Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରକାଶ ପାଇଲା ଏକ୍ସଟି ପୁଲ ଫଳାଫଳ, ମହାରାଷ୍ଟ୍ରରେ ବିଜେପି ଶିବସେନା ମେଣ୍ଟକୁ ବଡ ସଫଳତା
ବିଶେଷ ଖବର

ପ୍ରକାଶ ପାଇଲା ଏକ୍ସଟି ପୁଲ ଫଳାଫଳ, ମହାରାଷ୍ଟ୍ରରେ ବିଜେପି ଶିବସେନା ମେଣ୍ଟକୁ ବଡ ସଫଳତା

October 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Maharstra exit poll result

ମୁମ୍ବାଇ- ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଛି ଏକ୍ସଟି ପୁଲ ଫଳାଫଳ। ନିର୍ବାଚନ ଶେଷ ହେବା ପରେ ଏହି ଫଳାଫଳ ପ୍ରକାଶ ପାଇଛି। ଯେଉଁସବୁ ଗଣମାଧ୍ୟମ ଏକ୍ସଟି ପୁଲ କରିଛନ୍ତି ସମସ୍ତେ ମହାରାଷ୍ଟ୍ରରେ ବିଜେପି ଶିବସେନା ମେଣ୍ଟକୁ ବହୁମତ ପାଇବେ ବୋଲି ପୂର୍ବାନୁମାନ କରିଛନ୍ତି। ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିବା ଅକ୍ସଟି ପୁଲ ଫଳାଫଳ ହେଲା

Times Now exit poll

BJP-Shiv Sena- 230

Congress –             48

Others-                   10.

India Today-My Axis

BJP+SihivSena-  166-194

Congress+             72-40

CNN-Ipsos

BJP+ShivSena-   243

Congress+               41

Others  –                   4

 NDTV

BJP-SS  211

Cong+    64

Others    13.

ମହାରାଷ୍ଟ୍ର ନିର୍ବାଚନରେ ମୋଟ 3 ହଜାର 2ଶହ 37 ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଛନ୍ତି। ସେଥିମଧ୍ୟରୁ ବିଜେପି 164 ଆସନରେ, ଶିବସେନା 126 ଆସନରେ ପ୍ରାର୍ଥୀ ଦେଇଛନ୍ତି। ସେହିପରି କଂଗ୍ରେସ 147 ଆସନରେ ଏବଂ ଏନସିପି 121 ଆସନରେ ପ୍ରାର୍ଥୀ ଦେଇଛନ୍ତି। 2014 ନିର୍ବାଚନରେ ବିଜେପି 122ଟି ଆସନରେ ଏବଂ ଶିବସେନା 63 ଆସନରେ ଜିତିଥିଲେ। ସେହିପରି କଂଗ୍ରେସ 42 ଏବଂ ଏନସିପି 41 ଆସନରେ ବିଜୟ ଲାଭ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

୧୫ ଛାତ୍ରୀଙ୍କୁ ଅସାଦଚରଣ ଅଭିଯୁକ୍ତ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଫେରାର୍

September 24, 2025

‘କାଶ୍ମୀରକୁ ଭୁଲିଯାଅ, ଖାଲି କର ପିଓକେ’: ପାକିସ୍ତାନକୁ UNHRCରେ ଭାରତର କଡା ଜବାବ

September 24, 2025

ଓଡିଶା ପ୍ରସିଦ୍ଧ ମା’ ଭଗବତୀଙ୍କ ନବରାତ୍ର ପୂଜା, ଜାଣନ୍ତୁ କଣ ରହିଛି ପରମ୍ପରା

September 24, 2025

ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବନ ପରେ ଦେଲେ କଡା ଜବାବ, କହିଲେ…

September 23, 2025
Latest News

ଟ୍ରମ୍ପଙ୍କୁ ଝଟକା!: ଆମେରିକାର ଅଣଦେଖା ପରେ ଭାରତୀୟଙ୍କ ପ୍ରେମରେ ଜର୍ମାନୀ, ଦେଲା ଚାକିରି ପ୍ରତିଶୃତି

September 24, 2025

ନବରାତ୍ରୀର ତୃତୀୟ ଦିନରେ ଦେବୀ ଚନ୍ଦ୍ରଘଣ୍ଟାଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

September 24, 2025

ନବରାତ୍ରିରେ ଲଗାତାର ତୃତୀୟ ଦିନ ପାଇଁ ଚମକୁଛି ସୁନା: ଜାଣନ୍ତୁ ଆଜିର ମୂଲ୍ୟ

September 24, 2025

୧୫ ଛାତ୍ରୀଙ୍କୁ ଅସାଦଚରଣ ଅଭିଯୁକ୍ତ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଫେରାର୍

September 24, 2025

ଏହି ଦଳ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ: କ୍ରିକେଟ୍ ବୋର୍ଡକୁ ନିଲମ୍ବିତ କଲା ICC

September 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.