Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»Breaking News: ବିଜେଡ଼ି ରୁ ବିଦା ହେଲେ ୬ ବିଧାୟକ
ବିଶେଷ ଖବର

Breaking News: ବିଜେଡ଼ି ରୁ ବିଦା ହେଲେ ୬ ବିଧାୟକ

March 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Breaking News: ବିଜେଡ଼ି ରୁ ବିଦା ହେଲେ ୬ ବିଧାୟକ
Breaking News: ବିଜେଡ଼ି ରୁ ବିଦା ହେଲେ ୬ ବିଧାୟକ

ଭୁବନେଶ୍ଵର: ଆଜି ବିଜୁ ଜନତା ଦଳ ପକ୍ଷରୁ ଏକ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଦଳରୁ ୬ ବିଧାୟକଙ୍କୁ ନିଲମ୍ବିତ କରାଯାଇଛି। ବିଜେଡ଼ି ରାଜନୈତିକ ବ୍ୟାପାର କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ୬ ବିଧାୟକଙ୍କୁ ନିଲମ୍ବନ କରାଯାଇଛି। ବାଲିଗୁଡା ବିଧାୟକ ଚକ୍ରମଣି କହଁର, ଜୟଦେବ ବିଧାୟକ ନବ କିଶୋର ମଲ୍ଲିକ, କଟକ ବିଧାୟକ ସୌଭିକ ବିଶ୍ଵାଳ, ବସ୍ତ ବିଧାୟକ ସୁଭାସିନୀ ଜେନା, ତ୍ରିତୋଲ ବିଧାୟକ ରମାକାନ୍ତ ଭୋଇ ଏବଂ ବାଙ୍କି ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କୁ ଦଳରୁ ବିଦା କରାଯାଇଛି।

ଉଲ୍ଲେଖ ଯୋଗ୍ୟ ଯେ, ଏହି ସମସ୍ତ ବିଧାୟକ ରାଜ୍ୟ ସଭା ନିର୍ବାଚନରେ ଦଳର ହ୍ଵିପ ସତ୍ତ୍ୱେ ବିଜେପି ସମର୍ଥିତ ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କୁ ଭୋଟ ଦେଇଥିଲେ। ଯାହା ଫଳରେ ବିଜେଡ଼ି ସମର୍ଥିତ ପ୍ରାର୍ଥୀ ଡାକ୍ତର ଦତ୍ତେଶ୍ଵର ହୋତା ପରାଜୟବରଣ କରିଥିଲେ।

BJD Rajyasabha Election suspend
Share. Facebook Twitter LinkedIn Email WhatsApp Copy Link

Related Posts

କାର ଛାଡ଼ି ବାଇକରେ ବୁଲିଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

September 18, 2026

ଖେଳ କରିଦେଲେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ: ନାମାଙ୍କନ ପ୍ରତ୍ୟାହାର କଲେ ମମତା ବାନାର୍ଜୀଙ୍କ ନନ୍ଦିଗ୍ରାମ ପ୍ରାର୍ଥୀ

September 18, 2026

ଆଗାମୀ ନିର୍ବାଚନ ପାଇଁ ୱାର୍ଡ ସୀମା ଓ ଆସନ ସଂରକ୍ଷଣ ନିମନ୍ତେ ସଂଶୋଧିତ କାର୍ଯ୍ୟସୂଚୀ ଜାରି

September 18, 2026

ଗଞ୍ଜାମରେ CSR ରାଶିର ସୁବ୍ୟବହାର ପାଇଁ ବ୍ରହ୍ମପୁର ସାଂସଦଙ୍କ ପ୍ରସ୍ତାବ

September 18, 2026
Latest News

ନନ୍ଦିଗ୍ରାମ: କଂଗ୍ରେସ ପ୍ରାର୍ଥୀ ମିଲନ ପ୍ରଧାନ ଗିରଫ

September 18, 2026

ଏସୀୟ କ୍ରୀଡାର ସେମିଫାଇନାଲ କାର୍ଯ୍ୟସୂଚୀ ପ୍ରକାଶ: ଜାଣନ୍ତୁ କାହା ସହିତ ମୁକାବିଲା କରିବ ଭାରତ? 

September 18, 2026

କାର ଛାଡ଼ି ବାଇକରେ ବୁଲିଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

September 18, 2026

ଖେଳ କରିଦେଲେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ: ନାମାଙ୍କନ ପ୍ରତ୍ୟାହାର କଲେ ମମତା ବାନାର୍ଜୀଙ୍କ ନନ୍ଦିଗ୍ରାମ ପ୍ରାର୍ଥୀ

September 18, 2026

ଆଗାମୀ ନିର୍ବାଚନ ପାଇଁ ୱାର୍ଡ ସୀମା ଓ ଆସନ ସଂରକ୍ଷଣ ନିମନ୍ତେ ସଂଶୋଧିତ କାର୍ଯ୍ୟସୂଚୀ ଜାରି

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.