Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»Odisha Governor Oath Ceremony: ଓଡିଶାର ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ ରାମ
ବିଶେଷ ଖବର

Odisha Governor Oath Ceremony: ଓଡିଶାର ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ ରାମ

October 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Governor Oath Ceremony
Odisha Governor Oath Ceremony: ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ ରାମ

Odisha Governor Oath Ceremony: ଆଜି ଓଡିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ଶ୍ରୀ ବ୍ରଜମୋହନ ରାମ। ଲୋକଭବନର ଅଭିଷେକ ହଲ୍ ଠାରେ ଓଡ଼ିଶା ହାଇ କୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ୍ ଟଣ୍ଡନ୍ ତାଙ୍କୁ ଶପଥ ପାଠ କରାଇଛନ୍ତି । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢୀ, ଉପମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟର ବରିଷ୍ଠ ମନ୍ତ୍ରୀଗଣ ଯୋଗଦେଇଛନ୍ତି।

ଏହି ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ଓଡ଼ିଶା ତଥା ରାଜ୍ୟ ବାହାରୁ ପ୍ରାୟ ୩୦୦ରୁ ଅଧିକ ବିଶିଷ୍ଟ ଅତିଥି ଯୋଗଦେଇଥିଲେ।। ରାଜ୍ୟପାଳଙ୍କ ଶପଥ ଗ୍ରହଣ ପୂର୍ବରୁ ଏବଂ ପରେ ତାଙ୍କୁ ସଶସ୍ତ୍ର ବାହିନୀ ପକ୍ଷରୁ ‘ଗାର୍ଡ ଅଫ୍ ଅନର’ ପ୍ରଦାନ କରାଯାଇଛି। ଶପଥଗ୍ରହଣ ପରେ ସେ ବିଧବଧ ଭାବେ ଓଡିଶାର ରାଜ୍ୟପାଳ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି।

Odisha Governor Oath Ceremony: ଓଡିଶା ରାଜ୍ୟପାଳ ନବଆ ରାଜ୍ୟପାଳ ବ୍ରଜମୋହନ ରାମ ରାଜ୍ୟପାଳ ଶପଥ ଗ୍ରହଣ
Share. Facebook Twitter LinkedIn Email WhatsApp Copy Link

Related Posts

ହିମାଚଳ ପ୍ରଦେଶରୁ ୫୦ ଜଣିଆ ଯୁବ ଛାତ୍ର ପ୍ରତିନିଧି ଦଳର ଓଡ଼ିଶା ଗସ୍ତ

October 18, 2026

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ

October 18, 2026

ଭୁବନେଶ୍ୱର ବିମାନବନ୍ଦରରେ ୧.୮୦ କୋଟି ଟଙ୍କାର ମାରିଜୁଆନା ଜବତ

October 18, 2026

ଅନଲାଇନ୍ ଟ୍ରେଡିଂ ନାଁରେ ୬୨ ଲକ୍ଷ ଟଙ୍କା ଠକେଇ: ମାଷ୍ଟରମାଇଣ୍ଡ ସମେତ ୩ ଗିରଫ

October 18, 2026
Latest News

Odisha Governor Oath Ceremony: ଓଡିଶାର ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ ରାମ

October 18, 2026

ଅଷ୍ଟମୀ-ନବମିରେ କରନ୍ତୁ ଯଜ୍ଞ: ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

October 18, 2026

ଘରେ ଶଙ୍ଖ ରଖିବା ନିଶ୍ଚିତ ଶୁଭ, ହେଲେ ଯଦି ଏହି ଭୁଲ କରିଦେଲେ ତେବେ କଥା ସରିଲା

October 18, 2026

ନବରାତ୍ରୀ ଉତ୍ସବରେ “ଗରବା” ନୃତ୍ୟର ପରଂପରା ଏବଂ ନୃତ୍ୟ ଶୈଳୀର ଆକର୍ଷଣ

October 18, 2026

ହିମାଚଳ ପ୍ରଦେଶରୁ ୫୦ ଜଣିଆ ଯୁବ ଛାତ୍ର ପ୍ରତିନିଧି ଦଳର ଓଡ଼ିଶା ଗସ୍ତ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.