Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ, ନବୀନଙ୍କ ଶୋକ ପ୍ରକାଶ
ବିଶେଷ ଖବର

କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ, ନବୀନଙ୍କ ଶୋକ ପ୍ରକାଶ

May 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ
କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ, ନବୀନଙ୍କ ଶୋକ ପ୍ରକାଶ

ଭୁବନେଶ୍ବର: ଆଜି ସକାଳେ କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ ଘଟିଯାଇଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ତାଙ୍କର ବଣ୍ଟାବାଞ୍ଜି ବାସଭବନରେ ଆଜି ସକାଳ 8 ଟା 30 ମିନିଟରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ 78 ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ କଣ୍ଟାବାଞ୍ଜିରେ ଶୋକର ଛାୟା ଖେଳିଯାଇଛି।

2009 ମସିହାରେ ବିଜେଡି ତାଙ୍କୁ କଣ୍ଟାବାଞ୍ଜି ଟିକେଟ ଦେଇଥିଲା। ହେଲେ ସେ ସେତେବେଳେ ସନ୍ତୋଷ ସିଂ ସାଲୁଜାଙ୍କଠାରୁ ହାରିଯାଇଥିଲେ। ଏହାପରେ ବିଜେଡି ପୁଣି ତାଙ୍କ 2014 ମସିହାରେ ଟିକେଟ ଦେଇଥିଲା। ସେହିଥର ସେ ବିଧାନସଭାକୁ ନିର୍ବାଚିତ ହୋଇ ଆସିଥିଲେ। ତାଙ୍କ ବିୟୋଗରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହିତ ମୁଖ୍ୟମନ୍ତ୍ରୀ ମୋହନ ମାଝି ମଧ୍ୟ ଶୋକ ପ୍ରକାଶ କରିଛନ୍ତି।

ଆୟୁବ ଖାନ କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଜନ୍ତର ମନ୍ତରରେ ଉତ୍ତେଜନା: ଅଭିଜିତ ଦୀପକେଙ୍କ ଉପରକୁ କାଳି ଫିଙ୍ଗିଲେ ମହିଳା

July 18, 2026

ସୋନମ ୱାଙ୍ଗଚୁକଙ୍କ ସମ୍ପର୍କରେ ସରକାର ଏବଂ ସିଜେପି କୁ ସମାଲୋଚନା କଲେ ପ୍ରିୟଙ୍କା ଚତୁର୍ବେଦୀ

July 18, 2026

ଇତିହାସ ରଚିଲା ଭାରତ: ଶ୍ରୀହରିକୋଟାରୁ ଉତକ୍ଷେପଣ କଳା ପ୍ରଥମ ଘରୋଇ ରକେଟ୍

July 18, 2026

ରୁଷୀୟ ତୈଳ କ୍ରୟ ଉପରେ ୧୦୦% ଶୁଳ୍କ ଲାଗୁ କରିବ ଆମେରିକା?: ଜାଣନ୍ତୁ ଭାରତର ଜବାବ

July 18, 2026
Latest News

ପ୍ରକୃତରେ ମାଇଲେଜ୍ ହ୍ରାସ କରେ କି E20 ଇନ୍ଧନ?: ଜାଣନ୍ତୁ ବିଶେଷଜ୍ଞମାନେ କୁହନ୍ତି

July 18, 2026

ଜନ୍ତର ମନ୍ତରରେ ଉତ୍ତେଜନା: ଅଭିଜିତ ଦୀପକେଙ୍କ ଉପରକୁ କାଳି ଫିଙ୍ଗିଲେ ମହିଳା

July 18, 2026

ସୋନମ ୱାଙ୍ଗଚୁକଙ୍କ ସମ୍ପର୍କରେ ସରକାର ଏବଂ ସିଜେପି କୁ ସମାଲୋଚନା କଲେ ପ୍ରିୟଙ୍କା ଚତୁର୍ବେଦୀ

July 18, 2026

ଲର୍ଡସରେ ଇତିହାସ ରଚିବେ ରୋହିତ ଶର୍ମା: ଭାଙ୍ଗିପାରନ୍ତି ଏହି ଦୁଇଟି ରେକର୍ଡ

July 18, 2026

ଇତିହାସ ରଚିଲା ଭାରତ: ଶ୍ରୀହରିକୋଟାରୁ ଉତକ୍ଷେପଣ କଳା ପ୍ରଥମ ଘରୋଇ ରକେଟ୍

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.