Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏସପି ପାହ୍ୟାକୁ ପଦୋନ୍ନତି ପାଇଲେ ୧୫ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ
ବିଶେଷ ଖବର

ଏସପି ପାହ୍ୟାକୁ ପଦୋନ୍ନତି ପାଇଲେ ୧୫ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ

September 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ପୁଲିସ ପ୍ରଶାସନରେ ଏକ ବଡ଼ଧରଣର ପଦୋନ୍ନତି କରାଯାଇଛି। ରାଜ୍ୟ ପୁଲିସ ସେବାର ୧୫ ଜଣ ଅତିରିକ୍ତ ଏସପିଙ୍କୁ ଏସପି ପାହ୍ୟାକୁ ପଦୋନ୍ନତି ପ୍ରଦାନ କରାଯାଇଛି। ଏ ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଆନୁଷ୍ଠାନିକ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ପଦୋନ୍ନତି ପାଇଥିବା ଅଧିକାରୀମାନଙ୍କ ମଧ୍ୟରେ ସମ୍ବଲପୁର ଅପରାଧ ଅନୁସନ୍ଧାନ ଓ ସମ୍ବେଦନଶୀଳତା ବିଭାଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅଜୟ କୁମାର ମିଶ୍ର, କଟକ ସିଆଇଡି କ୍ରାଇମବ୍ରାଞ୍ଚର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିକାଶ ରଞ୍ଜନ ବେହୁରା, ଭିଜିଲାନ୍ସର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅରୁଣ କୁମାର ନାୟକ, କଟକ ସିଆଇଡି ସିବିର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶିଶିର କୁମାର ମିଶ୍ର, ଢେଙ୍କାନାଳର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୂର୍ଯ୍ୟମଣି ପ୍ରଧାନ ଏବଂ କଟକ ସିଆଇଡି ସିବିରେ କାର୍ଯ୍ୟରତ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିଜୟ କୁମାର ମଲ୍ଲିକ ପ୍ରମୁଖ ରହିଛନ୍ତି।

ସେହିପରି ଗଞ୍ଜାମର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପ୍ରଶାନ୍ତ କୁମାର ଦାସ, କଟକ ନଗର ପୁଲିସ ଜିଲ୍ଲାର ଅତିରିକ୍ତ ଉପ-ଆରକ୍ଷୀ ଅଧୀକ୍ଷକ ରଞ୍ଜିତ କୁମାର ପୃଷ୍ଟି, ପୁରୀର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁଶୀଲ କୁମାର ମିଶ୍ର, କଟକ ନଗର ପୁଲିସ ଜିଲ୍ଲାର ଅତିରିକ୍ତ ଉପ-ଆରକ୍ଷୀ ଅଧୀକ୍ଷକ ଅମରେନ୍ଦ୍ର ପଣ୍ଡା, ଜୟପୁର ନିବାରକ ବିଭାଗ (ଭିଜିଲାନ୍ସ) ର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅନନ୍ତ ପ୍ରସାଦ ମଲ୍ଲିକ ଏବଂ ନୟାଗଡ଼ ଅପରାଧ ଅନୁସନ୍ଧାନ ବିଭାଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁବାସ ଚନ୍ଦ୍ର ପଣ୍ଡାଙ୍କୁ ମଧ୍ୟ ଏସପି ପାହ୍ୟାକୁ ପଦୋନ୍ନତି ମିଳିଛି। ଏତଦ୍‌ବ୍ୟତୀତ ରାଜ୍ୟ ପୁଲିସ ମୁଖ୍ୟାଳୟର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଦେବଦତ୍ତ ବରାଳ, ଏସଟିଏଫର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସଞ୍ଜୀବ କୁମାର ଶତପଥୀ ଏବଂ ଭୁବନେଶ୍ୱର ମାନବାଧିକାର ଅଭିଯୋଗ ବିଭାଗରେ କାର୍ଯ୍ୟରତ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସତ୍ୟ ନାରାୟଣ ପ୍ରଧାନଙ୍କୁ ମଧ୍ୟ ଏସପି ପାହ୍ୟାକୁ ପଦୋନ୍ନତି ଦିଆଯାଇଛି।

ଏସପି ଓଡ଼ିଶା ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

‘ଶକ୍ତି ସମ୍ମିଳନୀ’: ଏକାଠି ହେଲେ ୨୨ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ବରିଷ୍ଠ ଅଧିକାରୀ

September 2, 2026

ଆଜି ଜଳ ସୁରକ୍ଷା ବିଭାଗୀୟ ସମ୍ମିଳନୀର ଉଦ୍‌ଯାପନୀ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

September 2, 2026

ପୁଡୁଚେରୀରେ ଐତିହ୍ୟ ସଂରକ୍ଷଣର ପ୍ରତ୍ୟକ୍ଷ ଅନୁଭୂତି ହାସଲ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି

September 2, 2026

ଗଞ୍ଜାମ, ଗଜପତି, କନ୍ଧମାଳ ଓ ବୌଦ୍ଧରେ ହେବ ଜାତୀୟ ପରିସଂଖ୍ୟାନ ସର୍ବେକ୍ଷଣ

September 2, 2026
Latest News

ଏସପି ପାହ୍ୟାକୁ ପଦୋନ୍ନତି ପାଇଲେ ୧୫ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ

September 2, 2026

‘ଶକ୍ତି ସମ୍ମିଳନୀ’: ଏକାଠି ହେଲେ ୨୨ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ବରିଷ୍ଠ ଅଧିକାରୀ

September 2, 2026

ଆଜି ଜଳ ସୁରକ୍ଷା ବିଭାଗୀୟ ସମ୍ମିଳନୀର ଉଦ୍‌ଯାପନୀ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

September 2, 2026

ପୁଡୁଚେରୀରେ ଐତିହ୍ୟ ସଂରକ୍ଷଣର ପ୍ରତ୍ୟକ୍ଷ ଅନୁଭୂତି ହାସଲ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି

September 2, 2026

ଗଞ୍ଜାମ, ଗଜପତି, କନ୍ଧମାଳ ଓ ବୌଦ୍ଧରେ ହେବ ଜାତୀୟ ପରିସଂଖ୍ୟାନ ସର୍ବେକ୍ଷଣ

September 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.