Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପରଲୋକରେ ଓଡିଶା କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ବିଶେଷ ଖବର

ପରଲୋକରେ ଓଡିଶା କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

August 31, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପରଲୋକରେ ଓଡିଶା କ୍ରାଇମବ୍ରାଞ୍ଚ ଆଇଜି
ପରଲୋକରେ ଓଡିଶା କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ବର: ଓଡିଶା ପୋଲିସର ଜଣେ ଦକ୍ଷ ଅଫିସର କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦଙ୍କ ପରଲୋକ ଘଟିଛି। ସେ କର୍କଟ ରୋଗରେ ଆକ୍ରାନ୍ତ ହୋଇ କେରଳରେ ଚିକିତ୍ସିତ ହେଉଥିଲେ। ସଫିନ ଅହମ୍ମଦ ୨୦୦୩ ବ୍ୟାଚ୍‌ର ଜଣେ ଦକ୍ଷ ଆଇପିଏସ୍ ଅଫିସର ଥିଲେ। ସେ ପୂର୍ବରୁ ବ୍ରହ୍ମପୁରର ଏସପି ସହିତ ବିଭିନ୍ନ ଜିଲ୍ଲାରେ କାର୍ଯ୍ୟ କରିଛନ୍ତି। ତାଙ୍କ ବିୟୋଗ ଓଡିଶା ପୋଲିସ ପାଇଁ ଏକ ଅପୂରଣୀୟ କ୍ଷତି ଘଟିଯାଇଛି।

ସଫିନଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ସଫିନଙ୍କ ଅକାଳ ବିୟୋଗ ମୋତେ ସ୍ତବ୍ଧ କରିଦେଇଛି। ତାଙ୍କର ଓଡିଶା ପୋଲିସ ପ୍ରତି ସେବା ସବୁଦିନ ପାଇଁ ମନେ ରହିବ। ଏହି ଦୁଃଖଦ ସମୟରେ ତାଙ୍କ ପରିବାର ବର୍ଗଙ୍କୁ ଭଗବାନ ଧର୍ଯ୍ୟ ପ୍ରଦାନ କରନ୍ତୁ। ତାଙ୍କର ଅମର ଆତ୍ମା ସଦଗତି ହେଉ। ସେହିପରି ଓଡିଶା ମନ୍ତ୍ରୀମଣ୍ଡଳର ବହୁ ମନ୍ତ୍ରୀ ଓ ନେତା ଶୋକପ୍ରକାଶ କରିଛନ୍ତି।

ଆଇଜି ସଫିନ ଅହମ୍ମଦ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଆସିବେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

October 17, 2026

ମନରେଗାରେ ବଡ଼ ପରିବର୍ତ୍ତନ : ୧୦୦ ବଦଳରେ ମିଳିବ ୧୨୫ ଦିନ କାମ

October 17, 2026

ଇଣ୍ଟରନେଟ୍ ବ୍ୟବହାର ସମସ୍ତଙ୍କର ମୌଳିକ ଅଧିକାର : ସୁପ୍ରିମକୋର୍ଟ

October 17, 2026

ବନବିଭାଗର ଚିକିତ୍ସାରେ ଅବହେଳା ଅଭିଯୋଗ: ପେଣ୍ଠବାହାଳ ଜଙ୍ଗଲରେ ବୁଲୁଛି ଆହତ ଦନ୍ତା ହାତୀ

October 17, 2026
Latest News

ଗିଲଙ୍କ ସ୍ଥାନରେ ଶ୍ରେୟସ ହେବେ ଭାରତର ଏକଦିବସୀୟ ଅଧିନାୟକ: ଇଶାନ ହେଲେ ଉପ-ଅଧିନାୟକ

October 17, 2026

ଓଡ଼ିଶା ଆସିବେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

October 17, 2026

ରାହୁଲ ଗାନ୍ଧୀଙ୍କ ବିରୋଧରେ ମହିଳା ସାମ୍ବାଦିକଙ୍କ ଅଭିଯୋଗ: ତୁରନ୍ତ FIR ଦାବି

October 17, 2026

ଭାରତ ଛାଡ଼ିବା ନୋଟିସ୍: ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତା ଇମ୍ରାନ୍ ଖାନ୍

October 17, 2026

ମନରେଗାରେ ବଡ଼ ପରିବର୍ତ୍ତନ : ୧୦୦ ବଦଳରେ ମିଳିବ ୧୨୫ ଦିନ କାମ

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.