ବିବୃତ୍ତି

March 9, 2026
Latest News

ରିଲାଏନ୍ସ ରିଟେଲ୍ ଦ୍ୱାରା ହିମାଳୟର ପ୍ରାକୃତିକ ଉତ୍ପାଦ ଉପରେ ଆଧାରିତ ସ୍କିନକେୟାର ବ୍ରାଣ୍ଡ ଅଧିଗ୍ରହଣ

March 9, 2026

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026

ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିଥିବା ଇଶାନ କିଶାନଙ୍କୁ କେତେ ପୁରସ୍କାର ରାଶି ମିଳିଥିଲା?: ଜାଣନ୍ତୁ….

March 9, 2026

ପୂର୍ବତଟ ରେଳପଥ ମଧ୍ୟଦେଇ ଚଳାଚଳ କରିବ ଦୁଇଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ

March 9, 2026

ଇରାନ ବିରୁଦ୍ଧରେ ଯୁଦ୍ଧରେ ସାମିଲ ହେବାକୁ ଘୋଷଣା କଲା ତୁର୍କୀ: ମୁତୟନ କଲା ଯୁଦ୍ଧଜାହାଜ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.