Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜାଣନ୍ତୁ ଏମିତି ଏକ ସହର, ଯେଉଁଠାରେ ପାଇଖାନା ଫ୍ଲାଶ୍ ପାଇଁ ଦେବାକୁ ପଡେ କର
ବିଶେଷ ଖବର

ଜାଣନ୍ତୁ ଏମିତି ଏକ ସହର, ଯେଉଁଠାରେ ପାଇଖାନା ଫ୍ଲାଶ୍ ପାଇଁ ଦେବାକୁ ପଡେ କର

October 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ସମସ୍ତ ଦେଶରେ ସରକାର ବ୍ୟକ୍ତିଙ୍କ ଆୟର ହିସାବ ଅନୁସାରେ ଟ୍ୟାକ୍ସ ଆଦାୟ କରିଥା’ନ୍ତି। ଏହି ଟିକସ ପଇସାକୁ ଜନତାଙ୍କ ସେବାରେ ବିନିଯୋଗ କରାଯାଇଥାଏ। ଏହି ଟ୍ୟାକ୍ସ ବା କର ଦେଶର ବିକାଶରେ ଲାଗିଥାଏ। ତେବେ ଜାଣିଛନ୍ତି, ଯଦି ଆମକୁ କଖାରୁ କିଣିବା କିମ୍ବା ଟାଟୁ କରିବା ବା ପାଇଖାନା ଫ୍ଲାଶ୍‌ କରିବା ପାଇଁ ଟିକସ ଦେବାକୁ ପଡ଼ିବ। ତେବେ ଆସନ୍ତୁ ଜାଣିବା ଦୁନିଆରେ ଏପରି ଏକ ଜାଗା ଅଛି, ଯେଉଁଠି ଏସବୁ ପାଇଁ ମଧ୍ୟ କର ଦେବାକୁ ପଡ଼ିଥାଏ।

ଆମେରିକା ପରି ଶକ୍ତିଶାଳୀ ଦେଶରେ ଏସବୁ ପାଇଁ କର ଆଦାୟ କରାଯାଇଥାଏ। ଆମେରିକାର ନ୍ୟୁଜର୍ସିଠାରେ କଖାରୁ କିଣିବା ପାଇଁ ଟିକସ ଦେବାକୁ ପଡ଼ିଥାଏ। ସେହିପରି ଏଠାରେ ଯୁବକଙ୍କୁ ଟାଟୁ କରିବା ପାଇଁ ମଧ୍ୟ ଟିକସ ଦେବାକୁ ପଡ଼ିଥାଏ। ଆମେରିକାର ଅରକାଂସରେ ଟାଟୁ କରିବା ଦ୍ବାରା ୬ ପ୍ରତିଶତ ଟ୍ୟାକ୍ସ ଦେବାକୁ ପଡ଼ିଥାଏ। ସେହିପରି ଆମେରିକାର ମେରିଲାଣ୍ଡରେ ସରକାର ଟଏଲଟ୍‌ ଫ୍ଲାଶ୍‌ ପାଇଁ ଟିକସ ଆଦାୟ କରିଥାନ୍ତି। ଏଠାରେ ପ୍ରତି ମାସ ପାଖାପାଖି ୩୫୫ ଟଙ୍କା ଟ୍ୟାକ୍ସ ଆଦାୟ କରାଯାଇଥାଏ। ଏହି କର ପଇସାକୁ ନାଳର ସଫା ତଥା ସଫାଇ ଉପରେ ଖର୍ଚ୍ଚ କରାଯାଇଥାଏ।

ଭାରତରେ ବହୁତ ଲୋକ ତାସ୍‌ ଖେଳିବାକୁ ପସନ୍ଦ କରିଥା’ନ୍ତି। କିନ୍ତୁ ଆମେରିକାର ଅଲବାମାଠାରେ ତାସ୍‌ ଖେଳିବା ପାଇଁ କର ଦେବାକୁ ପଡ଼ିଥାଏ। ଏଠାରେ ତାସ୍‌ କିଣିବା ବାଲା ୧୦ ପ୍ରତିଶତ ଓ ବିକିବା ବାଲା ୭୧ ଟଙ୍କା ଟ୍ୟାକ୍ସ ଦେଇଥାଏ। ଏତଦ୍‌ବ୍ୟତୀତ ପ୍ରତି ବର୍ଷ ତାସ୍‌ର ଲାଇସେନ୍ସ ପାଇଁ ୨୧୩ ଟଙ୍କା ଦେବାକୁ ପଡ଼ିଥାଏ। ଏହି ଟିକସ ତାସର ୫୪ଟି ପତ୍ତା ତଥା ଏହାଠାରୁ କମ୍‌ ଖରିଦ ଉପରେ ଲାଗୁ ହୋଇଥାଏ। ଆମେରିକାର ଏରିଜୋନାଠାରେ ବରଫ ଟୁକୁଡ଼ା ଖଣ୍ଡ ପାଇଁ ଟ୍ୟାକ୍ସ ଦେବାକୁ ପଡ଼ିଥାଏ। କିନ୍ତୁ ଏଠାରେ ବରଫ ଖଣ୍ଡ କିଣିବା ଉପରେ ଟ୍ୟାକ୍ସ ଦେବାକୁ ପଡ଼ିନଥାଏ।

Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ବଜେଟ ପୂର୍ବରୁ କୃଷି ମନ୍ତ୍ରଣାଳୟର ଗୁରୁତ୍ୱପୂର୍ଣ୍ଣ ବୈଠକ, ରାଜ୍ୟଗୁଡ଼ିକୁ ଦିଆଗଲା ବଡ ନିର୍ଦ୍ଦେଶ

January 11, 2026

ଆଜି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ମ୍ୟାଚ୍ ସମୟ ଏବଂ ଲାଇଭ୍ ଷ୍ଟ୍ରିମିଂ ବିବରଣୀ

January 11, 2026

ସୋମନାଥ ସ୍ବାଭିମାନ ପର୍ବ

January 11, 2026
Latest News

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.