Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ହୀରାପଥର ଖଣି ଚିହ୍ନଟ ହୋଇଥିବା ବିଧାନସଭାରେ ଲିଖିତ ଉତ୍ତର ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ
ବିଶେଷ ଖବର

ହୀରାପଥର ଖଣି ଚିହ୍ନଟ ହୋଇଥିବା ବିଧାନସଭାରେ ଲିଖିତ ଉତ୍ତର ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ

March 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Bibhuti Bhusan Jena
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ

ଭୁବନେଶ୍ଵର: ଓଡ଼ିଶା ମାଟି ତଳେ ଅଛି ହୀରାର ଭଣ୍ଡାର। ନୂଆପଡା ବ୍ଲକ କାଲମିଦାଦରଠାରେ ହୀରାପଥର ଖଣି ଚିହ୍ନଟ ହୋଇଥିବା ବିଧାନସଭାରେ ଲିଖିତ ଉତ୍ତର ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା। ବିଧାୟକ ସନାତନ ମହାକୁଡଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି ଯେ, ଚିହ୍ନଟ ହୀରା ଖଣିର ବୈଷୟିକ, ଅର୍ଥନୈତିକ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ମୂଲ୍ୟାୟନ କାର୍ଯ୍ୟ ଚାଲୁଅଛି। କଳାହାଣ୍ଡି ଜିଲ୍ଲା ଜୁନାଗଡ ବ୍ଲକର ହିଞ୍ଜିଳିବାହାଲ-ଜିଲିଙ୍ଗିବାରଠାରେ ମାଣିକ ଥିବା ଚିହ୍ନଟ ହୋଇଛି। ଏହାସହ ଦେବଗଡ ଜିଲ୍ଲାର ରିଆମାଳ ବ୍ଲକ ଅନ୍ତର୍ଗତ ଆଦାସ-ରାମପାଲ୍ଲୀ ଅଞ୍ଚଳରେ ତମ୍ଵାବାହୀ ପଥର, ଗ୍ରାଫାଇଟ୍, ନିକେଲ ସହିତ ସୁନା ଖଣି ଥିବା ଜଣାପଡିଛି।

ସେହିପରି ମୟୂରଭଞ୍ଜ ଜିଲ୍ଲା କୁଳିଅଣା ବ୍ଲକ ମଦନାସାହି-କାଞ୍ଜିଆ ଅଞ୍ଚଳ ଓ କେନ୍ଦୁଝର ଜିଲ୍ଲାର ବଂଶପାଳ ବ୍ଲକର ଗୋପୁର-ଜଳଡ଼ିହି ଅଞ୍ଚଳରେ ସୁନାପଥର ଥିବା ସନ୍ଧାନ ମିଳିଥିବା ଶ୍ରୀ ଜେନା ସୂଚନା ଦେଇଛନ୍ତି।

Bibhuti Bhusan Jena Diamond Mining NUAPADA Written Reply ନୂଆପଡା ବ୍ଲକ ଭୂଷଣ ଜେନା
Share. Facebook Twitter LinkedIn Email WhatsApp Copy Link

Related Posts

ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026

ରଥଯାତ୍ରା ୨୦୨୬: ଭକ୍ତଙ୍କ ପାଇଁ ବ୍ୟାପକ ପ୍ରସ୍ତୁତି, ପୁରୀରେ ସୁଗମ ଯାତାୟାତ ଓ ସୁରକ୍ଷାକୁ ପ୍ରାଥମିକତା

June 24, 2026

ବାଣ ଭିଡିବା ବେଳେ ବିସ୍ଫୋରଣ : ପୁଅ ମୃତ

June 24, 2026
Latest News

ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ

June 25, 2026

ରାଶିଫଳ: ଆଜି ଜୁନ୍ ୨୫ ତାରିଖ ଗୁରୁବାରରେ ଏହି ରାଶିର ବ୍ୟବସାୟ ବୃଦ୍ଧି ଘଟିବ, ଧନ ଆସିବ

June 25, 2026

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ଏଣିକି ବିବାହ କାର୍ଡରେ ଜନ୍ମ ତାରିଖ ବାଧ୍ୟତାମୂଳକ !

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.