Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»+2 Result Date: ଦିନକ ପରେ ବାହାରିବ ଯୁକ୍ତ ଦୁଇ ପରୀକ୍ଷା ଫଳ, ମନ୍ତ୍ରୀ କଲେ ଘୋଷଣା
ବିଶେଷ ଖବର

+2 Result Date: ଦିନକ ପରେ ବାହାରିବ ଯୁକ୍ତ ଦୁଇ ପରୀକ୍ଷା ଫଳ, ମନ୍ତ୍ରୀ କଲେ ଘୋଷଣା

May 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

+2 Result Date: ଆଉ ଦିନକ ପରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଅର୍ଥାତ ଆସନ୍ତା 20 ତାରିଖରେ ଘୋଷଣା ହେବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏ ନେଇ ଆଜି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ବୁଧବାର ଦିନ ଯୁକ୍ତ ଦୁଇର ପରୀକ୍ଷା ଫଳ ପ୍ରକାଶ ପାଇବ। ଏଥିରେ ବିଜ୍ଞାନ,କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ଫଳ ପ୍ରକାଶିତ ହେବ।

ଯୁକ୍ତ ଦୁଇ ପରୀକ୍ଷା ଗତ ଫେବୃୟାରୀ 18 ତାରିଖରୁ 28 ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ଏହାପରେ ଖାତା ଦେଖା ହୋଇଥିଲା। ଚଳିତ ବର୍ଷ ଯୁକ୍ତ ଦୁଇରେ ପ୍ରାୟ ଚାରି ଲକ୍ଷ ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

+2 Result Date ଯୁକ୍ତ ଦୁଇ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଛତିଶଗଡ଼ର ରାଜ୍ୟପାଳ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026
Latest News

ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଛତିଶଗଡ଼ର ରାଜ୍ୟପାଳ

August 7, 2026

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.