Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଧାନ ସଂଗ୍ରହ କାର୍ଯ୍ୟ ସୁଚାରୁ ଭାବେ କରିବା ପାଇଁ ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଧାନ ସଂଗ୍ରହ କାର୍ଯ୍ୟ ସୁଚାରୁ ଭାବେ କରିବା ପାଇଁ ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

June 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଚାଉଳର ମିଲିଂ ଖର୍ଚ୍ଚ ବୃଦ୍ଧି ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଚାଷୀମାନଙ୍କ ଠାରୁ ଧାନ ଯେପରି ସୁରୁଖୁରୁରେ ସଂଗ୍ରହ ହେବ ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଉଷୁନା ଚାଉଳର (Parboiled Rice) ମିଲିଂ ଦର ବର୍ତ୍ତମାନ କ୍ୱିଣ୍ଟାଲ ପିଛା ୨୦ ଟଙ୍କା ଥିବା ବେଳେ ଏହାକୁ ୪୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଅରୁଆ ଚାଉଳର (Raw Rice) ମିଲିଂ ଦର କ୍ୱିଣ୍ଟାଲ ପିଛା ୧୦ ଟଙ୍କା ଥିବା ବେଳେ ଏହାକୁ ୨୦ ଟଙ୍କାକୁ ବୃଦ୍ଧି କରାଯାଇଛି ।

ଏହାଦ୍ୱାରା ମିଲର ମାନଙ୍କ ସମସ୍ୟା ଦୂର ହେବା ସହ ଚାଷୀ ମାନଙ୍କ ଠାରୁ ସୁରୁଖୁରରେ ଧାନ ସଂଗ୍ରହ ହୋଇପାରିବ ଏବଂ ରାଜ୍ୟର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ସୁଦୃଢ଼ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଗତ କିଛି ବର୍ଷ ମଧ୍ୟରେ ଶ୍ରମିକ ମଜୁରୀ, ପେଟ୍ରୋଲ ଓ ଅନ୍ୟାନ୍ୟ ମିଲିଂ ସାମଗ୍ରୀର ଦର ବୃଦ୍ଧି ହୋଇଥିବା ବେଳେ ଅନ୍ୟାନ୍ୟ ରାଜ୍ୟରେ ମିଲିଂ ଦର ଆମ ରାଜ୍ୟ ଠାରୁ ଯଥେଷ୍ଟ ଅଧିକ ରହିଛି ।

Mohan Majhi ଚାଉଳ ମିଲିଂ ଧାନ ସଂଗ୍ରହ କାର୍ଯ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ଜନ୍ତର ମନ୍ତରରେ ଉତ୍ତେଜନା: ଅଭିଜିତ ଦୀପକେଙ୍କ ଉପରକୁ କାଳି ଫିଙ୍ଗିଲେ ମହିଳା

July 18, 2026

ସୋନମ ୱାଙ୍ଗଚୁକଙ୍କ ସମ୍ପର୍କରେ ସରକାର ଏବଂ ସିଜେପି କୁ ସମାଲୋଚନା କଲେ ପ୍ରିୟଙ୍କା ଚତୁର୍ବେଦୀ

July 18, 2026

ଇତିହାସ ରଚିଲା ଭାରତ: ଶ୍ରୀହରିକୋଟାରୁ ଉତକ୍ଷେପଣ କଳା ପ୍ରଥମ ଘରୋଇ ରକେଟ୍

July 18, 2026

ରୁଷୀୟ ତୈଳ କ୍ରୟ ଉପରେ ୧୦୦% ଶୁଳ୍କ ଲାଗୁ କରିବ ଆମେରିକା?: ଜାଣନ୍ତୁ ଭାରତର ଜବାବ

July 18, 2026
Latest News

ଜନ୍ତର ମନ୍ତରରେ ଉତ୍ତେଜନା: ଅଭିଜିତ ଦୀପକେଙ୍କ ଉପରକୁ କାଳି ଫିଙ୍ଗିଲେ ମହିଳା

July 18, 2026

ସୋନମ ୱାଙ୍ଗଚୁକଙ୍କ ସମ୍ପର୍କରେ ସରକାର ଏବଂ ସିଜେପି କୁ ସମାଲୋଚନା କଲେ ପ୍ରିୟଙ୍କା ଚତୁର୍ବେଦୀ

July 18, 2026

ଲର୍ଡସରେ ଇତିହାସ ରଚିବେ ରୋହିତ ଶର୍ମା: ଭାଙ୍ଗିପାରନ୍ତି ଏହି ଦୁଇଟି ରେକର୍ଡ

July 18, 2026

ଇତିହାସ ରଚିଲା ଭାରତ: ଶ୍ରୀହରିକୋଟାରୁ ଉତକ୍ଷେପଣ କଳା ପ୍ରଥମ ଘରୋଇ ରକେଟ୍

July 18, 2026

ରୁଷୀୟ ତୈଳ କ୍ରୟ ଉପରେ ୧୦୦% ଶୁଳ୍କ ଲାଗୁ କରିବ ଆମେରିକା?: ଜାଣନ୍ତୁ ଭାରତର ଜବାବ

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.