Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି
ବିଶେଷ ଖବର

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୋଫିଆ ଫିରୋଦାସ
ରାଜ୍ୟ ସଭା ନିର୍ବାଚନ: ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଲେ କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସ

ଭୁବନେଶ୍ୱର: ରାଜ୍ୟ ସଭା ନିର୍ବାଚନକୁ ନେଇ ରାଜ୍ୟରେ ରାଜନୀତି ଉଷ୍ମ ହୋଇଛି। ସରକାରୀ ଦଳ ବିଜେପି ଉପରେ ଉଭୟ ବିରୋଧୀ ଦଳ ବିଜେଡ଼ି ଏବଂ କଂଗ୍ରେସ ଗୁରୁତର ଅଭିଯୋଗ ଆଣୁଛନ୍ତି। ରାଜ୍ୟସଭା ନିର୍ବାଚନରେ ବିଜେପି ଘୋଡା ବେପାର କରିବାକୁ ଚେଷ୍ଟା କରୁଛି ବୋଲି ବିରୋଧୀ ଦଳ କହିଛନ୍ତି। ତେବେ ଏହା ଭିତରେ କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଏକ ବଡ ବିବୃତ୍ତି ଆସିଛି। ନିଜ ଦଳ ଉପରେ ସୋଫିଆ ଅସନ୍ତୁଷ୍ଟ ଦେଖାଦେଉଛନ୍ତି। ବିଜେଡ଼ି ସହ ବୁଝାମଣାକୁ ସେ ବିରୋଧ କରିଛନ୍ତି।

ସେ କହିଛନ୍ତି ଯେ, ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଚୟନ ପୂର୍ବରୁ ବିଧାୟକମାନଙ୍କ ସହ ଆଲୋଚନା ହୋଇଥିଲେ ବରଂ ଭଲ ହୋଇଥାନ୍ତା। ନୂଆପଡ଼ା ଉପନିର୍ବାଚନ କଥା ଦର୍ଶାଇ ସେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସୋଫିଆ କହିଛନ୍ତି ଯେ, ନୂଆପଡ଼ା ଉପନିର୍ବାଚନକୁ ମୋତେ ଡକାଯାଇ ନ ଥିଲା। ସେ ଆହୁରି ମଧ୍ୟ କହିଛନ୍ତି, ମୋ ନିର୍ବାଚନ ମଣ୍ଡଳୀରେ କୌଣସି ନେତାଙ୍କୁ ସାମିଲ କରାଗଲେ, ମୋତେ ଜଣାଉ ନାହାନ୍ତି।

ବିଜେଡିର ପ୍ରାର୍ଥୀ ଘୋଷଣା ପରେ କଂଗ୍ରେସର ସମର୍ଥନକୁ ନେଇ ବି ପ୍ରଶ୍ନ କରିଛନ୍ତି। କଂଗ୍ରେସକୁ ନଷ୍ଟ କରିବା ପାଇଁ  ବିଜେଡି ସର୍ବଦା ଚେଷ୍ଟା କରିଛି ବୋଲି ସୋଫିଆ କହିଛନ୍ତି। ବିଜେଡି ସବୁବେଳେ ବିଜେପି ସହ ମିଶିକି ରହି ଆସିଛି। ଦୁଇ ଦଳ ଏକାଠି ସ୍ବାଧୀନ ପ୍ରାର୍ଥୀ ଘୋଷଣା କରିଥିଲେ ଭଲ ହୋଇଥାନ୍ତା। କଂଗ୍ରେସକୁ ସମ୍ପୂର୍ଣ୍ଣ ମୂଳପୋଛ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି। ବ୍ୟକ୍ତିଗତ ହିସାବରେ ଯିଏ ଯାହାର ଭୋଟ୍‌ ଦେବେ। ମୁଁ ନିଶ୍ଚୟ ଭୋଟ୍‌ ଦେବି, ଏହା ମୋର ଅଧିକାର ବୋଲି ସୋଫିଆ କହିଛନ୍ତି।

କଂଗ୍ରେସ ବିଧାୟିକା ରାଜ୍ୟ ସଭା ନିର୍ବାଚ ସୋଫିଆ ଫିରୋଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ରଥଯାତ୍ରାରେ ସେବା କେନ୍ଦ୍ର ସ୍ଥାପନ କଲା ଆଇଆରଇଡିଏ

July 18, 2026

ଦ୍ୱାଦଶ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି କଲା CBSE: ଜାଣନ୍ତୁ ସବୁକିଛି

July 18, 2026

ଏମ୍ସ ଭୁବନେଶ୍ୱର ଷଷ୍ଠ ସମାବର୍ତ୍ତନ ଉତ୍ସବ: ମେଧାବୀ ଛାତ୍ରଛାତ୍ରୀଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ

July 18, 2026

ବାଲୁଗାଁରେ ନୂଆ ସିନେମା ହଲ ଜଗଦମ୍ବା, ଆସନ୍ତାକାଲି ଉଦଘାଟନ କରିବେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

July 18, 2026
Latest News

ପୁରୀ ରଥଯାତ୍ରାରେ ସେବା କେନ୍ଦ୍ର ସ୍ଥାପନ କଲା ଆଇଆରଇଡିଏ

July 18, 2026

ହଠାତ୍ ତୃତୀୟ ଦିନିକିଆ ପାଇଁ ବଦଳିଲା ଟିମ୍ ଇଣ୍ଡିଆ: ସାମିଲ ହେଲେ ଏହି ଖେଳାଳି

July 18, 2026

ଦ୍ୱାଦଶ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି କଲା CBSE: ଜାଣନ୍ତୁ ସବୁକିଛି

July 18, 2026

ଅହମ୍ମଦାବାଦର ବାଣ କାରଖାନାରେ ଶକ୍ତିଶାଳୀ ବିସ୍ଫୋରଣ: ୮ ମୃତ

July 18, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.