Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭୁବନେଶ୍ବରରେ କାଳ ବୈଶାଖୀର ତାଣ୍ଡବ, ଉପୁଡିପଡିଲା ଗଛ ଓ ବିଦ୍ୟୁତ ଖୁଣ୍ଟ, ଜନଜୀବନ ଅସ୍ତବ୍ୟସ୍ତ
ବିଶେଷ ଖବର

ଭୁବନେଶ୍ବରରେ କାଳ ବୈଶାଖୀର ତାଣ୍ଡବ, ଉପୁଡିପଡିଲା ଗଛ ଓ ବିଦ୍ୟୁତ ଖୁଣ୍ଟ, ଜନଜୀବନ ଅସ୍ତବ୍ୟସ୍ତ

June 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ କାଳ ବୈଶାଖୀ
ଭୁବନେଶ୍ବରରେ କାଳ ବୈଶାଖୀର ତାଣ୍ଡବ, ଉପୁଡିପଡିଲା ଗଛ ଓ ବିଦ୍ୟୁତ ଖୁଣ୍ଟ, ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ବର: ଆଜି ଅପରାହ୍ନରେ ଭୁବନେଶ୍ବରରେ ତାଣ୍ଡବ ସୃଷ୍ଟି କରିଛି କାଳବୈଶାଖୀ। ତୁହାକୁ ତୁହା ପବନ ସାଙ୍ଗକୁ ବିଜୁଳି ଘଡଘଡି ପୁରା ରାଜଧାନୀର ଛାତି ଥରାଇଦେଲା। ଚାରିଆଡି ପ୍ରବଳ ଗୁଳୁଗୁଳି ଚାଲିଥିବା ବେଳେ ହଠାତ ଭୁବନେଶ୍ବର ଆକାଶରେ ଘୋଟିଗଲା ଅନ୍ଧାର। ଚାହୁଚାହୁଁ ପବନ ସହିତ ମାଡିଆସିଲା ବର୍ଷା। ମାତ୍ର ଅଳ୍ପ ସମୟ ମଧ୍ୟରେ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବଡବଡ ଗଛ ଉପୁଡି ପଡିଛି। ଏପରିକି କେତେକ ସ୍ଥାନରେ ବିଦ୍ୟୁତ ଖୁଣ୍ଟ ମଧ୍ୟ ଉପୁଡି ପଡିଛି।

ବିଶେଷ କରି ଜୟଦେବ ବିହାର ଛକ, ଶାସ୍ତ୍ରୀ ନଗର, ସହୀଦନଗର, ଖାରବେଳ ନଗର, ଏୟାରପୋର୍ଟ ଅଞ୍ଚଳ ପ୍ରମୁଖ ସ୍ଥାନରେ ଗଛ ଉପୁଡି ପଡିଛି। କେତେକ ସ୍ଥାନରେ କାର ଏବଂ ଅଟୋ ଉପରେ ଗଛ ଉପୁଡି ପଡିଥିବାର ଦେଖାଯାଇଛି। ଖବର ପାଇ ଅଗ୍ନଶମ ବାହିନୀ ତୁରନ୍ତ ଘଟଣାସ୍ଥଳକୁ ଯାଇ ଗଛ କାଟି ରାସ୍ତା ସଫା କରୁଛନ୍ତି। ଶାସ୍ତ୍ରୀ ନଗରରେ ଦୁଇଟି ବିଦ୍ୟୁତ ଖୁଣ୍ଟ ଉପୁଡି ପଡିଥିବାର ଜଣାପଡିଛି।

ଦୀର୍ଘଦିନ ଧରି ପ୍ରବଳ ଗୁଳୁଗୁଳି ସହିତ ଖର ଅସହ୍ୟ ହୋଇପଡିଥିବା ବେଳେ ଆଜି ସେଥିରୁ ନିସ୍ତାର ମିଳିଥିବା ବେଳେ କାଳବୈଶାଖୀ କାଳ ସାଜିଥିଲା।

KalaBaisakhi କାଳବୈଶାଖୀ ଭୁବନେଶ୍ବରରେ କାଳବୈଶାଖୀ
Share. Facebook Twitter LinkedIn Email WhatsApp Copy Link

Related Posts

ହେଲିକପ୍ଟର କ୍ରାସ୍‌ ଓ ବସ ଦୁର୍ଘଟଣାରେ ୫ ମୃତ, ବହୁ ଆହତ

September 16, 2026

ଗାଁ ନାଟକ ଶିଖୁଥିବା ବେଳେ ମାରଣାନ୍ତକ ଆକ୍ରମଣ: ଯୁବକଙ୍କ ପ୍ରାଣହାନୀ

September 16, 2026

ୟୁପି ନିର୍ବାଚନରେ ସମସ୍ୟା ବଢ଼ାଇବେ କି ପୂର୍ବତନ ବିଜେପି ନେତା?: ​​୫୦ଟି ଆସନରେ ଦେବେ ପ୍ରାର୍ଥୀ

September 16, 2026

ଶଙ୍ଖ ନଦୀରେ ବୁଡ଼ି ୩ ନାବାଳିକା ଛାତ୍ରୀଙ୍କ ସଲିଳ ସମାଧି

September 16, 2026
Latest News

ସମୁଦ୍ରରେ ଭାରତୀୟ ଯୁଦ୍ଧଜାହାଜକୁ ଧକ୍କା ଦେଲା ପାକିସ୍ତାନ ଯୁଦ୍ଧଜାହାଜ: ଆକ୍ସନ ମୋଡରେ ଭାରତ

September 16, 2026

ହେଲିକପ୍ଟର କ୍ରାସ୍‌ ଓ ବସ ଦୁର୍ଘଟଣାରେ ୫ ମୃତ, ବହୁ ଆହତ

September 16, 2026

ଗାଁ ନାଟକ ଶିଖୁଥିବା ବେଳେ ମାରଣାନ୍ତକ ଆକ୍ରମଣ: ଯୁବକଙ୍କ ପ୍ରାଣହାନୀ

September 16, 2026

ୟୁପି ନିର୍ବାଚନରେ ସମସ୍ୟା ବଢ଼ାଇବେ କି ପୂର୍ବତନ ବିଜେପି ନେତା?: ​​୫୦ଟି ଆସନରେ ଦେବେ ପ୍ରାର୍ଥୀ

September 16, 2026

ମଣିପୁରରେ ପୁଣି ଉତ୍ତେଜନା: ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ମହିଳା ମୃତ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.