Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା
ବିଶେଷ ଖବର

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
କଟକ ମେଡିକାଲ
କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

କଟକ: ଆଜି କଟକ ମେଡିକାଲରେ ଏକ ବଡ ଦୁର୍ଘଟଣା ଘଟିଯାଇଛି। ଏହି ବଡ ହସପିଟାଲର ଏକ ୱାର୍ଡରେ ନିଆଁ ଲାଗିଯିବା ପରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ସେଠାରେ ଏକ ଶୋକାକୂଳ ପରିବେଷ ସୃଷ୍ଟି ହୋଇଛି। ନିଆଁ ଲାଗିବା ସମୟରେ ସେଠାରେ ପ୍ରାୟ ବାଇଶ ଜଣ ରୋଗୀ ଚିକିତ୍ସିତ ହେଉଥିଲେ। ତେବେ କେଉଁ କାରଣରୁ ଏପରି ଦୁର୍ଘଟଣା ଘଟିଲା ତାହା ଜଣାପଡି ନାହିଁ। ପ୍ରାରମ୍ଭିକ ସୂଚନା ଅନୁସାରେ ଏହା ସର୍ଟ ସର୍କିଟ ଯୋଗୁଁ ହୋଇଥିବା ଅନୁମାନ କରାଯାଉଛି

ଘଟଣାରୁ ଜଣାପଡିଛି ଯେ, ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ସେତେବେଳେ ରୋଗୀମାନେ ବିଶ୍ରାମ ନେଉଥିଲେ। ହଠାତ ଏପରି ହେବ ବୋଲି କେହି ଜାଣିବା ପୂର୍ବରୁ ସବୁ ଛାରଖାର ହୋଇଯାଇଥିଲା। ଖବର ପାଇ ଦମକଳ ବାହିନୀ ପହଞ୍ଚି ସେଠାରେ ନିଆଁକୁ ନିୟନ୍ତ୍ରଣ କରିଥିଲେ।

fire SCB Medical SCB Medical College ଅଗ୍ନିକାଣ୍ଡ କଟକ ମେଡିକାଲ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.