Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀ ବଡ଼ ନିଷ୍ପତ୍ତି: ବିଏମସି ଅଞ୍ଚଳରେ ପୂଜା ଆୟୋଜନ ପାଇଁ ଗ୍ରାଉଣ୍ଡ ରେଣ୍ଟ ଛାଡ଼
ବିଶେଷ ଖବର

ମୁଖ୍ୟମନ୍ତ୍ରୀ ବଡ଼ ନିଷ୍ପତ୍ତି: ବିଏମସି ଅଞ୍ଚଳରେ ପୂଜା ଆୟୋଜନ ପାଇଁ ଗ୍ରାଉଣ୍ଡ ରେଣ୍ଟ ଛାଡ଼

October 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀ ବଡ଼ ନିଷ୍ପତ୍ତି: ବିଏମସି ଅଞ୍ଚଳରେ ପୂଜା ଆୟୋଜନ ପାଇଁ ଗ୍ରାଉଣ୍ଡ ରେଣ୍ଟ ଛାଡ଼
ମୁଖ୍ୟମନ୍ତ୍ରୀ ବଡ଼ ନିଷ୍ପତ୍ତି: ବିଏମସି ଅଞ୍ଚଳରେ ପୂଜା ଆୟୋଜନ ପାଇଁ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚଳିତ ପାର୍ବଣ ଋତୁରେ ଭୁବନେଶ୍ୱର ମହାନଗର ନିଗମ ଅଂଚଳରେ ଦୂର୍ଗାପୂଜା, ଲକ୍ଷ୍ମୀ ପୂଜା, କାଳୀ ପୂଜା, ରାବଣପୋଡି, ଭସାଣି ଉତ୍ସବ ଓ ଏଥି ସମ୍ପୃକ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ ପୂଜା କମିଟି ଗୁଡିକର ଗ୍ରାଉଣ୍ଡ ରେଣ୍ଟ ଛାଡ଼ କରିଛନ୍ତି।

ପାର୍ବଣ ଋତୁରେ ଏହି ପର୍ବ ଗୁଡ଼ିକର ସାମାଜିକ ଓ ସାଂସ୍କୃତିକ ମହତ୍ୱ ଓ ଜନସାଧାରଣଙ୍କ ଉତ୍ସାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

ସୂଚନାଯୋଗ୍ୟ ଯେ, ଏହି ଅବଧି ଚଳିତ ଅକ୍ଟୋବର ୧୭ ତାରିଖରୁ ନଭେମ୍ବର ୧୮ ତାରିଖ ପର୍ଯ୍ୟନ୍ତ ଲାଗୁ କରାଯାଇଛି।

ଏଥିସହିତ ପୂଜା କମିଟି ଗୁଡିକୁ ଶାନ୍ତି ଶୃଙ୍ଖଳା ଓ ପରିବେଶ ଅନୁକୂଳ ଭାବେ ପୂଜା ଆୟୋଜନ କରିବାପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

କାଳୀ ପୂଜା ଦୂର୍ଗାପୂଜା ଭୁବନେଶ୍ୱର ମହାନଗର ନିଗମ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଲକ୍ଷ୍ମୀ ପୂଜା
Share. Facebook Twitter LinkedIn Email WhatsApp Copy Link

Related Posts

ଏସ୍‌ସିବିସିଙ୍କ ପାଇଁ କମିଶନ ଗଠନ

October 7, 2026

ଦିଲ୍ଲୀରେ ହଁ, ଓଡ଼ିଶାରେ ନାଁ: ବନ୍ଦ ସମର୍ଥନକୁ ନେଇ ବଦଳିଲା ବିଜେଡିର ନିଷ୍ପତ୍ତି

October 7, 2026

୨୦୪୭ ସୁଦ୍ଧା ବିକଶିତ ରାଷ୍ଟ୍ର ଗଠନର ଲକ୍ଷ୍ୟ: ସମ୍ବୋଧିତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

October 7, 2026

ସରକାରର ମୁଖ୍ୟ ଭାବରେ ୨୫ ବର୍ଷ ପୂରଣ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରମୁଖ ବିଶ୍ୱ ନେତା

October 7, 2026
Latest News

ମୁଖ୍ୟମନ୍ତ୍ରୀ ବଡ଼ ନିଷ୍ପତ୍ତି: ବିଏମସି ଅଞ୍ଚଳରେ ପୂଜା ଆୟୋଜନ ପାଇଁ ଗ୍ରାଉଣ୍ଡ ରେଣ୍ଟ ଛାଡ଼

October 7, 2026

ଏସ୍‌ସିବିସିଙ୍କ ପାଇଁ କମିଶନ ଗଠନ

October 7, 2026

ଦିଲ୍ଲୀରେ ହଁ, ଓଡ଼ିଶାରେ ନାଁ: ବନ୍ଦ ସମର୍ଥନକୁ ନେଇ ବଦଳିଲା ବିଜେଡିର ନିଷ୍ପତ୍ତି

October 7, 2026

ଚେକ୍ ବାଉନ୍ସ ମାମଲାରେ ସୁପ୍ରିମକୋର୍ଟରେ ହାଜର ହେଲେ ରାଜପାଲ ଯାଦବ

October 7, 2026

ସେବା ଏବଂ ସମର୍ପଣର ୨୫ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଅମିତ ଶାହଙ୍କ ଅଭିନନ୍ଦନ

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.