Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ଚାକିରୀରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ଚାକିରୀରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ

May 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର
ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ଚାକିରୀରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ଶ୍ରୀ ପିଲ୍ଲା ପୂର୍ବରୁ ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ ଏବଂ ପରେ ଜଗତସିଂହପୁରରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରେ ଯୋଗଦେଇଥିଲେ। ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଥିବାବେଳେ ତାଙ୍କର ଅନେକ ନିଷ୍ପତ୍ତିରେ ଅନିୟମିତତାର ତଥ୍ୟ ଆସିଥିଲା।

ଶ୍ରୀ ପିଲ୍ଲାଙ୍କର ଜମିଜମା ସମ୍ପର୍କିତ ଅନେକ ନିଷ୍ପତ୍ତି ସମ୍ବନ୍ଧରେ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ଦ୍ୱାରା ତଦନ୍ତ କରାଯାଇଛି ଏବଂ ଏହି ତଦନ୍ତରୁ ବିଭିନ୍ନ ଅନିୟମିତତା ସ୍ପଷ୍ଟ ଭାବେ ପ୍ରକାଶ ପାଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମ୍ପୃକ୍ତ ଅଧିକାରୀ ଶ୍ରୀ ଚିତ୍ତରଞ୍ଜନ ପିଲ୍ଲାଙ୍କୁ ସରକାରୀ ସେବାରୁ ବରଖାସ୍ତ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଦୁର୍ନୀତି ବିରୁଦ୍ଧରେ ଶୂନ୍ୟସହନଶୀଳତା ନୀତି ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଆସିଛନ୍ତି। କୌଣସି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଛଡା ଯିବନାହିଁ ବୋଲି ମୁଖ୍ୟମନ୍ତ୍ରୀ ଅନେକ ସମୟରେ କହି ଆସିଛନ୍ତି।

ଚିତ୍ତରଞ୍ଜନ ପିଲ୍ଲା ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ନାରୀ ସୁରକ୍ଷା ଓ ଆଇନଶୃଙ୍ଖଳା ପ୍ରସଙ୍ଗରେ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

June 20, 2026

ରାଷ୍ଟ୍ରପତିଙ୍କୁ ଜନ୍ମଦିନର ଉପହାର ଦେଲେ ମୋଦି, ପାହାଡପୁର ହେବ ସୂର୍ଯ୍ୟ ଗାଁ, ପ୍ରତିଷ୍ଠା ହେବ ନବୋଦୟ ବିଦ୍ୟାଳୟ

June 20, 2026

ନାବାଳିକା ଦୁଷ୍କର୍ମ ଅଭିଯୋଗ: ଯୁବକକୁ ଗିରଫ କଲା ହିଞ୍ଜିଳି ଥାନା ପୋଲିସ

June 20, 2026

ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍ ଦଣ୍ଡ

June 20, 2026
Latest News

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସମର୍ଥନ କଲେ ଶଶି ଥରୁର: ରାହୁଲ ଗାନ୍ଧୀଙ୍କୁ ଆକ୍ରମଣ କଲା ବିଜେପି

June 20, 2026

ନାରୀ ସୁରକ୍ଷା ଓ ଆଇନଶୃଙ୍ଖଳା ପ୍ରସଙ୍ଗରେ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

June 20, 2026

ଭୁଶୁଡ଼ିଲା ନିର୍ମାଣାଧୀନ ଛାତ: ୫ ମୃତ , ୩୦ରୁ ଅଧିକ ଭକ୍ତ ଫସି ରହିଥିବା ଆଶଙ୍କା

June 20, 2026

NEET UG ପୁନଃପରୀକ୍ଷାରେ ବାୟୋମେଟ୍ରିକ୍ସ ବିଫଳ ହେଲେ କ’ଣ କରିବେ?: ପଢନ୍ତୁ NTA ର ଯୋଜନା

June 20, 2026

ରାଷ୍ଟ୍ରପତିଙ୍କୁ ଜନ୍ମଦିନର ଉପହାର ଦେଲେ ମୋଦି, ପାହାଡପୁର ହେବ ସୂର୍ଯ୍ୟ ଗାଁ, ପ୍ରତିଷ୍ଠା ହେବ ନବୋଦୟ ବିଦ୍ୟାଳୟ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.