Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟରେ ମୋଟ ୫୮ ଲକ୍ଷ ଭୋଟରଙ୍କୁ ନୋଟିସ୍: SIR ପ୍ରକ୍ରିୟାକୁ ନେଇ CEO ଙ୍କ ବଡ଼ ସୂଚନା
ବିଶେଷ ଖବର

ରାଜ୍ୟରେ ମୋଟ ୫୮ ଲକ୍ଷ ଭୋଟରଙ୍କୁ ନୋଟିସ୍: SIR ପ୍ରକ୍ରିୟାକୁ ନେଇ CEO ଙ୍କ ବଡ଼ ସୂଚନା

July 22, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
CEO press brief on Special Intensive Revision
CEO press brief on Special Intensive Revision

ଭୁବନେଶ୍ଵର: SIR ପ୍ରକ୍ରିୟାକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର ଏସ ଗୋପାଳନ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ମୋଟ ୫୮ ଲକ୍ଷ ଭୋଟରଙ୍କୁ ନୋଟିସ୍ ଜାରି କରାଯାଉଛି। ଏଥିମଧ୍ୟରୁ ୧୨ ଲକ୍ଷ ଭୋଟରଙ୍କ ମ୍ୟାପିଂ ହୋଇନଥିବା ବେଳେ ୪୬ ଲକ୍ଷ ଭୋଟରଙ୍କ କ୍ଷେତ୍ରରେ ବିଭିନ୍ନ ତ୍ରୁଟି ଚିହ୍ନଟ ହୋଇଥିବାରୁ ନୋଟିସ୍ ଦିଆଯାଇଛି। BLOଙ୍କ ମାଧ୍ୟମରେ ନୋଟିସ୍ ବଣ୍ଟନ କରାଯାଉଛି। ନୋଟିସ୍ ପାଇଥିବା ଭୋଟରମାନେ ନିଜ ପାଖରେ ଥିବା ଆବଶ୍ୟକ କାଗଜପତ୍ର BLOଙ୍କୁ ଦାଖଲ କରିପାରିବେ।

ଶ୍ରୀ ଗୋପାଳନ ସ୍ପଷ୍ଟ କରିଛନ୍ତି ଯେ, ନୋଟିସ୍ ପାଇବା ପରେ ବ୍ୟକ୍ତିଗତ ଭାବେ ଉପସ୍ଥିତ ହେବା ବାଧ୍ୟତାମୂଳକ ନୁହେଁ। SIR ପ୍ରକ୍ରିୟା ସେପ୍ଟେମ୍ବର ୨ ତାରିଖରେ ଶେଷ ହେବ ଏବଂ ସେପ୍ଟେମ୍ବର ୬ ତାରିଖରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ସେହିପରି, ଜୁଲାଇ ୫ ତାରିଖରୁ ଆପତ୍ତି ଗ୍ରହଣ କରାଯାଉଥିବା ବେଳେ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଏହା ଜାରି ରହିବ।

CEO press brief SIR Special Intensive Revision ଆର ଏସ ଗୋପାଳନ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାମ୍ପସ ରାଜନୀତି: ନିର୍ବାଚନ ଫଳାଫଳ ପ୍ରକାଶ

October 15, 2026

ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା, କେନ୍ଦ୍ର ଏବଂ ପୋଲିସକୁ ନୋଟିସ: ଏସଆଇଆର ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ଶୁଣାଣି

October 15, 2026

ହିନ୍ଦୁ ମନ୍ଦିରରେ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ, ଜଣେ ଗିରଫ

October 15, 2026

ଧର୍ମ ପରିବର୍ତ୍ତନ ପରେ ମିଳିବନି ଆରକ୍ଷଣ ସୁବିଧା: ସୁପ୍ରିମକୋର୍ଟ

October 15, 2026
Latest News

କ୍ୟାମ୍ପସ ରାଜନୀତି: ନିର୍ବାଚନ ଫଳାଫଳ ପ୍ରକାଶ

October 15, 2026

ଟି-୨୦ କ୍ରିକେଟ: ଲଜ୍ଜାଜନକ ରେକର୍ଡ ତାଲିକାରେ ସାମିଲ ହେଲେ ଶ୍ରେୟସ ଆୟର

October 15, 2026

ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା, କେନ୍ଦ୍ର ଏବଂ ପୋଲିସକୁ ନୋଟିସ: ଏସଆଇଆର ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ଶୁଣାଣି

October 15, 2026

ହିନ୍ଦୁ ମନ୍ଦିରରେ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ, ଜଣେ ଗିରଫ

October 15, 2026

ପାକିସ୍ତାନରେ ସ୍କୁଲ ଛାତ ଭୁଶୁଡ଼ି ୨୭ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ମୃତ୍ୟୁ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.