Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶା ପୋଲିସର ଅନ୍ତରୀଣ ମୁଖିଆ ଭାବେ ଦାୟିତ୍ବ ନେଲେ ବିନୟତୋଶ ମିଶ୍ର
ବିଶେଷ ଖବର

ଓଡିଶା ପୋଲିସର ଅନ୍ତରୀଣ ମୁଖିଆ ଭାବେ ଦାୟିତ୍ବ ନେଲେ ବିନୟତୋଶ ମିଶ୍ର

August 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ପୋଲିସ
ଓଡିଶା ପୋଲିସର ଅନ୍ତରୀଣ ମୁଖିଆ ଭାବେ ଦାୟିତ୍ବ ନେଲେ ବିନୟତୋଶ ମିଶ୍ର

କଟକ: ଆଜି ଓଡିଶା ପୋଲିସର ଅନ୍ତରୀଣ ମୁଖିଆ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ ବିନୟତୋଷ ମିଶ୍ର। ସେ ଡିଜିପି ୱାଇ ବି ଖୁରାନିଆଙ୍କଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି। ୧୯୯୩ ବ୍ୟାଚ୍‌ର ଆଇପିଏସ୍‌ ଶ୍ରୀ ମିଶ୍ର ସିଆଇଡି ଏବଂ କ୍ରାଇମବ୍ରାଞ୍ଚର ଡିଜି ଭାବେ କାର୍ଯ୍ୟ କରୁଥିଲେ। ବିଦାୟି ଡିଜିପି ଖୁରିନିଆଙ୍କୁ ପ୍ରଥମେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ଏହାପରେ ସେ ଅଫିସ ଯାଇ ବିନୟତୋଷଙ୍କୁ ଦାୟିତ୍ବ ହସ୍ତାନ୍ତର କରି ନିଜ ଆସନ ଛାଡି ଦେଇଥିଲେ।

ବର୍ତ୍ତମାନ ଓଡିଶା ପୋଲିସର ମୁଖିଆ କିଏ ହେବ ତାହା ଆଇନ ଜାଲରେ ଛନ୍ଦି ହୋଇଯାଇଛି। ସୁପ୍ରିମ କୋର୍ଟ ଆସନ୍ତା ମଙ୍ଗଳବାର ଦିନ ଶୁଣାଣି କରିବେ। ଏହାପରେ ରାୟ ଆସିଲେ ୟୁପିଏସସି ପଦକ୍ଷେପ ନେବ। ମାମଲା ସୁପ୍ରିମକୋର୍ଟରେ ଥିବାର ବର୍ତ୍ତମାନ ଡିଜିପି ମନୋନିତ ହୋଇପାରୁ ନାହିଁ।

ଓଡିଶା ପୋଲିସ ବିନୟତୋଷ ମିଶ୍ର ୱାଇ ବି ଖୁରାନିଆ
Share. Facebook Twitter LinkedIn Email WhatsApp Copy Link

Related Posts

‘ସର୍ଜିକାଲ୍ ଷ୍ଟ୍ରାଇକର ୧୦ ବର୍ଷ’: ‘ମନ କି ବାତ୍’ ରେ ପାକିସ୍ତାନ ବିଷୟରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

September 27, 2026

ଜୀ-ସାର୍ଥକରେ ଆସୁଛି ଏକ ନିଆରା ପ୍ରେମ କାହାଣୀ: ଅକ୍ଟୋବର ୪ରେ ‘ଅଧୁରା ପ୍ରେମ କାହାଣୀ’ର ମହାପ୍ରିମିୟର

September 27, 2026

ପାଟ୍ରୋଲିଂ ବେଳେ ଧରାପଡ଼ିଲା ମଦ କାରବାର, ବିପୁଳ ବିଦେଶୀ ମଦ ସହ ଜଣେ ଗିରଫ

September 27, 2026

ଭିଜିଲାନ୍ସର ବଡ଼ ଚଢ଼ାଉ: ମାଥିଲି AEEଙ୍କ ଘର ଓ ଅଫିସ୍‌ରେ ଖୋଳତାଡ଼

September 27, 2026
Latest News

‘ସର୍ଜିକାଲ୍ ଷ୍ଟ୍ରାଇକର ୧୦ ବର୍ଷ’: ‘ମନ କି ବାତ୍’ ରେ ପାକିସ୍ତାନ ବିଷୟରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

September 27, 2026

CJP ନେତା ଆଶୁତୋଷ ରାଙ୍କାଙ୍କୁ ଅଟକ ରଖିଲା ଆସାମ ପୋଲିସ

September 27, 2026

କାନାଡାରେ ଘରୋଇ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୪ ଜଣଙ୍କ ମୃତ୍ୟୁ

September 27, 2026

ଜୀ-ସାର୍ଥକରେ ଆସୁଛି ଏକ ନିଆରା ପ୍ରେମ କାହାଣୀ: ଅକ୍ଟୋବର ୪ରେ ‘ଅଧୁରା ପ୍ରେମ କାହାଣୀ’ର ମହାପ୍ରିମିୟର

September 27, 2026

UNSCରେ ଭାରତର ସ୍ଥାୟୀ ସଦସ୍ୟତାକୁ ରୁଷର ସମର୍ଥନ

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.