Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ
ବିଶେଷ ଖବର

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେପିରେ ସାମିଲି ହେଲେ
ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

ଭୁବନେଶ୍ବର: ଆଜି ବିଧିବଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି କଟକର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ। ଆଜି ରାଜ୍ୟ କାର୍ଯ୍ୟାଳୟରେ ତାଙ୍କ ସମର୍ଥକଙ୍କ ସହିତ ସେ ପଦ୍ମ ଧରିଛନ୍ତି। ତାଙ୍କୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଜେପି ଟୋପି ଓ ଉତ୍ତରୀୟ ପିନ୍ଧାଇ ଦଳକୁ ସ୍ବାଗତ କରିଛନ୍ତି।

ପୂର୍ବରୁ ପ୍ରଭାତ ବିଜେଡିରୁ ନିଲମ୍ବିତ ହୋଇଥିଲେ। ଏହାପରେ ତାଙ୍କ ପୁଅ ବିଧାୟକ ସୌଭିକ ବିଶ୍ବାଳ ମଧ୍ୟ ରାଜ୍ୟସଭାରେ ବିଜେଡି ସମର୍ଥିତ ପ୍ରାର୍ଥୀଙ୍କୁ ଭୋଟ ନ ଦେବାରୁ ତାଙ୍କୁ ମଧ୍ୟ ଦଳରୁ ନିଲମ୍ବିତ କରାଯାଇଥିଲା। ଏହା ପୂର୍ବରୁ ପ୍ରଭାତ ବିଜେଡି ତଥା ପାଣ୍ଡିଆନ ବିରୋଧରେ ମନ୍ତବ୍ୟ ଦେଇଆସୁଥିଲେ। ସେ ବିଜେପିରେ ଯୋଗଦେବେ ବୋଲି ପୂର୍ବରୁ ଜଣାପଡିଥିଲା।

ବର୍ତ୍ତମାନ ପ୍ରଭାତ ବିଜେପିରେ ମିଶିବା ପରେ କଟକ ରାଜନୀତି ସରଗରମ ହୋଇପଡିଛି। ପୂର୍ବରୁ ବିଜେଡି ନେତା ଭର୍ତ୍ତୁହରି ମହତାବ, ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ବିଜେଡି ଛାଡି ବିଜେପିରେ ସାମିଲ ହୋଇଛନ୍ତି। ଉଭୟ ବର୍ତ୍ତମାନ ବିଜେପି ସାଂସଦ ଅଛନ୍ତି। ଫଳରେ କଟକରେ ବର୍ତ୍ତମାନ ବିଜେଡିର ଦବଦବା ହ୍ରାସ ପାଇଛି।

Prabhat Biswal କଟକ ବିଜେଡି ପ୍ରଭାତ ବିଶ୍ବାଳ ବିଜେଡି ବିଜେପିରେ ସାମିଲି
Share. Facebook Twitter LinkedIn Email WhatsApp Copy Link

Related Posts

ସାହି ବିବାଦରୁ ରକ୍ତପାତ: ସଂଘବଦ୍ଧ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର

September 16, 2026

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026

ଟ୍ରେନ୍ ଧକ୍କାରେ ଭାରତୀୟ ବଂଶୋଦ୍ଭବ ଯୁବତୀ ଓ ନେପାଳୀ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026
Latest News

ସାହି ବିବାଦରୁ ରକ୍ତପାତ: ସଂଘବଦ୍ଧ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର

September 16, 2026

ଫେଷ୍ଟିଭାଲ୍‌ରେ ଲାଉଡ୍ ସାଉଣ୍ଡ! କାନ ସହ ହୃଦୟ ଉପରେ ବି ପଡ଼ିପାରେ ପ୍ରଭାବ

September 16, 2026

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026

ସେପ୍ଟେମ୍ବର ୧୮ରେ ହକି ଇଣ୍ଡିଆର ଜରୁରୀ ବୈଠକ

September 16, 2026

ଟ୍ରେନ୍ ଧକ୍କାରେ ଭାରତୀୟ ବଂଶୋଦ୍ଭବ ଯୁବତୀ ଓ ନେପାଳୀ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.