Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ
ବିଶେଷ ଖବର

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ
ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ
ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ ହେବା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି।
କାର୍ଯ୍ୟରେ ଅବହେଳା ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ନିମ୍ନଲିଖିତ ଚାରି ଜଣ ଅଧିକାରୀଙ୍କୁ ନିଲମ୍ୱିତ କରାଯାଇଛି।
୧ – କଟକ ସର୍କଲର ଡେପୁଟି ଫାୟାର ଅଫିସର ପ୍ରକାଶ କୁମାର ଜେନା
୨-  କଟକ ସର୍କଲର ଆସିଷ୍ଟାଣ୍ଟ ଫାୟାର ଅଫିସର ସଞ୍ଜୀବ କୁମାର ବେହେରା
୩ – ଏସ୍.ସି.ବି ମେଡିକାଲ ଓ ହସ୍‌ପିଟାଲର ଷ୍ଟେସନ ଅଫିସର ଅଭିନବ ପୃଷ୍ଟି ଏବଂ
୪ – କଟକ ଜି.ଇ.ଡି ଅନ୍ତର୍ଗତ ଏସ୍.ସି.ବି ସବ୍‌-ଡିଭିଜନର ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ ଇଞ୍ଜିନିଅର ରଞ୍ଜନ କୁମାର ବିଶ୍ୱାଳ।
ସୂଚନଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କଟକ ଏସ୍.ସି.ବି ଅଗ୍ନିକାଣ୍ଡ ଘଟଣାର ଅନୁଧ୍ୟାନ କରିବା ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଫ୍ୟାକ୍ଟ ଫାଇଣ୍ଡିଙ୍ଗ୍ ଟିମ୍ ଗଠନ କରିଥିଲେ।
କଟକ ଚାରି ଅଧିକାରୀ ନିଲମ୍ୱିତ ଦୃଢ଼ କାର୍ଯ୍ୟାନୁଷ୍ଠାନ ବଡ଼ ମେଡିକାଲ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ରାଜପଥରେ ଦୁଇ ପୃଥକ ସଡ଼କ ଦୁର୍ଘଟଣା; ଦୁଇ ଜଣଙ୍କ ମୃତ୍ୟୁ

June 18, 2026

ପୂର୍ବ ଶତ୍ରୁତାର କରୁଣ ପରିଣତି: ଭୁଜାଲି ଆକ୍ରମଣରେ ୱାର୍ଡ ସଭ୍ୟ ମୃତ, ଜଣେ ଗୁରୁତର

June 18, 2026

ଅନୁଗୁଳରେ ଡବଲ ଏନକାଉଣ୍ଟର

June 18, 2026

ଖୋର୍ଦ୍ଧା: ସାମ୍ବାଦିକ ଓ ସାମାଜିକ ଗଣମାଧ୍ୟମ ପ୍ରବାହକ ସମ୍ମିଳନୀ ଅନୁଷ୍ଠିତ

June 18, 2026
Latest News

ଫାଇନାଲରେ ସ୍ଥାନ ସୁରକ୍ଷିତ କଲା ଭାରତ: କର ବା ମର ପରିସ୍ଥିତିରେ ଆଫଗାନିସ୍ତାନ-ଶ୍ରୀଲଙ୍କା

June 18, 2026

ଜାତୀୟ ରାଜପଥରେ ଦୁଇ ପୃଥକ ସଡ଼କ ଦୁର୍ଘଟଣା; ଦୁଇ ଜଣଙ୍କ ମୃତ୍ୟୁ

June 18, 2026

ଶିବସେନା (ୟୁବିଟି)ରେ ଫାଟ, ଓୱେସିଙ୍କ କଟାକ୍ଷ – ‘ଶିକାରୀ ନୂଆ, ଜାଲ ପୁରୁଣା’

June 18, 2026

ପୂର୍ବ ଶତ୍ରୁତାର କରୁଣ ପରିଣତି: ଭୁଜାଲି ଆକ୍ରମଣରେ ୱାର୍ଡ ସଭ୍ୟ ମୃତ, ଜଣେ ଗୁରୁତର

June 18, 2026

ଆମେରିକା-ଇରାନ ମଧ୍ୟରେ ୧୪-ସୂତ୍ରୀ ଚୁକ୍ତି; ହର୍ମୁଜ୍ ପ୍ରଣାଳୀ ପୁନଃ ଖୋଲିବାକୁ ସମ୍ମତି

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.