Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ, ଶୋକ ପ୍ରସ୍ତାବ ପରେ ବିରୋଧୀଙ୍କ ହଟ୍ଟଗୋଳ
ବିଶେଷ ଖବର

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ, ଶୋକ ପ୍ରସ୍ତାବ ପରେ ବିରୋଧୀଙ୍କ ହଟ୍ଟଗୋଳ

September 22, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆରମ୍ଭ ହେଲା ବିଧାନସଭା
ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ, ଶୋକ ପ୍ରସ୍ତାବ ପରେ ବିରୋଧୀଙ୍କ ହଟ୍ଟଗୋଳ

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ପୂର୍ବରୁ ଯାହା ଆଶଙ୍କା କରାଯାଉଥିଲା ତାହା ହିଁ ହେଲା। ଶୋକପ୍ରସ୍ତାବ ଆଗତ ପରେ ଆରମ୍ଭ ହୋଇଯାଇଥିଲା ହୋ ହାଲ୍ଲା। ବିରୋଧୀ କଂଗ୍ରେସ ଓ ବିଜେଡି ନାରାବାଜି କରି ଗୃହ ମଧ୍ୟକୁ ଚାଲିଆସିଥିଲେ। ପାଠ୍ୟ ପୁସ୍ତକରେ ତୃଟି ଏବଂ ଏମଏମଡିଆର କୁ ପ୍ରତ୍ୟାହାର ଦାବୀ ନେଇ ବିରୋଧୀ ତାତିଥିଲେ। ହାତରେ ପ୍ଲାକାର୍ଡ ଧରି ବାଚସ୍ପତିଙ୍କ ଟେବୁଲ ଆଗରେ ବିକ୍ଷୋଭ କରିଥିଲେ। ଫଳରେ ବାଚସ୍ପତି ପ୍ରଥମେ 1 ଟା 10 ମିନିଟ ପର୍ଯ୍ୟନ୍ତ ପରେ ଅପରାହ୍ନ 4 ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଥିଲେ।

ଆଜି ବିଧାନସଭା ଆରମ୍ଭ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀ, ସୁଶାନ୍ତ ସିଂ, ପୂର୍ବତନ ସରକାରୀ ମୁଖ୍ୟ ସଚେତକ ସତ୍ୟଭୂଷଣ ସାହୁ, ରାମମୂର୍ତ୍ତି ଗମାଙ୍ଗୋ, ହାଜି ମହମ୍ମଦ ଆୟୁବ ଖାନ୍ ଏବଂ ଶିବାଜୀ ମାଝୀଙ୍କ ପାଇଁ ଶୋକ ପ୍ରସ୍ତାବ ଆଣିଥିଲେ। ଏଥିରେ ବିରୋଧୀ ଦଳ ତରଫରୁ ସମର୍ଥନ କରାଯାଇ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ଏହାପରେ ପ୍ରଶ୍ନ କାଳ ଆରମ୍ଭ ହେବା ମାତ୍ରେ ବିରୋଧୀ ଦଳ ତରଫରୁ ହଟ୍ଟଗୋଳ ଆରମ୍ଭ ହୋଇଯାଇଥିଲା।

Odisha Assembly Begins ଆରମ୍ଭ ହେଲା ବିଧାନସଭା ବିଧାନସଭା ମୌସୁମୀ ଅଧିବେସନ
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026

ଘରୋଇ କମ୍ପାନୀର ୯ କୋଟି ବକେୟା: ସରକାରୀ ସମ୍ପତ୍ତି ଆଟାଚ୍ ନିର୍ଦ୍ଦେଶ

October 16, 2026
Latest News

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026

ଘରୋଇ କମ୍ପାନୀର ୯ କୋଟି ବକେୟା: ସରକାରୀ ସମ୍ପତ୍ତି ଆଟାଚ୍ ନିର୍ଦ୍ଦେଶ

October 16, 2026

ପିଏମ୍-ସେତୁ: ଓଡ଼ିଶାର ୫ ଆଇଟିଆଇ ପାଇଁ ୨୪୦ କୋଟି ମଞ୍ଜୁର

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.