Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜେପି ଛାଡି ବିଜେଡିରେ ପୁଣି ମିଶିଲେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ ପ୍ରିୟଦର୍ଶନୀ ଆଚାରୀ
ବିଶେଷ ଖବର

ବିଜେପି ଛାଡି ବିଜେଡିରେ ପୁଣି ମିଶିଲେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ ପ୍ରିୟଦର୍ଶନୀ ଆଚାରୀ

June 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେପି ଛାଡି ବିଜେଡିରେ
ବିଜେପି ଛାଡି ବିଜେଡିରେ ପୁଣି ମିଶିଲେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ ପ୍ରିୟଦର୍ଶନୀ ଆଚାରୀ

ଭୁବନେଶ୍ବର: ବିଜେପି ରାଜ୍ୟରେ ଶାସନ ଭାର ନେବାଠାରୁ କୌଣସି ନେତା ବା ପ୍ରତିନିଧି ବିଜେପି ଛାଡି ବିଜେଡିରେ ମିଶିବାର ଦୃଷ୍ଟାନ୍ତ ନ ଥିଲା। ହେଲେ ପ୍ରଥମ ଥର ପାଇଁ ବିଜେପି ଛାଡି ବିଜେଡିରେ ମିଶିଛନ୍ତି ବୁଗୁଡା ବ୍ଲକ ଅଧ୍ୟକ୍ଷା। ସେ ହେଉଛନ୍ତି କେ ପ୍ରିୟଦର୍ଶନୀ ଆଚାରୀ। ସେ ପ୍ରଥମରୁ ବିଜେଡିରେ ଥିଲେ। ହେଲେ ବିଜେପି ଶାସନ କ୍ଷମତାକୁ ଆସିବା ପରେ ବିଜେଡି ଛାଡି ବିଜେପିରେ ସାମିଲ ହୋଇଥିଲେ। ଠିକ ଦୁଇ ବର୍ଷ ପରେ ସେ ପୁଣି ବିଜେଡିରେ ସାମିଲ ହୋଇଛନ୍ତି।

ଅଧ୍ୟକ୍ଷା କେ ପ୍ରିୟଦର୍ଶନୀ ଆଚାରୀ ଏବଂ ତାଙ୍କ ବ୍ୟବସାୟୀ ସ୍ବାମୀ ନୀଳମାଧବ ଆଚାରୀ, ତିନିଜଣ ସମିତି ସଭ୍ୟ ସହ ଶତାଧିକ କର୍ମି ବିଜେଡିରେ ସାମିଲ ହୋଇଛନ୍ତି। ନବୀନ ନିବାସରେ ଆୟୋଜିତ ଏହି ମିଶ୍ରଣ ପର୍ବରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ସେମାନଙ୍କୁ ବିଜେଡି ଉତ୍ତରୀୟ ପିନ୍ଧାଇ ସ୍ବାଗତ କରିଥିଲେ।

ମିଶ୍ରଣ ପରେ ଅଧ୍ୟକ୍ଷା ଆଚାରୀ କହିଛନ୍ତି ଯେ, ମୁଁ ବ୍ଲକର ଉନ୍ନତି ପାଇଁ ବିଜେଡି ଛାଡି ବିଜେପିରେ ଯୋଗଦେଇଥିଲି। ହେଲେ ଦୁଇ ବର୍ଷ ମଧ୍ୟରେ ବ୍ଲକର କୌଣସି ଉନ୍ନତି ପରିଲକ୍ଷିତ ହେଲା ନାହିଁ। ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କୌଣସି ଉନ୍ନୟନ କାର୍ଯ୍ୟ କରେଇ ଦେଲେ ନାହିଁ। ଏପରିକି ବିଜେପି ଗୁଣ୍ଡା ପଠାଇ ଆମ ବ୍ୟବସାୟ ଉପରେ ଆକ୍ରମଣ କଲେ। ଏସବୁ ଦେଖି ମୁଁ ପୁଣି ବିଜେଡି ଫେରିଆସିଲି ବୋଲି ସେ କହିଛନ୍ତି।

Buguda କେ ପ୍ରିୟଦର୍ଶନୀ ଆଚାରୀ ନବୀନ ପଟ୍ଟନାୟକ ବିଜେଡି ବୁଗୁଡ଼ା ବୁଗୁଡା ବ୍ଲକ ଅଧ୍ୟକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026
Latest News

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.