Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସାରା ଓଡିଶାରେ ପ୍ରବଳ ବର୍ଷା, ପୁରୀରେ ସର୍ବାଧିକ ବର୍ଷା ରେକର୍ଡ, ଆହୁରି ଦୁଇଦିନ ଧରି ଲାଗିରହିବ ବର୍ଷା
ବିଶେଷ ଖବର

ସାରା ଓଡିଶାରେ ପ୍ରବଳ ବର୍ଷା, ପୁରୀରେ ସର୍ବାଧିକ ବର୍ଷା ରେକର୍ଡ, ଆହୁରି ଦୁଇଦିନ ଧରି ଲାଗିରହିବ ବର୍ଷା

October 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ସାରା ଓଡିଶାରେ ପ୍ରବଳ ବର୍ଷା, ପୁରୀରେ ସର୍ବାଧିକ ବର୍ଷା ରେକର୍ଡ, ଆହୁରି ଦୁଇଦିନ ଧରି ଲାଗିରହିବ ବର୍ଷା

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର- ସାରା ଓଡିଶାର ଦୁଇ ଦିନ ଧରି ଲଗାଣ ବର୍ଷା ଯୋଗୁଁ ସାଧାରଣ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବଙ୍ଗୋବ ସାଗରରେ ଲଘୁଚାପ ସୃଷ୍ଟି ଯୋଗୁଁ ଏହି ବର୍ଷା ଲାଗି ରହିଛି। ଭୁବନେଶ୍ବର ପାଣିପାଗ ବିଭାଗ ଅନୁସାରେ ଆଜି ସକାଳ ସୁଦ୍ଧା ପୁରୀରେ ସର୍ବାଧିକ ବର୍ଷାର ପରିମାଣ ରେକର୍ଡ କରାଯାଇଛି। ସେହିପରି ଦ୍ବିତୀୟରେ ରହିଛି ଗଂଜାମ ଜିଲ୍ଲା, ତୃତୀୟରେ ରହିଛି ଖୋର୍ଦ୍ଧା। ସେହିପରି ଭୁବନେଶ୍ବରରେ ବର୍ତ୍ତମାନ ବିଭିନ୍ନ ସ୍ଥାନରେ କୃତିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଭୁବନେଶ୍ବରର ଶତାଦ୍ଦୀ ନଗର, ନୟାପଲ୍ଲୀ, ଇସ୍କନ ମନ୍ଦିର, ସହୀଦ ନଗର ପ୍ରଭୃତି ସ୍ଥାନରେ ବନ୍ୟା ପରି ପରିସ୍ଥିତି ସୃଷ୍ଟି ହୋଇଛି। ଭୁବନେଶ୍ବର ପାଣିପାଗ ବିଭାଗ ତରଫରୁ ସକାଳ ସୁଦ୍ଧା ବିଭିନ୍ନ ସ୍ଥାନରେ ଯେଉଁ ବର୍ଷାର ପରିମାଣ ରେକର୍ଡ କରାଯାଇଛି ତାହା ହେଲା

ପୁରୀ- 138.3 ମିଲିମିଟର

ଗଂଜାମ-125.2 ମିଲିମିଟର

ଖୋର୍ଧା-105.7 ମିଲିମିଟର

ଭୁବନେଶ୍ବର-103.6 ମିଲିମିଟର

ଟାଙ୍ଗି-104.6 ମିଲିମିଟର

କାକାଟପୁର-101.5 ମିଲିମିଟର

ଜିଉଦୟଗିରି-105.0 ମିଲିମିଟର

ସୋରଡା-100.0 ମିଲିମିଟର

ଗଜପତି-100.6 ମିଲିମିଟର

ଜଗତସିଂହପୁର-100.0 ମିଲିମିଟର

ନୟାଗଡ-86.8 ମିଲିମିଟର

କଟକ-78.8 ମିଲିମିଟର

କେନ୍ଦ୍ରପଡା-63.3 ମିଲିମିଟର ବର୍ଷା ରେକର୍ଡ କରାଯାଇଛି

Share. Facebook Twitter LinkedIn Email WhatsApp Copy Link

Related Posts

ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ, ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣା ବହି

August 22, 2025

ଆଇପିଏସ ସ୍ତରରେ ବଡ ଧରଣର ଅଦଳବଦଳ, ବଦଳିଲେ ସାତଟି ଜିଲ୍ଲାର ଏସପି

August 21, 2025

ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କ ଅପରାଧିକ ମାମଲା ବିଲକୁ ନେଇ କଂଗ୍ରେସର କଟାକ୍ଷ

August 21, 2025

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି, ୬ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁଦାନ, ଆବେଦନର ଶେଷ ତାରିଖ..

August 21, 2025
Latest News

ICC ODI ବିଶ୍ୱକପର ନୂଆ ସୂଚୀ ଜାରି, ଜାଣନ୍ତୁ ଭାରତର ମ୍ୟାଚ୍ କେବେ ଏବଂ କେଉଁଠି ଖେଳାଯିବ

August 22, 2025

କେନ୍ଦ୍ରୀୟ ଯୋଗାଯୋଗ ମନ୍ତ୍ରୀଙ୍କ ଦ୍ୱାରା ଡାକ ସେବାର ଏକ ନୂତନ ଡିଜିଟାଲ୍ ଯୁଗର ଶୁଭାରମ୍ଭ

August 22, 2025

ଯୁବପିଢ଼ିଙ୍କୁ ଅନ୍ଧକାର ଆଡ଼କୁ ଠେଲି ଦେଉଛି ଅନଲାଇନ୍ ଗେମିଂ: ପ୍ରତି ବର୍ଷ ୨୦ ହଜାର କୋଟି କ୍ଷତି

August 22, 2025

ICC ଟି-୨୦ ବ୍ୟାଟିଂ ଏବଂ ବୋଲିଂ ରାଙ୍କିଙ୍ଗରେ ଭାରତୀୟଙ୍କ ପ୍ରାଧାନ୍ୟ, ଶୀର୍ଷ ୧୦ ରେ ୭ ଖେଳାଳି

August 22, 2025

ଆଜି ଶସ୍ତା ହେଲା ନା ମହଙ୍ଗା: ଜାଣନ୍ତୁ ଆଜିର ସୁନା ଦର

August 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.