Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟସଭା ନିର୍ବାଚନ ପାଇଁ ବିଜେପିରୁ ନାମାଙ୍କନ ଭରିଲେ ଦେବାଶିଷ ସାମନ୍ତରାୟ
ବିଶେଷ ଖବର

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପିରୁ ନାମାଙ୍କନ ଭରିଲେ ଦେବାଶିଷ ସାମନ୍ତରାୟ

June 5, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ବିଧାନସଭାରେ ରାଜ୍ୟସଭା ନିର୍ବାଚନ ପାଇଁ ବିଜେପି ତରଫରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ଦେବାଶିଷ ସାମନ୍ତରାୟ। ଆଜି ପୂର୍ବାହ୍ନରେ ସେ ବିଜେପି ଅଫିସରୁ ବାହାରି ବିଧାନସଭା ଯାଇ ସେଠାରେ ନାମାଙ୍କନ ଦାଖଲ କରିଛନ୍ତି।  ତାଙ୍କ ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ, ମନ୍ତ୍ରିମଣ୍ଡଳର ସଦସ୍ୟଗଣ ଏବଂ ବିଧାୟକଗଣ ପ୍ରମୁଖ ଉପସ୍ଥିତ ଥିଲେ।

ଦେବାଶିଷ ବିଜେଡିରୁ ଇସ୍ତଫା ଦେବା ସହିତ ସାଂସଦ ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ। ଏହାପରେ ସେ ବିଜେପିରେ ସାମିଲ ହୋଇଥିଲେ। ତାଙ୍କୁ ବିଜେପି ତରଫରୁ ପୁଣି ଟିକେଟ ମିଳିବ ବୋଲି ଜଣାପଡିଥିଲା।

ଦେବାଶିଷ ସାମନ୍ତରାୟ ବିଧାନସଭା ରାଜ୍ୟସଭା ନିର୍ବାଚନ ସାଂସଦ ଦେବାଶିଷ ସାମନ୍ତରାୟ
Share. Facebook Twitter LinkedIn Email WhatsApp Copy Link

Related Posts

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ରଥଯାତ୍ରାରେ ପ୍ରବଳ ଭିଡ, ଠେଲାପେଲାରେ ଜଣେ ମୃତ, ଶତାଧିକ ଅସୁସ୍ଥ

July 16, 2026
Latest News

ଇତିହାସ ରଚିଲା ଦିଲ୍ଲୀ ଏମ୍ସ!: ୪ ମାସର ଶିଶୁ ଉପରେ ବିଶ୍ୱର ସବୁଠାରୁ ବିରଳ ଅସ୍ତ୍ରୋପଚାର ସଫଳ

July 17, 2026

ଆଜି ଜୁଲାଇ ୧୭ ତାରିଖ ଶୁକ୍ରବାର: ଜାଣନ୍ତୁ କ’ଣ ରହିଛି ଆପଣଙ୍କର ଭାଗ୍ୟଫଳ

July 17, 2026

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.